-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||     

HOME   ଜିଲ୍ଲା

ଟିକାବାଲି ସରସ୍ବତୀ ଶିଶୁମନ୍ଦିରରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ

27-Jul-2024



ଟିକାବାଲି(ରମେଶ ପଣ୍ଡା)ଟିକାବାଲି ସରକାରୀ ଉଚ୍ଚ ବିଦ୍ୟାଳୟ ର ବିଜ୍ଞାନ ଶିକ୍ଷକ ଶ୍ରୀମତୀ ବୋନୋଦିନୀ ତ୍ରିପାଠୀ ଓ  ଜଗନ୍ନାଥ ଜେନା ଓ ଏ ଏମ୍ ସି ଏସ୍ ବିଦ୍ୟାଳୟ ର ପି ଜି ଛାତ୍ରୀ ଓ ପୂର୍ବର ଛାତ୍ରୀ ସାଗରିକ ପ୍ରଧାନ ଓ ପ୍ରଦୀପ କୁମାର ମାଝି ଏହି ବିଜ୍ଞାନ ମେଳାକୁ ନିରୀକ୍ଷକ ଭାବେ ସମୟ ଦେଇ ଥିଲେ l ସମୟ ଓ ସେବା ପାଇଁ ପ୍ରତି ବ୍ୟକ୍ତି ଇତିହାସ ତିଆରି କରନ୍ତି l  ବିଜ୍ଞାନ ପ୍ରତି ଶିଶୁ ମାନଙ୍କ ଭିତରେ ବିଜ୍ଞାନୀ ମନୋଭାବ ପାଇଁ ଆହୁରି ପରିବେଶ ତିଆରି ହେବା ସହ କନ୍ଧମାଳ ଜିଲ୍ଲାର ଟିକାବାଲି  ସରସ୍ବତୀ ଶିଶୁମନ୍ଦିର ର ଏକ ସ୍ୱତନ୍ତ ପରିଚୟ ସୃଷ୍ଟି ପାଇଁ କାମନା କରିଛନ୍ତି l
ଏହି ଅବସରରେ SSM ପରିବାର ର ସମ୍ପାଦକ ସନ୍ତୋଷ କୁମାର ଦଳ ବେହେରା, ମନୋରଞ୍ଜନ ପାତ୍ର, ଶ୍ରୀ ପଦ୍ମ ଚରଣ ହୋତା ଉପସ୍ଥିତ ରହିବା ସହ ଏହି ମେଳା କୁ ସାକାର କରାଇ ଥିଲେ l  SSM ର ପୁରା ପରିବାର ଏହି ମେଳା ସାମିଲ ଥିଲେ l ରଞ୍ଜନ  ଗୁରୁଜୀ ମେଳା ପରିଚାଳନା ସହ ପ୍ରଧାନ ଗୁରୁଜୀ ସନ୍ତୋଷ ବିଷୋୟୀ  ଅତିଥି ପରିଚୟ କରାଇବା ସହ ଏହି ମେଳା ର ବିଭିନ୍ନ ବିନ୍ଦୁ କୁ ନେଇ ମତ ରଖି ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026

You Might Also Like