-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ରାଜ୍ୟ

ସର୍ବ ଭାରତୀୟ ଜେ ଇ ଇ ଏଡଭାଂଶ ପରୀକ୍ଷା ରେ ଦୁଇ ଭାଇ ର କମାଲ  ଡାଲମିଆ ପରିବାର ରେ ଖୁସି ର ଲହର

06-Oct-2020



Kantabanji,06/10- ସର୍ବ ଭାରତୀୟ ଜେ ଇ ଇ ଏଡଭାଂଶ ପରୀକ୍ଷା ରେ ବଲାଂଗୀର ଜିଲ୍ଲା କଣ୍ଟାବାଞ୍ଜି ସହରର ଦୁଇ କଲେ କମାଲ। ଏହି ଦୁଇ ଭାଇ ଓଡ଼ିଶା ରେ ଟପ୍ କରିଥିବା ବେଳେ ଭାରତୀୟ ସ୍ଥର୍ ରେ ମଧ୍ୟ ଶହେ ମଧ୍ୟ ରେ ରହି ସାରା ଓଡ଼ିଶା ପାଇଁ ଗର୍ବା ଆଣିଁ ଦେଇଛନ୍ତି। ତେବେ ବଲାଂଗୀର କଣ୍ଟାବାଞ୍ଜି ସହରର ଦୁଇ ଭାଇ ଙ୍କ ଦୁଇ ପୁଅ ଏହି କମାଲ କରିଛନ୍ତି। ଏଠିକାର ଅରୁଣ ଡାଲମିଆ ଓ ମମତା ଡାଲମିଆ ଙ୍କ ପୁଅ ରୋନକ୍ ଡାଲମିଆ ଭାରତରେ ୫୨ନମ୍ବର ରେଙ୍କ ରଖି ଥିବାବେଳେ ଓଡ଼ିଶାରେ ପ୍ରଥମ ହୋଇଛନ୍ତି। ସେହିପରି ତାଙ୍କର ସମ୍ପର୍କୀୟ ଭାଇ  ରାଜେଶ୍ ରାଜୁ ଡାଲମିଆ ଓ ସୁମନ୍ ଡାଲମିଆ ଙ୍କ ପୁଅ ମନ୍ଥନ ଡାଲମିଆ ଭାରତ ରେ ୧୦୦ନମ୍ୱର୍ ରେଂକ୍ ଥିବା ବେଳେ ଓଡ଼ିଶାରେ ତୃତୀୟ ସ୍ଥାନରେ ଅଛନ୍ତି। ତେବେ ଏହି ଦୁଇ ଭାଇ କୋଟା ରେ ପାଠ ପଡିବା ସହ ଅନ ଲାଇନ କୋଚିଂଗ ନେଇ  ଏହି ପରୀକ୍ଷା ଦେଇଥିଲେ। ତେବେ ଏହା ପୁଣି ବଂଶଲ  କୋଚିଂ କିମ୍ବା ଟ୍ୟୁ ସନ୍ ରେ ଏମାନେ ଏହି ସଫଳତା ପାଇଛନ୍ତି। ଏବଂ ଏମଧ୍ୟରୁ ଜନେ ବୈଜ୍ଞାନିକ ହେବାର ସ୍ଥିର କରିଥିବା ବେଳେ ଆଉଜଣେ କମ୍ପ୍ୟୁଟର ଇଞ୍ଜିନିୟର ହେବାର ସ୍ଥିର କରିଛନ୍ତି। ସେପଟେ ଏହି ଦୁଇ ଭାଇଙ୍କ ସଫଳତା ରେ ତାଙ୍କ ଡ଼ାଲମିଆ ପରିବାର ସହ ସାର ବଲାଂଗୀର ରେ ଖୁସିର ଲହରୀ ଖେଳି ଯାଇଛି। 
ଅନ୍ୟ ପକ୍ଷରେ ଦୁହେ ଭାଇ ପରିବାର ଲୋକଙ୍କ ସହଯୋଗ ଓ କଠିନ ପରିଶ୍ରମ ର ଏହି ସଫଳତା ବୋଲି କହିଛନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like