-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   (10-Sep-2026)       ||      *ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   (10-Sep-2026)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   (10-Sep-2026)       ||      *ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||     

HOME   ଜିଲ୍ଲା

ଖରଝୁରା ହାଇସ୍କୁଲ ରେ ଜୁନିୟର ରେଡ କ୍ରସ ୟୁନିଟ ଗଠିତ:୨୦୨୪-୨୫

28-Jul-2024



ସୋନପୁର,ତା.୨୮/୭(ପ୍ରେରଣା ଖବର) : ସୁବର୍ଣ୍ଣପୁର ଜିଲ୍ଲା ସୋନେପୂର ବ୍ଲକ ଅନ୍ତର୍ଗତ  ଖର୍ଝୁରାର ଜୟ ଜଗନ୍ନାଥ ହାଇସ୍କୁଲ ରେ ଜୁନିୟର ରେଡ କ୍ରସ ୟୁନିଟ ଗଠିତ ହୋଇଯାଇଛି। ପ୍ରଧାନଶିକ୍ଷକ ଲୋକନାଥ ମିଶ୍ରଙ୍କ ସଭାପତିତ୍ବ ରେ ହୋଇଥିବା ଭବ୍ୟ ସଭାରେ ପରାମର୍ଶ ଦାତା ଚନ୍ଦ୍ର ଶେଖର ମହାପାତ୍ରଙ୍କ ସଂଯୋଜନାରେ ଚଳିତ ଶିକ୍ଷା ବର୍ଷ ୨୦୨୪-୨୫ ନିମନ୍ତେ ନବମ ଓ ଦଶମ ଶ୍ରେଣୀର ପ୍ରାୟ ୩୧ଜଣ ନୂତନ ସ୍ୱେଛାସେବୀ ଙ୍କୁ ନେଇ ଜୁନିୟର ରେଡକ୍ରସ ୟୁନିଟ ଗଠିତ ହୋଇଯାଇଛି।  କାର୍ଯ୍ୟକ୍ରମ ରେ ଯୋଗଦେଇ ଜୁନିୟର ରେଡ କ୍ରସ ସ୍ବେଛାସେବୀ ମାନେ ସମାଜ ବିକାଶ ଦିଗରେ ପ୍ରୟାସ କରିବାକୁ ଜିଲ୍ଲା ଜୁନିୟର ରେଡ କ୍ରସ ଅଫିସର୍ ରବି ଚନ୍ଦ୍ର ପଶାୟତ ମତବ୍ୟକ୍ତ କରିଛନ୍ତି।ସର୍ବସମ୍ମତି କ୍ରମେ  ଚେୟାର ପ।ର୍ସନ ଭାବେ ଅନ୍ତର୍ଯ୍ୟାମୀ ମେହେର,ଭାଇସ ଚେୟାର 
ପ।ର୍ସନ- ପ୍ରିନ୍ସ ସୁନା,ସମ୍ପାଦିକା- ପ୍ରାଚୀ ମେହେର, ସହ ସମ୍ପାଦିକା- ତୃପ୍ତି ମୟୀ ମହଲିଙ୍ଗ,କମାଣ୍ଡର-ମନୋଜ ନାଗ , ଭାଇସ କମାଣ୍ଡର- ରାଜା ବାଗ ମନୋନୀତ ହୋଇଛନ୍ତି।

ବିଭିନ୍ନ ଦଳଗତ କାର୍ଯ୍ୟ ନିମନ୍ତେ ସ୍ବିଟିମେହେର-ସ୍ବାସ୍ଥ୍ୟ ଓ ପରିଚ୍ଛନ୍ନତା ଗ୍ରୁପ ଲିଡର, ଓମ୍ପ ପ୍ରକାଶ ଶତପଥୀ-ସାମାଜିକ ସେବା ଗ୍ରୁପ ଲିଡର,  ନନ୍ଦିନୀମେହେର-ସଂସ୍କୃତି ଗ୍ରୁପ ଲିଡର, ସିଦ୍ଧେଶ୍ୱରଦଣ୍ଡସେନା- ପାଣ୍ଠି ସଂଗ୍ରହ ଗ୍ରୁପ ଲିଡର, ଜ୍ୟୋତି ରାଣୀ ମହଲିଙ୍ଗ-ଆନ୍ତର୍ଜାତୀୟ ବନ୍ଧୁତା ଗ୍ରୁପ ଲିଡର ଭାବେ ମନୋନୀତ ହୋଇଛନ୍ତି। ଶିକ୍ଷକ ପ୍ରତିନିଧି ବିରେନ୍ଦ୍ର ପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   10-Sep-2026
  ଜିଲ୍ଲା  
*ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   10-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   10-Sep-2026
  ଜିଲ୍ଲା  
*ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    10-Sep-2026
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026

You Might Also Like