-+91-9937148622 |

prerana_bgr@rediffmail.com |

  Sunday 21st June 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ    (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ ହୋଇଥିଲା   (21-Jun-2026)       ||      ଗଣ୍ତାବାହାଲିଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      *ସୁବର୍ଣ୍ଣପୁର ଠାରେ ବିଶ୍ଵ ଯୋଗ ଦିବସ ପାଳନ*- *ମଣିଷ ର ପ୍ରକୃତ ବନ୍ଧୁ ହେଉଛି ଶରୀର*- *ମୁଖ୍ୟ ଅତିଥି*-   (21-Jun-2026)       ||      ଦହ୍ୟା ଜୀବନ ବିକାଶ ଡିଗ୍ରୀ କଲେଜ ରେ ବିଶ୍ୱ ଯୋଗ ଦିବସ ପାଳନ -   (21-Jun-2026)       ||      ପ୍ରଶାସନ ର ଦୃଷ୍ଟି ପଡ଼ୁ   (21-Jun-2026)       ||      ପୁରୁଣାପାଣି ଶୀତଳ ଷଷ୍ଠୀ ଜଳନ୍ଧର ଦରବାର ଉଦ୍‌ଯାପିତ♦️ ଉତ୍ସବ ମାଧ୍ୟମରେ ଶାନ୍ତି, ମୈତ୍ରୀ ଓ ପ୍ରଗତି ର ବାର୍ତ୍ତାର ହେବ ପ୍ରସାର- ନରସିଂହ   (21-Jun-2026)       ||      ପାଳସାହି ରେ ଅlନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ସତ୍ୟ ସାଇ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ♦️୩୭ ୟୁନିଟ ରକ୍ତ ସଂଗୃହୀତ    (21-Jun-2026)       ||      ବିନିକା:ସୁସ୍ଥ ଜୀବନ ପାଇଁ ଯୋଗ କଲେ ଶତାଧିକ ଲୋକ।                (21-Jun-2026)       ||      ବରଗଡ଼ ଜିଲ୍ଲା ଅଟୋ ରିକ୍ସା ମାଲିକ ସଂଘ ୨୭ ତମ ବାର୍ଷିକ ଉତ୍ସବ    (21-Jun-2026)       ||      ସୁସ୍ଥ ବାର୍ଦ୍ଧକ୍ୟ ପାଇଁ ଯୋଗ ବାର୍ତ୍ତା ନେଇ ଯୋଗ ଦିବସ ପାଳିତ    (21-Jun-2026)       ||      ମାୟାବର୍ହା ହାଇସ୍କୁଲ ରେ ଆନ୍ତର୍ଜାତିକ ଯୋଗ ଦିବସ ପାଳିତ   (21-Jun-2026)       ||      ବରପାଲିର ମହାନ ପୌରାଣିକ ଶୀତଲଷଷ୍ଠୀ ଉପଲକ୍ଷେ ଭୋଗ ବଣ୍ଟନ   (21-Jun-2026)       ||      ପ୍ରଖ୍ୟାତ ଓଡ଼ିଶୀ ନ୍ୟୁତ୍ୟଶିଳ୍ପୀ ଶାଶ୍ୱତ ଯୋଶୀଙ୍କ ମାତୃ ବିୟୋଗ    (21-Jun-2026)       ||      ପତଞ୍ଜଳି ପରିବାର ବୁର୍ଡା ଆନୁକୁଲ୍ୟ ରେ 12 ତମ ବିଶ୍ୱ ଯୋଗ ଦିବସ ଅନୁଷ୍ଠିତ   (21-Jun-2026)       ||      ବଲାଙ୍ଗିରରେ ଆଡମ୍ବର ସହକାରେ ପାଳିତ ହେଲା ୧୨ତମ ଅନ୍ତର୍ଜାତୀୟ ଯୋଗ ଦିବସ   (21-Jun-2026)       ||      କଟକ ଜିଲ୍ଲାସ୍ତରୀୟ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ର ସାଲେଭଟା ପଂଚାୟତ ରେ ହିତାଧିକାରୀ ଙ୍କ ସମ୍ମିଳନୀ ଅନୁଷ୍ଠିତ    (21-Jun-2026)       ||     

HOME   ଜିଲ୍ଲା

ରେଢ଼ାଖୋଲ ପାଣ୍ଡୁରିଶିଳାରେ ସ୍ୱାମୀ, ସ୍ତ୍ରୀ ଙ୍କୁ ନୃଶଂସ ହତ୍ୟା

28-Jul-2024



ନକଟିଦେଉଳ(କନ୍ଦର୍ପ ବେହେରା ): ରେଢ଼ାଖୋଲ ଥାନା ଘୋଷରାମାଲ ପଂଚାୟତ ର ପାଣ୍ଡୁରିଶିଲା ଗ୍ରାମରେ ଶୋଇ ଥିବା ଅବସ୍ଥାରେ ସ୍ୱାମୀ ଓ ସ୍ତ୍ରୀ ଙ୍କୁ ନୃଶଂସ ଭାବରେ କେହି ହତ୍ୟା କରି ଥିବା ଖବର ହସ୍ତଗତ ହୋଇଛି । ପୋଲିସ ଘଟଣା ସ୍ଥଳରେ ପହଂଚି ଛାନଭିନ କରୁଛି ।
ପ୍ରକାଶ ଯେ, ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ଥାନା ପାଣ୍ଡୁରିଶିଲା ଗ୍ରାମର ଆବ୍ରାହମ କୁଜୁର ( ୩୫) ଓ ତାଙ୍କ ସ୍ତ୍ରୀ କୁଆଁରୀ କୁଜୁର (୨୫) ରାତିରେ ଖିଆପିଆ ସାରି ଶୋଇ ଥିଲେ । ପରିବାର ର ଅନ୍ୟ ସଦସ୍ୟ ମାନେ ମଧ୍ୟ ଶୋଇ ପଡ଼ିଥିଲେ ।
 

ମୃତକ ଆବ୍ରାହମ ଘରର ବାହାର ବାରଣ୍ଡାରେ ଶୋଇ ଥିବା ବେଳେ ଝିଅ ଓ ପତ୍ନୀ ଭିତର ବାରଣ୍ଡାରେ ଶୋଇ ଥିଲେ ।କିନ୍ତୁ ବଡ ଭାଇ ଓ ଭାଉଜ, ଓ ବୁଢ଼ୀ ମା ଘରର ଅନ୍ୟ କୋଠରୀରେ ଶୋଇ ଥିଲେ । ତଦନ୍ତରୁ ଯାହା ଜଣାପଡୁଛି ହତ୍ୟା କାରି ପ୍ରଥମେ ଆବ୍ରାହାମ ଙ୍କୁ କୌଣସି ମାରଣାସ୍ତ୍ର ରେ ମୁଣ୍ଡ ଓ ବେକରେ ଆକ୍ରମଣ କରି ହତ୍ୟା କରିବା ପରେ ପତ୍ନୀ ଜାଣିପାରିବାରୁ ଜୀବନକୁ ବଞ୍ଚାଇବା ପାଇଁ

ପଳାଉଥିବା ବେଳେ ହତ୍ୟା କାରି ଘର ଭିତରେ ଗୋଡ଼ାଇ ଗୋଡ଼ାଇ ହତ୍ୟା କରିଥିବା ଅନୁମାନ କରାଯାଉଛି ।ମୃତକ କୁଆଁରୀ ର ମୁଣ୍ଡ ଓ ବେକରେ ଗଭୀର ଆଘାତ ଲାଗିଛି । ଘଟଣା ସ୍ଥଳରେ ପୋଲିସ ପହଂଚି ତଦନ୍ତ କରୁଛି । 
ସମ୍ବଲପୁର ରୁ ସାଇଣ୍ଟିଫିକ ଟିମ ଆସି ତଦନ୍ତ କଲା ପରେ ଶବ ବ୍ୟବଚ୍ଛେଦ କରା ଯିବ ବୋଲି ଜଣା ପଡିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   21-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ   21-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ ହୋଇଥିଲା   21-Jun-2026
  ଜିଲ୍ଲା  
ଗଣ୍ତାବାହାଲିଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ବିଶ୍ଵ ଯୋଗ ଦିବସ ପାଳନ*- *ମଣିଷ ର ପ୍ରକୃତ ବନ୍ଧୁ ହେଉଛି ଶରୀର*- *ମୁଖ୍ୟ ଅତିଥି*-   21-Jun-2026
  ଜିଲ୍ଲା  
ଦହ୍ୟା ଜୀବନ ବିକାଶ ଡିଗ୍ରୀ କଲେଜ ରେ ବିଶ୍ୱ ଯୋଗ ଦିବସ ପାଳନ -   21-Jun-2026
  ଜିଲ୍ଲା  
ପ୍ରଶାସନ ର ଦୃଷ୍ଟି ପଡ଼ୁ   21-Jun-2026
  ଜିଲ୍ଲା  
ପୁରୁଣାପାଣି ଶୀତଳ ଷଷ୍ଠୀ ଜଳନ୍ଧର ଦରବାର ଉଦ୍‌ଯାପିତ♦️ ଉତ୍ସବ ମାଧ୍ୟମରେ ଶାନ୍ତି, ମୈତ୍ରୀ ଓ ପ୍ରଗତି ର ବାର୍ତ୍ତାର ହେବ ପ୍ରସାର- ନରସିଂହ   21-Jun-2026
  ଜିଲ୍ଲା  
ପାଳସାହି ରେ ଅlନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ସତ୍ୟ ସାଇ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ♦️୩୭ ୟୁନିଟ ରକ୍ତ ସଂଗୃହୀତ   21-Jun-2026
  ଜିଲ୍ଲା  
ବିନିକା:ସୁସ୍ଥ ଜୀବନ ପାଇଁ ଯୋଗ କଲେ ଶତାଧିକ ଲୋକ।                21-Jun-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଅଟୋ ରିକ୍ସା ମାଲିକ ସଂଘ ୨୭ ତମ ବାର୍ଷିକ ଉତ୍ସବ   21-Jun-2026

You Might Also Like