-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||      ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ    (10-Sep-2026)       ||      ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   (10-Sep-2026)       ||      ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   (10-Sep-2026)       ||      ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   (10-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   (10-Sep-2026)       ||      ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   (10-Sep-2026)       ||      *ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   (10-Sep-2026)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   (10-Sep-2026)       ||      *ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||     

HOME   ଜିଲ୍ଲା

ବୌଦ୍ଧ ମହାନଦୀ ଆଳତି ଘାଟକୁ ପର୍ଯ୍ୟଟନ ମାନ୍ୟତା ଦିଆଯାଉ ଯିବା ଦାବିରେ ମୁଖ୍ୟ ସଚେତକଙ୍କୁ ଦାବୀପତ୍ର

28-Jul-2024



ହରଭଙ୍ଗା(ଦେବବ୍ରତ ଦାଶ ଙ୍କ ରିପୋର୍ଟ):- ବୌଦ୍ଧର ମହାନଦୀ ଆଳତି ଘାଟକୁ ପ୍ରତ୍ୟେକ ଦିନ ଶହଶହ ପର୍ଯ୍ୟଟକ ଓ ଭକ୍ତ ପରିଦର୍ଶନରେ ଆସୁଥିବା ବେଳେ ସେମାନଙ୍କୁ ଆକୃଷ୍ଟ କରିବା ପାଇଁ କୌଣସି ଯୋଜନା କାର୍ଯ୍ୟକାରୀ ହାତକୁ ନିଆଯାଇ ନାହିଁ । ଶିଳ୍ପ ବିହୀନ ବୌଦ୍ଧଜିଲ୍ଲାର ମହାନଦୀ ଆଳତି ଘାଟକୁ ପର୍ଯ୍ୟଟନ ମାନ୍ୟତା ପ୍ରଦାନ କରିବା ପାଇଁ ଦାବୀ ହୋଇଛି । ରାଜ୍ୟ ଅତିଥି ଭବନରେ ସରକାରଙ୍କ ମୁଖ୍ୟ ସଚେତକ ତଥା ବୌଦ୍ଧ ବିଧାୟକ ସରୋଜ କୁମାର ପ୍ରଧାନଙ୍କୁ ଆଳତି ଘାଟର ଏକ ପ୍ରତିନିଧି ମଣ୍ଡଳ ସାକ୍ଷାତ କରିଛନ୍ତି । ଆଳତି ଘାଟର ଉନ୍ନତି ପାଇଁ ଜଳ ସମ୍ପଦ, ପର୍ଯ୍ୟଟନ, ନଗର ଉନ୍ନୟନ ଓ ପୂର୍ତ୍ତ ବିଭାଗ ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବୀପତ୍ର ପ୍ରଦାନ କରିଥିଲେ । ଆଳତି ଘାଟପାଇଁ ଏକ ଡି.ପି.ଆର. ତିଆରି କରିବା ସହିତ ବୃହତ୍ ମାଷ୍ଟର ପ୍ଲାନ୍ ପ୍ରସ୍ତୁତ କରିବା ପାଇଁ ପୂର୍ବତନ ଜିଲ୍ଲାପାଳ ତଥା ମହାନଦୀ ଆଳତି ଘାଟର ପୃଷ୍ଠପୋଷକ ସଦସ୍ୟ ସତ୍ୟ ରଞ୍ଜନ ସାହୁ ଆଲୋଚନାରେ ଅଂଶଗ୍ରହଣ କରି ପ୍ରସ୍ତାବ ଦେଇଥିଲେ । ମହାନଦୀ କୂଳରେ ଅସ୍ଥାୟୀ ବସବାସ କରୁଥିବା ପରିବାରଙ୍କୁ ଜାଗାମିଶନ ରେ ସମସ୍ତ ସୁବିଧା ଯୋଗାଇ ଦେବାକୁ ଦାବୀ କରାଯାଇଛି । ପ୍ରଥମ ସପ୍ତାହରେ ସବୁ ବିଭାଗ ସହିତ ସମୀକ୍ଷା ବୈଠକ ଡାକି କାର୍ଯ୍ୟକୁ ଅଗ୍ରଗତି ଦେବାପାଇଁ ବିଧାୟକ ପ୍ରକାଶ କରିଥିବା କମିଟି ପକ୍ଷରୁ ସୂଚନା ଦିଆଯାଇଛି । ପ୍ରତିନିଧି ମଣ୍ଡଳୀରେ ଟୁନୁରାମ ଅଗ୍ରୱାଲା, ଦେବାଶିଷ ପୁରୋହିତ, ମିନୁପ୍ରସାଦ ମିଶ୍ର, ସୂର୍ଜ୍ୟେନ୍ଦ୍ର  ଶତପଥି ପ୍ରମୁଖ ଯୋଗଦାନ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   10-Sep-2026
  ଜିଲ୍ଲା  
ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ   10-Sep-2026
  ଜିଲ୍ଲା  
*ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   10-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   10-Sep-2026
  ଜିଲ୍ଲା  
ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   10-Sep-2026
ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ   10-Sep-2026
  ଜିଲ୍ଲା  
ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   10-Sep-2026
  ଜିଲ୍ଲା  
ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   10-Sep-2026
  ଜିଲ୍ଲା  
ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   10-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   10-Sep-2026
  ଜିଲ୍ଲା  
ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   10-Sep-2026
  ଜିଲ୍ଲା  
*ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   10-Sep-2026

You Might Also Like