-+91-9937148622 |

prerana_bgr@rediffmail.com |

  Friday 11th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||      ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ    (10-Sep-2026)       ||      ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   (10-Sep-2026)       ||      ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   (10-Sep-2026)       ||      ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   (10-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   (10-Sep-2026)       ||      ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   (10-Sep-2026)       ||      *ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   (10-Sep-2026)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   (10-Sep-2026)       ||      *ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||     

HOME   ମହାନଗର

କୁବେର ସୁକତେଲ ଯନ୍ତ୍ରୀ ସୁନିଲ ରାଉତଙ୍କ ଅମାପ ସମ୍ପତ୍ତି : ଉତ୍ତରପ୍ରଦେଶ ଓ ମଥୁରାରୁ ୨ଟି ପ୍ଲଟ ଠାବ କଲା ଭିଜିଲାନ୍ସ

28-Jul-2024



ଭୁବନେଶ୍ବର(ବିଶ୍ୱରଞ୍ଜନବିଶ୍ଵାଳ): ଖୋଲୁଛି ବଲାଙ୍ଗିର ଲୋୟର୍‌ ସୁକତେଲ ପ୍ରକଳ୍ପର ମୁଖ୍ୟ ନିର୍ମାଣ ଯନ୍ତ୍ରୀ ସୁନୀଲ କୁମାର ରାଉତଙ୍କ ସମ୍ପତ୍ତି ପେଡି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗତକାଲିଠୁ ଭିଜିଲାନ୍ସ ରେଡ କରିଛି। ଆଉ ରେଡ କରିବା ପରେ ସୁନୀଲ କୁମାର ରାଉତଙ୍କ ଅମାପ ସମ୍ପତ୍ତି ଦେଖି ତାଜୁବ ହୋଇଯାଇଛି ଭିଜିଲାନ୍ସ। ଓଡ଼ିଶା ଭିତରେ ୩୪ ପ୍ଲଟ୍‌‌, ୨ ଫ୍ଲାଟ୍‌‌ ଏବଂ ୨ ବହୁତଳ କୋଠା ଠାବ ହୋଇଥିବା ବେଳେ ଆଜି ବାହାର ରାଜ୍ୟରୁ ମିଳିଲାଣି ସମ୍ପତ୍ତି। ଉତ୍ତରପ୍ରଦେଶ ଓ ମଥୁରାରୁ ଆଉ ଦୁଇଟି ପ୍ଲଟ୍‌ ଠାବ ହୋଇଛି। ସମ୍ପତ୍ତି ହିସାବରେ ଲାଗିଛନ୍ତି ଭିଜିଲାନ୍ସ ଅଧିକାରୀ। ଅଧିକ ଖୋଳତାଡ଼ ପାଇଁ ଆଜି ତାଙ୍କ ବ୍ୟାଙ୍କ ଲକର ଖୋଲାଯିବ ବୋଲି ଜଣାପଡିଛି।

ଲୋୟର୍‌ ସୁକତେଲ ପ୍ରକଳ୍ପର ମୁଖ୍ୟ ନିର୍ମାଣ ଯନ୍ତ୍ରୀ ସୁନୀଲ କୁମାର ରାଉତଙ୍କ ଭୁବନେଶ୍ୱର ସମେତ ପୁରୀ, ଅନୁଗୋଳ, ଢେଙ୍କାନାଳ, କଟକ ଓ ବଲାଙ୍ଗିରର ମୋଟ ୯ଟି ସ୍ଥାନରେ ଗତକାଲି ଚଢ଼ଉ କରାଯାଇଥିଲା।  ଚଢ଼ଉ ବେଳେ ଶ୍ରୀ ରାଉତଙ୍କ ସ୍ଥାବର-ଅସ୍ଥାବର ସଂପତ୍ତି ଦେଖି ଭିଜିଲାନ୍ସ ଜଳକା ହୋଇଯାଇଛି। ଭୁବନେଶ୍ୱରରେ ତାଙ୍କର ୨ଟି ବହୁତଳ କୋଠା, ପୁରୀରେ ୨ଟି ଫ୍ଲାଟ୍‌‌ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ମୋଟ ୩୪ଟି ପ୍ଲଟ୍‌ ଠାବ କରିଛି ଭିଜିଲାନ୍ସ। ଏହାବ୍ୟତୀତ ତାଙ୍କର ଗୋଟିଏ ଟ୍ରକ୍‌‌, ୨ଟି ଦାମୀ ଚାରିଚକିଆ ଯାନ (ବେନାମୀ ଗାଡ଼ି) ଓ ୪ଟି ବାଇକ୍‌ ରହିଛି। ତାଙ୍କ ଘରୁ ୧୭୬ ଗ୍ରାମ୍‌ ସୁନା ଅଳଙ୍କାର ସହ ନଗଦ ୨ଲକ୍ଷ ୩୪ ହଜାର ଟଙ୍କା ଠାବ କରାଯାଇଛି। ଏହି ସବୁ ଫ୍ଲାଟ୍‌‌ର ମୂଲ୍ୟ ଭିଜିଲାନ୍ସର ଟେକ୍ନିକାଲ ଟିମ୍‌‌ କରୁଛି। ଗୋଟିଏ ଟ୍ରକ୍‌‌, ୨ଟି ବେନାମି ଦାମୀ ଗାଡ଼ି ଏବଂ ୪ଟି ଦୁଇ ଚକିଆ ଗାଡ଼ିର ମୂଲ୍ୟ ୩୭ ଲକ୍ଷ ୩୬ ହଜାର ୫୯୭ ଟଙ୍କା ହେବ। ସେହିପରି ୧୫ଲକ୍ଷ ଟଙ୍କାର ଆସବାବପତ୍ର ଠାବ କରାଯାଇଛି। ଏହାବ୍ୟତୀତ, ସେ କେଉଁଠି କେଉଁଠି ସବୁ ଟଙ୍କା ଲଗାଇଛନ୍ତି ଏବଂ ସଞ୍ଜୟ ଖାତାରେ କେତେ ଟଙ୍କା ଅଛି, ତାହାକୁ ଭିଜିଲାନ୍ସ ଯାଞ୍ଚ କରୁଛି। ଏନେଇ ଅଧିକ ଛାନ୍‌‌ଭିନ୍‌‌ କରାଯାଉଥିବା ଭିଜିଲାନ୍ସ ପକ୍ଷରୁ କୁହାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   10-Sep-2026
  ଜିଲ୍ଲା  
ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   10-Sep-2026
  ଜିଲ୍ଲା  
ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ   10-Sep-2026
  ଜିଲ୍ଲା  
*ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   10-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   10-Sep-2026
  ଜିଲ୍ଲା  
ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   10-Sep-2026
ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ   10-Sep-2026
  ଜିଲ୍ଲା  
ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   10-Sep-2026
  ଜିଲ୍ଲା  
ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   10-Sep-2026
  ଜିଲ୍ଲା  
ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   10-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   10-Sep-2026
  ଜିଲ୍ଲା  
ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   10-Sep-2026

You Might Also Like