-+91-9937148622 |

prerana_bgr@rediffmail.com |

  Friday 11th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||      ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ    (10-Sep-2026)       ||      ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   (10-Sep-2026)       ||      ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   (10-Sep-2026)       ||      ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   (10-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   (10-Sep-2026)       ||      ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   (10-Sep-2026)       ||      *ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   (10-Sep-2026)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   (10-Sep-2026)       ||      *ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||     

HOME   ଜିଲ୍ଲା

ମାୟାବର୍ହ। ଉଚ୍ଚ ବିଦ୍ୟାଳୟ ରେ ମା ପାଇଁ ଗଛ ଟିଏ କାର୍ଯ୍ୟକ୍ରମ

27-Jul-2024



ଡୁଙ୍ଗୁରିପାଲି, ତା,୨୭/୭(ପ୍ରେରଣା ଖବର) : ସୋନପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ୍ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ମୟବର୍ହ।ଠାରେ ସପ୍ତାହ ବ୍ୟାପି ଅନୁଷ୍ଠିତ ହେଉଥିବା ଶିକ୍ଷା ସପ୍ତାହ ପାଳନ ଅବସରରେ ଷଷ୍ଠ ଦିବସରେ ,"ମା ପାଇଁ ଗଛ ଟିଏ" କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାଶିକ୍ଷକ ରବିଚନ୍ଦ୍ର ପଶାୟତ ଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ସଭାରେ କନ୍ଦାଗାଡ ଉଚ୍ଚ ବିଦ୍ୟାଳୟର ଇଂରାଜୀ ଶିକ୍ଷକ ସମ୍ପଦ ଖମାରୀ ସମ୍ମାନିତ ଅତିଥି ଭାବରେ ଯୋଗଦେଇ ସରକାରଙ୍କ ସବୁଜ ପୃଥିବୀ ସୁନ୍ଦର ପୃଥିବୀ ପରିକଳ୍ପନା କାର୍ଯ୍ୟକାରୀ ପାଇଁ ଗଛ ଲଗେଇବା ପାଇଁ ମା ମାନଙ୍କ ଭୂମିକା ବିଷୟରେ  ନିଜ ବକ୍ତବ୍ୟ ରଖିଥିଲେ । ବିଦ୍ୟାଳୟର ପୂର୍ବତନ ପ୍ରଧାନ ଶିକ୍ଷକ ମନୋଜ କୁମାର ପୁଝାରୀ ଅନ୍ୟତମ ସମ୍ମାନିତ ଅତିଥି ଭାବରେ ଯୋଗଦେଇ ବୃକ୍ଷ ରୋପଣ ର ମହତ୍ତ୍ଵ ବିଷୟରେ  ଧାରଣା ପ୍ରଦାନ କରିଥିଲେ। ସଭାର ପ୍ରାରମ୍ଭରେ ଜନନିକ। ନାୟକ ଗାଇଥିବା  "ଆମେ ପଢ଼ିବୁ ଆମେ ଗଢ଼ିବୁ " ଗୀତକୁ ସମସ୍ତେ ଏକସ୍ୱରରେ ଗାଇ ପରିବେଶକୁ ସଙ୍ଗିତମୟ କରିଥିଲେ। ଛାତ୍ରୀ ଅର୍ଚ୍ଚିତା ପ୍ରଧାନ ନିଜ ବକ୍ତବ୍ୟରେ ନିଜ ଜନ୍ମଦିନରେ ଅତିକମରେ ଗୋଟିଏ ଗଛ ଲଗେଇବା ପାଇଁ ସମସ୍ତଙ୍କୁ ଆହ୍ୱାନ ଦେଇଥିଲେ । ଏହି ଅବସରରେ ଅନୁଷ୍ଠିତ ଚିତ୍ରାଙ୍କନ ପ୍ରତିଯୋଗିତାରେ ସଫଳ ହୋଇଥିବା ପ୍ରତିଯୋଗୀମାନଙ୍କୁ ଅତିଥିବୃନ୍ଦ ପୁରସ୍କୃତ କରିଥିଲେ। ପ୍ରୀତି ଖର୍ସେଲଙ୍କଦ୍ଵାରା ପରିବେଷଣ କରିଥିବା  ମାଆଙ୍କ ସଙ୍ଗୀତ ସମସ୍ତଙ୍କୁ ମନ୍ତ୍ରମୁଗ୍ଧ କରିଥିଲା।

ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ ଦୀନବନ୍ଧୁ ପ୍ରଧାନ କାର୍ଯ୍ୟକ୍ରମ କୁ ସଂଯୋଜନା କରିଥିବା ବେଳେ ଛାତ୍ରୀ ଲିପ୍ସା ଯୁଆଡି ଧନ୍ୟବାଦ୍ ଅର୍ପଣ କରିଥିଲେ। ଗତକାଲି ଇହଧାମ ତ୍ୟାଗ କରିଥିବା ବିଦ୍ୟାଳୟର ପୁର୍ବତନ ଛାତ୍ରୀ ସ୍ବର୍ଗତ ଜୟଶ୍ରୀ ଷ।ଣ୍ଢଙ୍କ ଉଦ୍ଦେଶ୍ୟ ରେ ଏକ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା ।ସଭା ପରେ ପରେ ସମସ୍ତ ଅତିଥିବୃନ୍ଦ ସହିତ ବିଦ୍ୟାଳୟ ର ଛାତ୍ର ଛାତ୍ରୀ ଖେଳ ପଡିଆକୁ ଯାଇ ବୃକ୍ଷ ରୋପଣ କରିଥିଲେ। ଏହି କାର୍ଯ୍ୟକ୍ରମକୁ ସଞ୍ଜୀବ, କିରଣ, ମିନିକେତାନ,ବିଭୀଷଣ, ସୁରଜ୍ ଓ ସମୀର ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   10-Sep-2026
  ଜିଲ୍ଲା  
ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   10-Sep-2026
  ଜିଲ୍ଲା  
ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ   10-Sep-2026
  ଜିଲ୍ଲା  
*ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   10-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   10-Sep-2026
  ଜିଲ୍ଲା  
ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   10-Sep-2026
ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ   10-Sep-2026
  ଜିଲ୍ଲା  
ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   10-Sep-2026
  ଜିଲ୍ଲା  
ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   10-Sep-2026
  ଜିଲ୍ଲା  
ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   10-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   10-Sep-2026
  ଜିଲ୍ଲା  
ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   10-Sep-2026

You Might Also Like