-+91-9937148622 |

prerana_bgr@rediffmail.com |

  Wednesday 4th November 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   (04-Nov-2026)       ||      ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   (04-Nov-2026)       ||      ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ    (03-Nov-2026)       ||      ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା    (03-Nov-2026)       ||      ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   (03-Nov-2026)       ||      ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   (03-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (03-Nov-2026)       ||      ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   (03-Nov-2026)       ||      କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   (03-Nov-2026)       ||      ‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   (03-Nov-2026)       ||      ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   (02-Nov-2026)       ||      ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   (02-Nov-2026)       ||      ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ    (02-Nov-2026)       ||      ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   (02-Nov-2026)       ||      ବଲାଙ୍ଗିର ଦିନ୍‌ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ଅପମାନିତ   (02-Nov-2026)       ||      ଧୀରପାଟଣା ଗ୍ରାମରେ ପହଞ୍ଚିଲା ସୁପ୍ରିମକୋର୍ଟ ଓ ହାଇକୋର୍ଟଙ୍କ ଇ-ସେବା ମୋବାଇଲ୍ ଭ୍ୟାନ୍, ଭିଡିଓ କନ୍‌ଫରେନ୍ସିଂରେ ୫ ବରିଷ୍ଠ ନାଗରିକଙ୍କ ସାକ୍ଷ୍ୟ ରେକର୍ଡ।   (02-Nov-2026)       ||      ବଲାଙ୍ଗୀର ପବ୍ଲିକ୍ ସ୍କୁଲରେ ଯୁଧିଷ୍ଠିର ମିଶ୍ରଙ୍କ ଶ୍ରାଦ୍ଧୋତ୍ସବ   (02-Nov-2026)       ||     

HOME   ଜିଲ୍ଲା

ବିଦ୍ୟାଳୟ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା

28-Jul-2024



ପଦ୍ମପୁର (ପ୍ରେରଣା ଖବର )
 ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ଶିକ୍ଷା ବର୍ଷ ୨୦୨୪-୨୫ ର ବିଦ୍ୟାଳୟ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ଶନିବାର ପୂର୍ବାହ୍ନରେ ଶିଶୁ ମନ୍ଦିର ପରିସରରେ ବିଦ୍ୟାଳୟର ବରିଷ୍ଠ ଗୁରୁଜୀ ଶ୍ରୀଯୁକ୍ତ ସତ୍ୟ ନାରାୟଣ ସାହା, ବିଜ୍ଞାନ ବିଭାଗର ଗୁରୁଜୀ ଶ୍ରୀ ରାଧାକାନ୍ତ ସାହୁ ଏବଂ ଶ୍ରୀ ସଂଗ୍ରାମ ଗୁରୁଜୀଙ୍କ ଅଧ୍ୟକ୍ଷତାରେ ଦୀପ ପ୍ରଜ୍ବଳନ ପୂର୍ବକ ଜ୍ଞାନ ବିଜ୍ଞାନ ମେଳାକୁ ଉଦ୍ଘାଟନ କରିଥିଲେ। ଠିକ୍ ସେହିପରି ବିଦ୍ୟାମନ୍ଦିର ପରିସରରେ ଶ୍ରୀଯୁକ୍ତ ମାନସ ରଞ୍ଜନ ଶତପଥି ମୁଖ୍ୟ ଅତିଥି ରୂପେ ଯୋଗଦେଇ ଦୀପ ପ୍ରଜ୍ବଳନ ପୂର୍ବକ ଛାତ୍ର ଛାତ୍ରୀ କିପରି ବୈଜ୍ଞାନିକ ଚିନ୍ତାଧାରା ରଖି ଆଗକୁ ବଢିବେ ସେ ବିଷୟରେ ମାର୍ଗଦର୍ଶନ କରିଥିଲେ । ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ଚ୍ୟୈତନ୍ୟ ଭୋଇ ଅତିଥି ପରିଚୟ ପ୍ରଦାନ କରିବା ସହିତ ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ ।

ଏହି ବୈଠକରେ ସଭାପତି ପୃଥିରାଜ ସାହୁ,ଉପସଭାପତି ଗୋପାଳ କୃଷ୍ଣ ମିଶ୍ର ପ୍ରମୁଖ ମଞ୍ଚାସୀନ ଥିଲେ ।ବିଭାଗ ବିଜ୍ଞାନ ପ୍ରମୁଖ  ଶ୍ରୀମତୀ ମମତା ଗଡତିଆ ପରିଚାଳନା କରିଥିଲେ । ବିଦ୍ୟାଳୟର ବିଦ୍ୟାମନ୍ଦିର ପ୍ରମୁଖ ଦେବରାଜ ଡନସନାଙ୍କ ଦ୍ଵାରା ଉପସ୍ଥିତ ଅତିଥି, ଅଭିଭାବକ ଅଭିଭାବିକା, ଶିଶୁ ଭାଇ ଭଉଣୀ,ସେବକ ସେବିକା ତଥା ସମସ୍ତ ଗୁରୁଜୀ ଗୁରୁମାନଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ । ଏହି ଜ୍ଞାନ ବିଜ୍ଞାନ ମେଳାରେ ବାଟିକା ବିଭାଗ ରୁ ୯୩ ଟି, ୧ମ ଶ୍ରେଣୀ ରୁ ୫୩ ଟି ,୨ୟ ଶ୍ରେଣୀ ରୁ ୨୯ ଟି ,୩ୟ ଶ୍ରେଣୀ ରୁ ୩୨ ଟି,୪ର୍ଥ ଓ ୫ମ ଶ୍ରେଣୀ (ଶିଶୁ ବର୍ଗ)ରୁ ୫୫ ଟି,୬ଷ୍ଠ ରୁ ୮ମ ଶ୍ରେଣୀ (ବାଲ ବର୍ଗ) ରୁ ୨୪ ଟି,୯ମ ଓ ୧୦ମ ଶ୍ରେଣୀ(କିଶୋର ବର୍ଗ) ରୁ ୮ଟି ପ୍ରକଳ୍ପ ସ୍ଥାନ ପାଇଥିଲା। ଏଥିରେ ବିଦ୍ୟାଳୟ ବିଜ୍ଞାନ ବିଭାଗର ଗୁରୁଜୀ ଗୁରୁମାଙ୍କ ଦ୍ୱାରା ପ୍ରକଳ୍ପ ମୂଲ୍ୟାଙ୍କନ କରାଯାଇ ଥିଲା । ଶିଶୁ ମନ୍ଦିର ପରିସରରେ ସମସ୍ତ କାର୍ଯ୍ୟକ୍ରମକୁ ବିବେକା ଗୁରୁଜୀ ପରିଚାଳନା କରିଥିଲେ। ସମସ୍ତ ଗୁରୁଜୀ ଗୁରୁମାମାନଙ୍କ ସହଯୋଗରେ କାର୍ଯ୍ୟକ୍ରମଟି ସଫଳ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   04-Nov-2026
  ଜିଲ୍ଲା  
ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   04-Nov-2026
  ଜିଲ୍ଲା  
ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ   03-Nov-2026
  ଜିଲ୍ଲା  
ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା   03-Nov-2026
  ଜିଲ୍ଲା  
ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   03-Nov-2026
  ରାଜ୍ୟ  
ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   03-Nov-2026
  ଜିଲ୍ଲା  
ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   03-Nov-2026
  ଜିଲ୍ଲା  
ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   03-Nov-2026
  ଜିଲ୍ଲା  
କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   03-Nov-2026

You Might Also Like