-+91-9937148622 |

prerana_bgr@rediffmail.com |

  Sunday 21st June 2026 |

| | | |

R.N.I. Regd No. ODIODI/2010/46693

Breaking News

ଅନ୍ତର୍ଜାତୀୟ ଯୋଗ ଦିବସରେ ବୌଦ୍ଧ ଅଭ୍ୟୁଦୟ ଉଚ୍ଚ ବିଦ୍ୟାଳୟ ର ଛାତ୍ରଛାତ୍ରୀ ଙ୍କ ଯୋଗଦାନ   (21-Jun-2026)       ||      ରାଜେନ୍ଦ୍ର ପାର୍କରେ ପାଳିତ ହେଲା ଅନ୍ତର୍ଜାତୀୟ ଯୋଗ ଦିବସ   (21-Jun-2026)       ||      ବ୍ଲକ ସ୍ତରୀୟ ସ୍ୱାବଲମ୍ବୀ ଯୁବ ସମୃଦ୍ଧ ଓଡିଶା ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ।   (21-Jun-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ‘ସଇବର ଲ’ ଆଣ୍ଡ୍ ଡିଜିଟାଲ୍ ଗଭର୍ଣ୍ଣେସ୍‌’ ଶୀର୍ଷକ ଆଲୋଚନାଚକ୍ର   (21-Jun-2026)       ||      *ଗୋଡ଼େଗାଁ ଗ୍ରାମରେ ତେଜିବାରେ ଲାଗିଛି ମଦ ବିରୋଧୀ ଅଭିଯାନ ବେଆଇନ ମଦ ବିକ୍ରି ବନ୍ଦ ପାଇଁ ମହିଳାଙ୍କ ଦାବି*   (21-Jun-2026)       ||      ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରା ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ନର୍ଲା ବ୍ଲକ ସ୍ତରୀୟ ଆନ୍ତରଜାତୀୟ ଯୋଗ ଦିବସ ୨୦୨୬ ପାଳିତ   (21-Jun-2026)       ||      ସରକାର ଙ୍କ ଦୁଇବର୍ଷ ପୂର୍ତ୍ତି ଅବସରରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ବିକଶିତ ଭାରତ ଜି. ରାମଜୀ କାର୍ଯ୍ୟକ୍ରମ ଅନୁଷ୍ଠିତ    (20-Jun-2026)       ||      ଅମିତ ମେହେର ଙ୍କ ପାଇଁ କୁଲି ମେହେର ସମାଜ ଗର୍ବିତ    (20-Jun-2026)       ||      ବରିଷ୍ଠ ମୋହରି ଙ୍କ ପରଲୋକ   (20-Jun-2026)       ||      ବୋଡେ଼ନ ବ୍ଲକ ରେ ବିକାଶ ର ଧାରା ଓଡିଶା ସାରା ଚତୁର୍ଥ ଦିବସ   (20-Jun-2026)       ||      ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦ୍ଘାଟିତ   (20-Jun-2026)       ||      ଧର୍ମପରାୟଣା ମହିଳା କ୍ଷୀରୋଦ୍ରୀ ଯୋଶୀଙ୍କ ପରଲୋକ   (20-Jun-2026)       ||      *ସୁବର୍ଣ୍ଣପୁର ଠାରେ ସହରାଞ୍ଚଳ ଜନ ସଂପର୍କ ଓ ନାଗରିକ ଭାଗିଦାରୀ କାର୍ଯ୍ଯ କ୍ରମ*-   (20-Jun-2026)       ||      ବ୍ଲକ ସ୍ତରୀୟ ସ୍ୱାବଲମ୍ବୀ ଯୁବ ସମୃଦ୍ଧ ଓଡିଶା ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ।   (20-Jun-2026)       ||      ବଲାଙ୍ଗୀର ସହରର ବେହେରାପାଲି, କରଙ୍ଗାକଟା ଓ ନରସିଂ ବନ୍ଧ ପୁନରୁଦ୍ଧାର କାର୍ଯ୍ୟ ପରିଦର୍ଶନ କଲେ ଜିଲ୍ଲାପାଳ    (20-Jun-2026)       ||      ଶୀତଳ ଷଷ୍ଠୀରେ ମାନବସେବାର ଅନନ୍ୟ ଦୃଷ୍ଟାନ୍ତ: ଜିଲ୍ଲା ଜୁନିଅର ରେଡ଼କ୍ରସ ପକ୍ଷରୁ ହଜାର ହଜାର ଶ୍ରଦ୍ଧାଳୁଙ୍କୁ ଦହିପଣା ବଣ୍ଟନ    (20-Jun-2026)       ||      ଶିଶୁ ଶ୍ରମ ନିରାକରଣ ସଚେତନତା କାର୍ଯକ୍ରମ-୨୦୨୬ ଅନୁଷ୍ଠିତ   (20-Jun-2026)       ||      *ବାଘ ଛାଲ ଚାରା ଚାଲାଣ ବେଳେ ବାଘ ଛାଲ ସହ ଅମଳାଭାଟା ଚର୍ଚ୍ଚର ପାଷ୍ଟର ଗିରଫ...* ଡାବୁଗାଁ ବନ ବିଭାଗକୁ ବଡ଼ ସଫଲତା   (20-Jun-2026)       ||      ବିଜେଡି ନେତାଙ୍କ ଘରେ ଫୁଟିଲା ଗୁଳି, ଦୁବୃର୍ତ୍ତ ଫେରାର।   (20-Jun-2026)       ||     

HOME   ଜିଲ୍ଲା

ରାସ୍ତା ମଝିରେ ଓଲଟିଲା ଚୋରା କେନ୍ଦୁପତ୍ର ବୋଝେଇ ପିକଅପ

27-Jul-2024



ନକଟିଦେଉଳ(କନ୍ଦର୍ପ  ବେହେରା): ରାତି ଅଧରେ ପିକଅପ ଭ୍ୟାନ୍ ଗାଡ଼ିରେ କେନ୍ଦୁପତ୍ର ଚୋରା ଚାଲାଣ କରୁଥିବା ଖବର ପାଇ ବନ ବିଭାଗ ପିଛା କରିବାରୁ ଦ୍ରୁତ ଗତିରେ ପଳାଉ ଥିବା ଚୋରା କେନ୍ଦୁପତ୍ର ବୋଝେଇ ପିକଅପ ଭାରସାମ୍ୟ ହରାଇ ନାକଟିଦେଉଳ ଠାରେ ରାସ୍ତା ପାର୍ଶ୍ୱରେ ଥିବା ଏକ ଗଛରେ ଧକ୍କା ହୋଇ ରାସ୍ତା ଉପରେ ଓଲଟି ପଡ଼ିଥିଲା |

ସୂଚନା ଅନୁସାରେ ଏକ ପିକଅପ ଭ୍ୟାନ ଗାଡ଼ିରେ ଚୋରା କେନ୍ଦୁପତ୍ର ରେଢ଼ାଖୋଲ ପଟରୁ ନାକଟିଦେଉଳ ପଟକୁ ଚାଲାଣ ହେଉଥିବା ସମ୍ପର୍କରେ ଖବର ପାଇ ରେଢ଼ାଖୋଲ ବନ ବିଭାଗର କର୍ମଚାରୀ ମାନେ ଗୁରୁବାର ବିଳମ୍ବିତ ରାତ୍ରିରେ ପିଛା କରିଥିଲେ। ତେବେ ଏହି ଚୋରା ଗାଡିଟି ରେଢ଼ାଖୋଲ- ଦେବଗଡ଼ ରାସ୍ତାରେ ଆସୁଥିବା ବେଳେ ଖବର ପାଇ ନାକଟିଦେଉଳ ବନ ବିଭାଗ ମଧ୍ୟ ତତ୍ପର ହୋଇ ଉଠିଥିଲା। ସମସ୍ତଙ୍କୁ ଚକମା ଦେଇ ଏହି ଚୋରା କେନ୍ଦୁପତ୍ର ବୋଝେଇ ଗାଡି ଦ୍ରୁତ ଗତିରେ ପଳାଉ ଥିବା ବେଳେ ନାକଟିଦେଉଳ ଘାସି ସାହି ନିକଟ ବୁଲାଣି ରାସ୍ତାରେ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱରେ ଥିବା ଏକ ଗଛରେ ପିଟି ହୋଇ ଓଲଟି ପଡିଥିଲା। ଗାଡିକୁ ପିଛା କରୁଥିବା ବନ ବିଭାଗ କର୍ମଚାରୀ ମାନେ ତୁରନ୍ତ ସେଠାରେ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ଗାଡ଼ିରୁ ଏହି ଦୁଇ ଜଣ ଚୋରା ବେପାରୀଙ୍କୁ ଗୁରୁତର ଭାବେ ଉଦ୍ଧାର କରି ସଙ୍ଗେ ସଙ୍ଗେ ନାକଟିଦେଉଳ ଡାକ୍ତରଖାନାକୁ ନେଇଥିଲେ। ସେଠାରେ ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ଗୁରୁତର ହେବାରୁ ଉଭୟଙ୍କୁ ଆମ୍ବୁଲାନ୍ସ ଯୋଗେ ବୁର୍ଲା ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଥିବା ଜଣାପଡିଛି। ଏହି ଦୁର୍ଘଟଣାରେ ଚାଳକ ସମେତ ୨ ଜଣ ଗୁରୁତର ଆହତ ହୋଇଥିବା ଜଣାପଡିଛି। ଆହତ ଦୁଇ ଜଣ ହେଲେ ପଶ୍ଚିମବଙ୍ଗ ହୁଗୁଳିର ଅଗ୍ନି ମଜୁମଦାର(୨୯) ଏବଂ ସୁମନ ଘୋଷ (୨୨) । ଆହତ ମାନଙ୍କୁ ଚିକିତ୍ସା ପାଇଁ ବୁର୍ଲା ଡାକ୍ତରଖାନା ପଠାଇ ଦିଆଯାଇଥିବା ଜଣାପଡିଛି। ନାକଟିଦେଉଳ ବନ ବିଭାଗ ଦୁର୍ଘଟଣାଗ୍ରସ୍ତ ଚୋରା କେନ୍ଦୁପତ୍ର ବୋଝେଇ ଗାଡି ସହିତ ସମସ୍ତ କେନ୍ଦୁପତ୍ର ଜବତ କରି ଘଟଣାର ତଦନ୍ତ କରୁଥିବା ଜଣାପଡିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅନ୍ତର୍ଜାତୀୟ ଯୋଗ ଦିବସରେ ବୌଦ୍ଧ ଅଭ୍ୟୁଦୟ ଉଚ୍ଚ ବିଦ୍ୟାଳୟ ର ଛାତ୍ରଛାତ୍ରୀ ଙ୍କ ଯୋଗଦାନ   21-Jun-2026
  ଜିଲ୍ଲା  
ରାଜେନ୍ଦ୍ର ପାର୍କରେ ପାଳିତ ହେଲା ଅନ୍ତର୍ଜାତୀୟ ଯୋଗ ଦିବସ   21-Jun-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ସ୍ୱାବଲମ୍ବୀ ଯୁବ ସମୃଦ୍ଧ ଓଡିଶା ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ।   21-Jun-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ‘ସଇବର ଲ’ ଆଣ୍ଡ୍ ଡିଜିଟାଲ୍ ଗଭର୍ଣ୍ଣେସ୍‌’ ଶୀର୍ଷକ ଆଲୋଚନାଚକ୍ର   21-Jun-2026
  ଜିଲ୍ଲା  
*ଗୋଡ଼େଗାଁ ଗ୍ରାମରେ ତେଜିବାରେ ଲାଗିଛି ମଦ ବିରୋଧୀ ଅଭିଯାନ ବେଆଇନ ମଦ ବିକ୍ରି ବନ୍ଦ ପାଇଁ ମହିଳାଙ୍କ ଦାବି*   21-Jun-2026
  ରାଜ୍ୟ  
ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରା ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ନର୍ଲା ବ୍ଲକ ସ୍ତରୀୟ ଆନ୍ତରଜାତୀୟ ଯୋଗ ଦିବସ ୨୦୨୬ ପାଳିତ   21-Jun-2026
  ଜିଲ୍ଲା  
ସରକାର ଙ୍କ ଦୁଇବର୍ଷ ପୂର୍ତ୍ତି ଅବସରରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ବିକଶିତ ଭାରତ ଜି. ରାମଜୀ କାର୍ଯ୍ୟକ୍ରମ ଅନୁଷ୍ଠିତ   20-Jun-2026
  ଜିଲ୍ଲା  
ଅମିତ ମେହେର ଙ୍କ ପାଇଁ କୁଲି ମେହେର ସମାଜ ଗର୍ବିତ   20-Jun-2026
  ଜିଲ୍ଲା  
ବରିଷ୍ଠ ମୋହରି ଙ୍କ ପରଲୋକ   20-Jun-2026
  ଜିଲ୍ଲା  
ବୋଡେ଼ନ ବ୍ଲକ ରେ ବିକାଶ ର ଧାରା ଓଡିଶା ସାରା ଚତୁର୍ଥ ଦିବସ   20-Jun-2026
  ଖେଳ  
ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦ୍ଘାଟିତ   20-Jun-2026

You Might Also Like