-+91-9937148622 |

prerana_bgr@rediffmail.com |

  Wednesday 4th November 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁନା ମଙ୍ଗଳସୂତ୍ର ଲୁଟ୍ ଘଟଣାର ପର୍ଦ୍ଦାଫାସ, ଅଭିଯୁକ୍ତ ଗିରଫ   (04-Nov-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ    (04-Nov-2026)       ||      ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   (04-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   (04-Nov-2026)       ||      ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   (04-Nov-2026)       ||      ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ    (03-Nov-2026)       ||      ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା    (03-Nov-2026)       ||      ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   (03-Nov-2026)       ||      ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   (03-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (03-Nov-2026)       ||      ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   (03-Nov-2026)       ||      କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   (03-Nov-2026)       ||      ‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   (03-Nov-2026)       ||      ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   (02-Nov-2026)       ||      ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   (02-Nov-2026)       ||      ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ    (02-Nov-2026)       ||      ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   (02-Nov-2026)       ||     

HOME   ଜିଲ୍ଲା

ଲୁଣିବାହଲ ଠାରେ ସଡକ ଦୁର୍ଘଟଣା

28-Jul-2024



ହରଭଙ୍ଗା(ଦେବବ୍ରତ ଦାଶଙ୍କ ରିପୋର୍ଟ) ହରଭଙ୍ଗା ବ୍ଲକ ଖୋର୍ଦ୍ଧା ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ଲୁଣିବାହାଲ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଯାତ୍ରୀବାହୀ ସରକାରୀ ବସ୍‌ ଏବଂ କୁକୁଡା ବୋଝେଇ ପିକଅପ ମଧ୍ୟ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଦୁଇ ଜଣ ଆହତ ହୋଇଛନ୍ତି। ମିଳିଥିବା ସୂଚନା ଅନୁଯାୟୀ ବିଳମ୍ବିତ ରାତିରେ ଏକ ସରକାରୀ ବସ୍ ଝାରସୁଗୁଡାରୁ ବ୍ରହ୍ମପୁର ଅଭିମୁଖେ ଯାଉଥିଲା। ଏହି ସମୟରେ ଲୁଣିବାହାଲ ନିକଟରେ ବିପରୀତ ଦିଗରୁ ଏକ କୁକୁଡା ବୋଝେଇ ପିକଅପ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ପିକଅପରେ ଥିବା ରାମ୍ଭିକଟା ଗାଁର ଡ୍ରାଇଭର ଓ ଅନ୍ୟ ଜଣେ ଆହତ ହୋଇଥିଲେ। ଉଭୟଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ ପୁରୁଣା କଟକ ଡାକ୍ତରଖାନାରେ ଭର୍ତ୍ତି କରା ଯାଇଥିଲା । ପୁରୁଣା କଟକ ପୁଲିସ୍  ଘଟଣା ସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।


News Comment




Photo in News

Advertisment
Lastest News
  ଅପରାଧ  
ସୁନା ମଙ୍ଗଳସୂତ୍ର ଲୁଟ୍ ଘଟଣାର ପର୍ଦ୍ଦାଫାସ, ଅଭିଯୁକ୍ତ ଗିରଫ   04-Nov-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ   04-Nov-2026
  ଜିଲ୍ଲା  
ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   04-Nov-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   04-Nov-2026
  ଜିଲ୍ଲା  
ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   04-Nov-2026
  ଜିଲ୍ଲା  
ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ   03-Nov-2026
  ଜିଲ୍ଲା  
ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା   03-Nov-2026
  ଜିଲ୍ଲା  
ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   03-Nov-2026
  ରାଜ୍ୟ  
ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   03-Nov-2026

You Might Also Like