-+91-9937148622 |

prerana_bgr@rediffmail.com |

  Sunday 21st June 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରଶାସନ ର ଦୃଷ୍ଟି ପଡ଼ୁ   (21-Jun-2026)       ||      ପୁରୁଣାପାଣି ଶୀତଳ ଷଷ୍ଠୀ ଜଳନ୍ଧର ଦରବାର ଉଦ୍‌ଯାପିତ♦️ ଉତ୍ସବ ମାଧ୍ୟମରେ ଶାନ୍ତି, ମୈତ୍ରୀ ଓ ପ୍ରଗତି ର ବାର୍ତ୍ତାର ହେବ ପ୍ରସାର- ନରସିଂହ   (21-Jun-2026)       ||      ପାଳସାହି ରେ ଅlନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ସତ୍ୟ ସାଇ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ♦️୩୭ ୟୁନିଟ ରକ୍ତ ସଂଗୃହୀତ    (21-Jun-2026)       ||      ବିନିକା:ସୁସ୍ଥ ଜୀବନ ପାଇଁ ଯୋଗ କଲେ ଶତାଧିକ ଲୋକ।                (21-Jun-2026)       ||      ବରଗଡ଼ ଜିଲ୍ଲା ଅଟୋ ରିକ୍ସା ମାଲିକ ସଂଘ ୨୭ ତମ ବାର୍ଷିକ ଉତ୍ସବ    (21-Jun-2026)       ||      ସୁସ୍ଥ ବାର୍ଦ୍ଧକ୍ୟ ପାଇଁ ଯୋଗ ବାର୍ତ୍ତା ନେଇ ଯୋଗ ଦିବସ ପାଳିତ    (21-Jun-2026)       ||      ମାୟାବର୍ହା ହାଇସ୍କୁଲ ରେ ଆନ୍ତର୍ଜାତିକ ଯୋଗ ଦିବସ ପାଳିତ   (21-Jun-2026)       ||      ବରପାଲିର ମହାନ ପୌରାଣିକ ଶୀତଲଷଷ୍ଠୀ ଉପଲକ୍ଷେ ଭୋଗ ବଣ୍ଟନ   (21-Jun-2026)       ||      ପ୍ରଖ୍ୟାତ ଓଡ଼ିଶୀ ନ୍ୟୁତ୍ୟଶିଳ୍ପୀ ଶାଶ୍ୱତ ଯୋଶୀଙ୍କ ମାତୃ ବିୟୋଗ    (21-Jun-2026)       ||      ପତଞ୍ଜଳି ପରିବାର ବୁର୍ଡା ଆନୁକୁଲ୍ୟ ରେ 12 ତମ ବିଶ୍ୱ ଯୋଗ ଦିବସ ଅନୁଷ୍ଠିତ   (21-Jun-2026)       ||      ବଲାଙ୍ଗିରରେ ଆଡମ୍ବର ସହକାରେ ପାଳିତ ହେଲା ୧୨ତମ ଅନ୍ତର୍ଜାତୀୟ ଯୋଗ ଦିବସ   (21-Jun-2026)       ||      କଟକ ଜିଲ୍ଲାସ୍ତରୀୟ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ର ସାଲେଭଟା ପଂଚାୟତ ରେ ହିତାଧିକାରୀ ଙ୍କ ସମ୍ମିଳନୀ ଅନୁଷ୍ଠିତ    (21-Jun-2026)       ||      ଅନ୍ତର୍ଜାତୀୟ ଯୋଗ ଦିବସରେ ବୌଦ୍ଧ ଅଭ୍ୟୁଦୟ ଉଚ୍ଚ ବିଦ୍ୟାଳୟ ର ଛାତ୍ରଛାତ୍ରୀ ଙ୍କ ଯୋଗଦାନ   (21-Jun-2026)       ||      ରାଜେନ୍ଦ୍ର ପାର୍କରେ ପାଳିତ ହେଲା ଅନ୍ତର୍ଜାତୀୟ ଯୋଗ ଦିବସ   (21-Jun-2026)       ||      ବ୍ଲକ ସ୍ତରୀୟ ସ୍ୱାବଲମ୍ବୀ ଯୁବ ସମୃଦ୍ଧ ଓଡିଶା ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ।   (21-Jun-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ‘ସଇବର ଲ’ ଆଣ୍ଡ୍ ଡିଜିଟାଲ୍ ଗଭର୍ଣ୍ଣେସ୍‌’ ଶୀର୍ଷକ ଆଲୋଚନାଚକ୍ର   (21-Jun-2026)       ||      *ଗୋଡ଼େଗାଁ ଗ୍ରାମରେ ତେଜିବାରେ ଲାଗିଛି ମଦ ବିରୋଧୀ ଅଭିଯାନ ବେଆଇନ ମଦ ବିକ୍ରି ବନ୍ଦ ପାଇଁ ମହିଳାଙ୍କ ଦାବି*   (21-Jun-2026)       ||      ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରା ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||     

HOME   ରାଜ୍ୟ

ଖେଳ ପଡିଆ ସଫା ହେବ କେବେ :ଏନ ଏ ସି କର୍ତ୍ତୃପକ୍ଷ ଙ୍କ ଦୃଷ୍ଟି ପଡୁନାହିଁ

27-Jul-2024



ତରଭା(କପିଳାସ ସେଠ) ତରଭା ସରକାରୀ ବାଳକ ହାଇସ୍କୁଲ ଖେଳ ପଡିଆ ରେ ପଡିଥିବା ଆବର୍ଜନା ସଫାକରା ଯାଉ ନଥିବାରୁ ଖେଳାଳି ଓ ସାଧାରଣ ରେ ଅସନ୍ତୋଷ ବୃଦ୍ଧି ପାଉଛି   I  ତରଭା ରଥଯାତ୍ରା ଓ ବାହୁଡ଼ାଯାତ୍ରାକୁ ଆକର୍ଷଣ କରିବା ଓ  ଜନସାଧାରଣ ଙ୍କ ମନୋରଞ୍ଜନ ସକାଶେ ଏକ ମିନା ବଜାର ତରଭା ସରକାରୀ ବାଳକ ହାଇସ୍କୁଲ ଖେଳ ପଡିଆ ଠାରେ ଲାଗିଥିଲା  । ପ୍ରତ୍ଯହ ହଜାର ହଜାର ଲୋକ ଯାତ୍ରା ଦେଖିବା  ସହିତ ମିନା ବଜାର ର ମଜା ନେଇଥିଲେ। ଏହି ମିନା ବଜାର ରେ ଅନେକ ଷ୍ଟଲ ଗୁଡିକ ରେ ବିଭିନ୍ନ ଖେଳନା ସାମଗ୍ରୀ, ବିଭିନ୍ନ ସୌଖିନ ଜିନିଷର ଦୋକାନ,ଫାଷ୍ଟ ଫୁଡ ସେଣ୍ଟର ଖୋଲିଥିବା ସହିତ ଅନେକ  ଜଳଖିଆ ଦୋକାନ ଖୋଲିଥିଲା । ଲୋକମାନେ ଜଳଖିଆ ଖାଇବା ପରେ ଦନା ଓଥରମୋକଳ  ପେପର ପ୍ଲେଟ ଗୁଡିକ କେତେକ ଲୋକ ଦୋକାନି ର ଡଷ୍ଟବିନ ରେ ପକାଇଥିବା ସହିତ ଆଉ କେତେକ ଲୋକ ଇତସ୍ତତଃ ଫୋପାଡି ଦେଇଥିଲେ। ଯାତ୍ରା ସରି ଅନେକ ଦିନ ହୋଇ ଗଲାଣି,ହେଲେ ଏନ୍ ଏ ସି କତୃପକ୍ଷ ପକ୍ଷରୁ  ପଡ଼ିଆରୁ ଅଳିଆ ସଫାଆଜି ପ୍ରୟନ୍ତ  କରିବାର ନାମ ଧରୁନାହାନ୍ତି । ଫଳରେ ଉକ୍ତ ଆବର୍ଜନା ଉପରେ ବର୍ଷାପାଣି ପଡି ଦୁର୍ଗନ୍ଧ ବାହାରି ପରିବେଶ ନଷ୍ଟ ହେବା ସହିତ ବାୟୁ ପ୍ରଦୂଷଣ ହେଉଛି।ପ୍ରତ୍ୟେକ ଦିନ ଏହି ଖେଳ ପଡିଆ ରେ ଖେଳାଳି ମାନେ ସକାଳ ସମୟରେ ଫୁଟବଲ ଖେଳୁ ଥିଲେ l ସାଧାରଣ ବ୍ୟକ୍ତି ସକାଳ ରେ ବୁଲାବୁଲି କରିଥାନ୍ତିI I    ମିନବଜାର ବସିବା ଦିନ ଠାରୁ ଫୁଟବଳ ଖେଳ ବନ୍ଦ ହୋଇଯାଇଛି l  ଯଥାଶୀଘ୍ର  ପଡ଼ିଆରୁ ସମସ୍ତ ଆବର୍ଜନା ସଫା କରାଯିବା ପାଇଁ  ଦାବୀ ହେଉଛି । ଏନ୍ ଏ ସି ପ୍ରଶାସନ ଏଥିପ୍ରତି ତୁରନ୍ତ ଦୃଷ୍ଟି ଦେଇ ପଡ଼ିଆ ସଫାକରିବା ପାଇଁ ବିଭିନ୍ନ ମହଲରୁ ଦାବୀ ହେଉଛି I   

 


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରଶାସନ ର ଦୃଷ୍ଟି ପଡ଼ୁ   21-Jun-2026
  ଜିଲ୍ଲା  
ପୁରୁଣାପାଣି ଶୀତଳ ଷଷ୍ଠୀ ଜଳନ୍ଧର ଦରବାର ଉଦ୍‌ଯାପିତ♦️ ଉତ୍ସବ ମାଧ୍ୟମରେ ଶାନ୍ତି, ମୈତ୍ରୀ ଓ ପ୍ରଗତି ର ବାର୍ତ୍ତାର ହେବ ପ୍ରସାର- ନରସିଂହ   21-Jun-2026
  ଜିଲ୍ଲା  
ପାଳସାହି ରେ ଅlନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ସତ୍ୟ ସାଇ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ♦️୩୭ ୟୁନିଟ ରକ୍ତ ସଂଗୃହୀତ   21-Jun-2026
  ଜିଲ୍ଲା  
ବିନିକା:ସୁସ୍ଥ ଜୀବନ ପାଇଁ ଯୋଗ କଲେ ଶତାଧିକ ଲୋକ।                21-Jun-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଅଟୋ ରିକ୍ସା ମାଲିକ ସଂଘ ୨୭ ତମ ବାର୍ଷିକ ଉତ୍ସବ   21-Jun-2026
  ଜିଲ୍ଲା  
ସୁସ୍ଥ ବାର୍ଦ୍ଧକ୍ୟ ପାଇଁ ଯୋଗ ବାର୍ତ୍ତା ନେଇ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲ ରେ ଆନ୍ତର୍ଜାତିକ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ବରପାଲିର ମହାନ ପୌରାଣିକ ଶୀତଲଷଷ୍ଠୀ ଉପଲକ୍ଷେ ଭୋଗ ବଣ୍ଟନ   21-Jun-2026
  ଜିଲ୍ଲା  
ପ୍ରଖ୍ୟାତ ଓଡ଼ିଶୀ ନ୍ୟୁତ୍ୟଶିଳ୍ପୀ ଶାଶ୍ୱତ ଯୋଶୀଙ୍କ ମାତୃ ବିୟୋଗ    21-Jun-2026
  ଜିଲ୍ଲା  
ପତଞ୍ଜଳି ପରିବାର ବୁର୍ଡା ଆନୁକୁଲ୍ୟ ରେ 12 ତମ ବିଶ୍ୱ ଯୋଗ ଦିବସ ଅନୁଷ୍ଠିତ   21-Jun-2026
  ଜିଲ୍ଲା  
ବଲାଙ୍ଗିରରେ ଆଡମ୍ବର ସହକାରେ ପାଳିତ ହେଲା ୧୨ତମ ଅନ୍ତର୍ଜାତୀୟ ଯୋଗ ଦିବସ   21-Jun-2026

You Might Also Like