-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   (10-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   (10-Sep-2026)       ||      ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   (10-Sep-2026)       ||      *ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   (10-Sep-2026)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   (10-Sep-2026)       ||      *ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||     

HOME   ଜିଲ୍ଲା

ଏସ୍ ୟୁ ଜେ ଝାରସୁଗୁଡ଼ା ଶାଖାର ପଶ୍ଚିମ ଓଡିଶା ସମାବେଶ

28-Jul-2024



ବଲାଙ୍ଗିର (ପ୍ରେରଣା ଖବର): ଆଜି ଷ୍ଟେଟ୍ ୟୁନିୟନ ଅଫ୍ ଜର୍ଣ୍ଣାଲିଷ୍ଟ (ଏସ୍ ୟୁ ଜେ) ଝାରସୁଗୁଡ଼ା ଶାଖା ତରଫରୁ ପଶ୍ଚିମ ଓଡିଶା ସମାବେଶ  ଓ State Level Media Conclave-2024 ଅନୁଷ୍ଠିତ ହୋଇଯାଇଛି l ଏସ୍ଏ ୟୁ ଜେ ରାଜ୍ୟ ସଭାପତି କୈଳାଶ ନାଏକ ଙ୍କ ସଭପତିତ୍ବରେ ସ୍ଥାନୀୟ ମେ ଫେୟାର୍ ହୋଟେଲ ଠାରେ ଅନୁଷ୍ଠିତ ସମାବେଶର ପ୍ରଥମ ଅଧିବେଶନରେ ମୁଖ୍ୟ ଅତିଥିଭାବେ ରାଜ୍ଯ ରାଜସ୍ଵ ମନ୍ତ୍ରୀ ସୁରେଶ ପୁଝାରୀ ଯୋଗ ଦେଇ ନିଜ ବକ୍ତବ୍ୟରେ ଶିଳ୍ପାୟନ ଯୋଗୁଁ ନିଯୁକ୍ତି ବଢ଼ିଛି କିନ୍ତୁ ବିସ୍ଥାପିତଙ୍କ କ୍ଷତିପୂରଣ ଜନିତ ସମସ୍ୟା ବୃଦ୍ଧି ପାଇଛି  ବୋଲି କହିଥିଲେ l ବିକାଶ ଓ ପରିବେଶ ମଧ୍ୟରେ ସନ୍ତୁଳନ ରହିବା ଆବଶ୍ୟକ ବୋଲି ଶ୍ରୀ ପୁଝାରୀ କହିଥିଲେ l ଅନ୍ୟତମ ଅତିଥି ଭାବେ ଝାରସୁଗୁଡ଼ା ବେଦାନ୍ତ ର ସି ଇ ଓ. ଅଜୟ ପାଣ୍ଡେ, ଏସ୍ ୟୁ ଜେ ରାଜ୍ଯ ଉପସଭାପତି ଜିଲ୍ଲା ମେହବୁବ ମହତlବ ପ୍ରାରମ୍ଭିକ ଅଭିଭାଷଣ ରଖିଥିଲେ l ମୁଖ୍ୟ ବକ୍ତା ଭାବରେ ସମ୍ବଲପୁର ଆଇ ଆଇ ଏମ୍ ର ପ୍ରଫେସର ଡ. ସୁଜିତ୍ ପୃସେଠ୍ ଯୋଗ ଦେଇ ନିଜର ଅଭିଭାଷଣ ରଖିଥିଲେ l 'ସହନୀୟ ବିକାଶର ଆହ୍ବାନ ପାଇଁ ଗଣମାଧ୍ୟମ ସଂସ୍ଥାଙ୍କ ଭୂମିକା' ଶୀର୍ଷକ ବିଷୟ ଉପରେ ଅନୁଷ୍ଠିତ ଆଲୋଚନାଚକ୍ରରେ ଅନ୍ୟ ମାନଙ୍କ ମଧ୍ୟରେ ଏସ୍ ୟୁ ଜେ ର ରାଜ୍ଯ ସାଧାରଣ ସଂପାଦକ ପ୍ରଶାନ୍ତ ପାଢ଼ୀ, ଏସ୍ଟ୍ରି ୟୁ ଜେ ଟ୍ରିବ୍ୟୁନାଲ ମୁଖ୍ୟ ସନ୍ତୋଷ ମିଶ୍ର,   ଅନୀଲ ସିଂହ, ନିରଞ୍ଜନ ଦାସ ପ୍ରମୂଖ ମଞ୍ଚାସୀନ ଥିଲେ l ଏହି ଅବସରରେ ବିଭିନ୍ନ କ୍ଷେତ୍ରରେ ବିଶେଷ ଅବଦାନ ପାଇଁ କିଛି ବ୍ୟକ୍ତି ବିଶେଷ ଙ୍କୁ ସମ୍ବର୍ଦ୍ଧିତ କରିଥିଲେ l ସଭାକୁ ଝାରସୁଗୁଡ଼ା ଜିଲ୍ଲା ସଭାପତି ସୁଭାଷ ପ୍ରଧାନ ସଂଯୋଜନା କରିଥିଲେ l ଶେଷରେ ଏସ୍ ୟୁ ଜେ ର ସଭ୍ଯ ରବି କୁମାର ଧନ୍ୟବାଦ ଅର୍ପଣ କରିଥିଲେ l ସମାବେଶ ର ଦ୍ଵିତୀୟ ଅଧିବେଶନରେ ଏସ୍ ୟୁ ଜେ ର ସାଙ୍ଗଠନିକ ବିଷୟ ଉପରେ ଆଲୋଚନା ହୋଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   10-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   10-Sep-2026
  ଜିଲ୍ଲା  
ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   10-Sep-2026
  ଜିଲ୍ଲା  
*ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   10-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   10-Sep-2026
  ଜିଲ୍ଲା  
*ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    10-Sep-2026
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026

You Might Also Like