-+91-9937148622 |

prerana_bgr@rediffmail.com |

  Friday 11th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||      ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ    (10-Sep-2026)       ||      ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   (10-Sep-2026)       ||      ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   (10-Sep-2026)       ||      ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   (10-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   (10-Sep-2026)       ||      ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   (10-Sep-2026)       ||      *ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   (10-Sep-2026)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   (10-Sep-2026)       ||      *ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||     

HOME   ଜିଲ୍ଲା

ଉତ୍କଳ ଯାଦବ ମହାସଭାର ସମ୍ବର୍ଦ୍ଧନା ଉତ୍ସବ ଓ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ

28-Jul-2024



କଟକ:  ଵୟାଳିଶ ମୌଜା ସ୍ଥିତ ଯଶୋଦା ଗାର୍ଡେନ ଠାରେ ଉତ୍କଳ ଯାଦବ ମହାସଭାର ଏକ ସମ୍ବର୍ଦ୍ଧନା ଉତ୍ସବ ଓ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଅଛି। ଉତ୍କଳ ଯାଦବ ମହାସଭାର ରାଜ୍ୟ ସଭାପତି  ଆଶୀର୍ବାଦ ବେହେରାଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି  କାର୍ଯ୍ୟକ୍ରମକୁ ଅଖିଳ ଭାରତ ବର୍ଷୀୟ ଯାଦବ ମହାସଭାର ରାଷ୍ଟ୍ରୀୟ ଯୁବ ସଭାପତି ଇଂ ପ୍ରଦୀପ ବେହେରା ପରିଚାଳନା କରିଥିଲେ। ପ୍ରାରମ୍ଭରେ ନବ ନିର୍ବାଚିତ ଯାଦବ ବିଧାୟକ ତଥା କଣ୍ଟାବାଞ୍ଜି ବିଧାୟକ  ଲକ୍ଷ୍ମଣ ବାଗ ଓ ଟାଙ୍ଗୀ - ସାଲେପୁର ନିର୍ବାଚନ ମଣ୍ଡଳୀର ବିଧାୟକ  ପ୍ରଶାନ୍ତ ବେହେରାଙ୍କୁ କାର୍ଯ୍ୟକ୍ରମ ରେ ଉପସ୍ଥିତ ଥିବା ୩୪ ଟି ସାଂଗଠାନିକ ଜିଲ୍ଲାର କର୍ମକର୍ତ୍ତା ଓ ରାଜ୍ୟ କାର୍ଯ୍ୟକାରିଣୀ କମିଟିର ସଦସ୍ୟ ମାନେ ସମ୍ବର୍ଦ୍ଧିତ କରିଥିଲେ। ଦୁଇ ବିଧାୟକ ତାଙ୍କ ଅଭିଭାଷଣରେ ଆଗାମୀ ଦିନରେ ବିଧାନସଭାରେ ଯାଦବ ମାନଙ୍କର ମୌଳିକ ସମସ୍ୟାକୁ ଉପସ୍ଥାପନା କରିବା ପାଇଁ ପ୍ରତିଶ୍ରୁତି ଦେଇଥିଲେ ଯଥା ଗୋଚର ଜମିର ସଂରକ୍ଷଣ, ଦୁଗ୍ଧର ଉଚିତ୍ ମୂଲ୍ୟ ନିର୍ଦ୍ଧାରଣ କରିବା ଏବଂ ଯାଦବ ମାନଙ୍କର ବିଭିନ୍ନ ମୌଳିକ ସମସ୍ୟା ଉପରେ ବିଧାନସଭାରେ ଉପସ୍ଥାପନା କରିବା ପାଇଁ ପ୍ରତିଶ୍ରୁତି ଦେବା ସହ ଆଗାମୀ ଦିନରେ ଯାଦବ ମାନଙ୍କୁ ସଂଗଠିତ କରିବା ପାଇଁ ଆହ୍ବାନ ଦେଇଥିଲେ। ତତ୍ ସହିତ ଅନ୍ୟାନ୍ୟ ନେତୃମଣ୍ଡଳୀଙ୍କୁ ମଧ୍ୟ ସମ୍ବର୍ଦ୍ଧିତ କରାଯାଇଥିଲା। ଦ୍ୱିତୀୟ ପର୍ଯ୍ୟାୟରେ ରାଜ୍ୟର କାର୍ଯ୍ୟକାରିଣୀ ବୈଠକ ସମ୍ବନ୍ଧୀୟ ଆଲୋଚନା କରାଯାଇଥିଲା। ଯେଉଁଥିରେ ସଂଗଠନର ସମସ୍ତ ଜିଲ୍ଲାର ନେତୃତ୍ୱ ମାନେ ନିଜର ମତ ପୋଷଣ କରିଥିଲେ ଓ ଆଗାମୀ ଦିନରେ ଯାଦବ ମହାସଭାର ନିର୍ବାଚନ ସମ୍ବନ୍ଧୀୟ ଆଲୋଚନା କରିବା ସହ ଡିସେମ୍ବର ଶେଷ ସୁଦ୍ଧା ନୂତନ କର୍ମକର୍ତ୍ତା ଚୟନ ନିମନ୍ତେ ନିଷ୍ପତି ନିଆଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ଉତ୍କଳ ଯାଦବ ମହାସଭାର କାର୍ଯ୍ୟକାରୀ ସଭାପତି  ସୁବାଷ ଚନ୍ଦ୍ର ବେହେରା, ମହାସଚିବ ଲମ୍ବୋଦର

ନିଆଲ, ରାଷ୍ଟ୍ରୀୟ ଉପସଭାପତି ପିତାମ୍ବର ଦାସ, ରାଷ୍ଟ୍ରୀୟ ସମ୍ପାଦକ ପ୍ରଫୁଲ୍ଲ ଦାସ, ମହିଳା ସଭାନେତ୍ରୀ ଗୀତାରାଣି ଦାସ, ଉପ ସଭାପତି ପ୍ରମୋଦ ବେହେରା, ଗୋପାଳ ବେହେରା, ମଦନ ମୋହନ ନାୟକ, ଶ୍ରୀକାନ୍ତ ଦାସ, ଧନସିଂହ ଭୋଇ, ଅଫିସ୍ କାର୍ଯ୍ୟାଳୟ ସମ୍ପାଦକ ବୁଲେଇ ବେହେରାଙ୍କ ସହିତ ରାଜ୍ୟର ସମସ୍ତ ସାଧାରଣ ସମ୍ପାଦକ ପ୍ରମୁଖ ଉପସ୍ଥିତ ଥିଲେ। ଉକ୍ତ କାର୍ଯ୍ୟକ୍ରମକୁ କଟକ ଜିଲ୍ଲା ଯୁବ ଯାଦବ ମହାସଭାର କର୍ମକର୍ତ୍ତା ମାନେ ସୁଚାର ରୂପେ ସଂଚାଳନ କରିଥିଲେ। ଗୋପାଳ ବେହେରା ଧନ୍ୟବାଦ୍ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   10-Sep-2026
  ଜିଲ୍ଲା  
ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   10-Sep-2026
  ଜିଲ୍ଲା  
ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ   10-Sep-2026
  ଜିଲ୍ଲା  
*ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   10-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   10-Sep-2026
  ଜିଲ୍ଲା  
ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   10-Sep-2026
ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ   10-Sep-2026
  ଜିଲ୍ଲା  
ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   10-Sep-2026
  ଜିଲ୍ଲା  
ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   10-Sep-2026
  ଜିଲ୍ଲା  
ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   10-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   10-Sep-2026
  ଜିଲ୍ଲା  
ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   10-Sep-2026

You Might Also Like