-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||     

HOME   ରାଜ୍ୟ

ଜନତା ହାଇସ୍କୁଲରେ ଇକୋ କ୍ଲବ ମିଶନ ଲାଇଫ୍ ଓ ବିଦ୍ୟାଳୟ ପୋଷଣ ଦିବସ

27-Jul-2024



ବରଗଡ଼ (ପବିତ୍ର ମେହେର): ବରଗଡ଼ ଜିଲ୍ଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଜନତା ସରକାରୀ ଉଚ୍ଚ ବିଦ୍ୟାଳୟ ଭୁକ୍ତାରେ ଶିକ୍ଷା ସପ୍ତାହ ପାଳନ ଅବସରରେ ଇକୋ କ୍ଲବ ମିଶନ ଲାଇଫ୍ ଦିବସ ଓ ବିଦ୍ୟାଳୟ ପୋଷଣ ଦିବସ ପାଳିତ ହୋଇଯାଇଛି। ପ୍ରଧାନ ଶିକ୍ଷକ ଦୁର୍ଗାପ୍ରସାଦ ନାୟକଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଇକୋ କ୍ଲବ ଶିକ୍ଷକ ସଞ୍ଜୟ ଖମାରୀ ଏବଂ ଶିକ୍ଷୟିତ୍ରୀ ସୌଦାମିନୀ ବାରିକ ପ୍ରାକୃତିକ ଭାରସାମ୍ୟ ରକ୍ଷା କରିବା ନିମନ୍ତେ ସବୁଜିମାର ଆବଶ୍ୟକତା ବିଷୟରେ ଛାତ୍ରଛାତ୍ରୀମାନଙ୍କୁ ଧାରଣା ଦେଇଥିଲେ। ଇକୋ କ୍ଲବ ଶିକ୍ଷକ ସଞ୍ଜୟ ଖମାରୀଙ୍କ ନେତୃତ୍ୱରେ ଆୟୋଜିତ "ମାଁ କୁ ଗଛଟିଏ" କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀମାନେ ବୃକ୍ଷଲତା

ପରିବେଶର ଅବିଚ୍ଛେଦ୍ୟ ଅଙ୍ଗ ବୋଲି  ଅନୁଭବ କରିବା ସହିତ ବିଦ୍ୟାଳୟ ପରିସରରେ ବିଭିନ୍ନ ଚାରା ରୋପଣ କରିଥିଲେ। ଉତ୍ତମ ସ୍ବାସ୍ଥ୍ୟ ବଜାୟ ରଖିବା ନିମନ୍ତେ ପୋଷଣର ଆବଶ୍ୟକତାକୁ ଉପଲବଧି କରିବା ସହିତ ପୋଷଣ ସମ୍ବନ୍ଧୀୟ ଜ୍ଞାନ ଆହରଣ କରିଥିଲେ।ଇକୋ କ୍ଲବ ମିଶନ ଲାଇଫ୍ ଦିବସ ଓ ବିଦ୍ୟାଳୟ ପୋଷଣ ଦିବସର ବିଭିନ୍ନ କାର୍ଯ୍ୟକ୍ରମରେ  ଶିକ୍ଷକ  ଆଶୁତୋଷ ଭୋଇ, ସୁବାସ ଚନ୍ଦ୍ର ଖମାରୀ, ଅଙ୍କିତ

ମହନ୍ତ,ଅଶୋକ ଦାସ, ରଂଜିତ ସାହୁ,ଆଲୋକ ଭୋଇ, ଦେବାଶିଷ ଭୁଏ,ଶିକ୍ଷୟିତ୍ରୀ ସୌଦାମିନୀ ବାରିକ, ରାଜକୁମାରୀ ଭୁଏ, ସଙ୍ଗୀତା ସାହୁ, ତାରାବତୀ ସାହୁ, ରଞ୍ଜୁ ବଣିଆ ସକ୍ରିୟ ସହଯୋଗ କରିବା ସହିତ ମାଁ ଙ୍କ ଉଦ୍ଦେଶ୍ୟରେ ଚାରାଟିଏ ରୋପଣ କରିବା ପାଇଁ ଶିକ୍ଷାର୍ଥୀମାନଙ୍କୁ ଉତ୍ସାହିତ କରିଥିଲେ।ପରିବେଶ ସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବୀର ସୁରେନ୍ଦ୍ର ସାଏ ଇକୋ କ୍ଲବ ଓ ଜୁନିଅର ରେଡକ୍ରସର ସଦସ୍ୟ ସକ୍ରିୟ ଅଂଶ ଗ୍ରହଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026

You Might Also Like