-+91-9937148622 |

prerana_bgr@rediffmail.com |

  Friday 11th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||      ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ    (10-Sep-2026)       ||      ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   (10-Sep-2026)       ||      ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   (10-Sep-2026)       ||      ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   (10-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   (10-Sep-2026)       ||      ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   (10-Sep-2026)       ||      *ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   (10-Sep-2026)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   (10-Sep-2026)       ||      *ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||     

HOME   ଜିଲ୍ଲା

ପିକଅପ୍ ଧକ୍କାରେ ୩ ମୃତ ଘଟଣା, ଯୋଜନାବଦ୍ଧ ହତ୍ୟାକାଣ୍ଡ -ବିହାର ଅଞ୍ଚଳର ଅଭିଯୁକ୍ତ ଡ୍ରାଇଭର ଫେରାର

27-Jul-2024



ଉଲୁଣ୍ଡା/ସୋନପୁର ( ମନୋରଞ୍ଜନ ତ୍ରିପାଠୀ) ଗତ ଗୁରୁବାର ଦିନ ସୋନପୁର- ସମ୍ବଲପୁର ରାସ୍ତାର ମେଟାକାନୀ ମନ୍ଦିର ଛକ ଠାରେ ଘଟିଥିବା ଦୁର୍ଘଟଣାର ପର୍ଦ୍ଦାଫାଶ ହୋଇଛି। ଏହା ଏକ ହିଟ୍ ଆଣ୍ଡ ରନ୍ ମାମଲା ଓ ଏଥିରେ ବ୍ୟବହୃତ ପିକ୍‌ଅପ୍ ଭ୍ୟାନ୍ (ଓଡି ୧୭ ଏଏ ୪୦୧୫ )କୁ ପୁଲିସ ଜବତ କରିଥିବା ବେଳେ ଚାଳକ ଫେରାର୍ ହୋଇଯାଇଥିବା ଜଣାପଡ଼ିଛି। ଫେରାର ଥିବା ଚାଳକ ବିହାର ଅଞ୍ଚଳର ମୂଳ ବାସିନ୍ଦା ଦୀପକ ବୋଲି ଜଣାପଡ଼ିଛି। ସେ ଜଣେ ପେସାଦାର ଅପରାଧୀ ହୋଇଥିବା ବେଳେ ବିଭିନ୍ନ ଥାନାରେ ତା ନାଁ ରେ ୩୦ ରୁ ଉର୍ଦ୍ଧ୍ୱ ମାମଲା ଥିବା ପୁଲିସ ତଦନ୍ତରୁ ଜଣାପଡିଛି। ଏହା ଏକ ଯୋଜନାବଦ୍ଧ ହତ୍ୟାକାଣ୍ଡ ଉଦ୍ଦେଶ୍ୟରେ ସେ ଗାଡ଼ି ମଡ଼ାଇଥିବା ଜଣାପଡ଼ିଛି। ଘଟଣା ଘଟାଇ ସାରିବା ପରେ ଅଇଁଲାଛାଟର ମୃତକଙ୍କ ଭାଇ ସୁଶୀଳ ଙ୍କୁ ଫୋନ କରି ତାଙ୍କୁ ମଧ୍ୟ ଜୀବନ ରୁ ମାରିଦେବା ଧମକ ଦେଇଥିଲା ଯାହାର ଅଡିଓ ସୁଶୀଲ ରଖିଥିବା କହିଛନ୍ତି। ସୂଚନା ଅନୁସାରେ ଅଭିଯୁକ୍ତ ଦୀପକ ଅଇଁଲାଛାଟ ଗ୍ରାମକୁ ଆସି ଏକ ଘରଭଡ଼ା ନେଇ ରହୁଥିଲା ଓ ଉଲୁଣ୍ଡା ଅଞ୍ଚଳରେ ଚୋରି, ଡକାୟତି, କଫ ସିରପ ଚୋରା ଚାଲାଣ ଆଦି ଅପରାଧ ସହ ଜଡ଼ିତ ଥିବା ବେଳେ ସେ ଏକ ଏକ ପେଶାଦାର ଅପରାଧୀ ଥିଲା l ଗତ ଏକ ମାସ ତଳେ  ଚୋରି ମାମଲାରେ ଉଲୁଣ୍ଡା ପୁଲିସ  ଏ ଅଭିଯୁକ୍ତ ର ଉକ୍ତ ପିକଅପ୍ ଭ୍ୟାନକୁ ଜବତ କରିଥିଲା। କୋର୍ଟରୁ ଅର୍ଡର ଆଣି ଗାଡ଼ିକୁ ନିକଟରେ ଥାନା ରୁ ବାହାର କରିଥିବା ନେଇ ଏସଡିପିଓ ବାସୁଦେବ ଛତ୍ରିଆ ସୂଚନା ଦେଇଛନ୍ତି। ଦୁର୍ଘଟଣା ପରେ ଉଲୁଣ୍ଡା ପୋଲିସ ତତ୍ପର ହୋଇ ବିନିକା ଓ ସମ୍ବଲପୁର ଜିଲ୍ଲା ପୋଲିସ କୁ ସୂଚନା ଦେବା ସହ ଗାଡି ମଟର ଯାଞ୍ଚ କରିଛି l ଏହି ଯାଞ୍ଚ ବେଳେ ଅଭିଯୁକ୍ତ ଗାଡି ନେଇ ବିନିକା ପଟକୁ ଦୃତଗତିରେ ଯାଉଥିବା ବେଳେ ପୋଲିସ ପିଛା କରିବାରୁ ଗାଡି ଛାଡି ଅଭିଯୁକ୍ତ ଜଙ୍ଗଲ ଭିତରେ ପଳାୟନ କରିଥିଲା। ଅଭିଯୁକ୍ତର ବାପା ମା ବିନିକାରେ ଘରଭଡ଼ା ନେଇ ରହୁଥିବା ମଧ୍ୟ ବିଶେଷ ସୂତ୍ରରୁ ସୂଚନା ମିଳିଛି। ଅଭିଯୁକ୍ତ ଦୀପକ ଏକା ଏ ଘଟଣା ରଚିଛି ନାଁ ଘଟଣା ସ୍ପଟ୍ ରୁ ଆଉ କିଏ ସ୍ଥିତି ଉପରେ ଦୀପକ କୁ ଫୋନ୍ ରେ  ଲାଇଫ ସୁଚନା ଦେଇଛି ସେ ଦିଗରେ ମଧ୍ୟ ତଦନ୍ତ ପାଇଁ ବୁଦ୍ଧିଜୀବୀ ଦାବୀ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   10-Sep-2026
  ଜିଲ୍ଲା  
ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   10-Sep-2026
  ଜିଲ୍ଲା  
ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ   10-Sep-2026
  ଜିଲ୍ଲା  
*ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   10-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   10-Sep-2026
  ଜିଲ୍ଲା  
ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   10-Sep-2026
ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ   10-Sep-2026
  ଜିଲ୍ଲା  
ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   10-Sep-2026
  ଜିଲ୍ଲା  
ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   10-Sep-2026
  ଜିଲ୍ଲା  
ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   10-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   10-Sep-2026
  ଜିଲ୍ଲା  
ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   10-Sep-2026

You Might Also Like