-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   (10-Sep-2026)       ||      *ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||     

HOME   ଜିଲ୍ଲା

ପୂର୍ତ୍ତ ବିଭାଗ ବେପରୁଆ ନୀତି ଯୋଗୁଁ ପାଣିରେ ଭାଷୀ ଗଲା ୩୦ ଲକ୍ଷ ରୁ ଉର୍ଦ୍ଧ୍ବ ଟଙ୍କାର ଡାଇଭର୍ସନ ରୋଡ

28-Jul-2024



ନର୍ଲା (ଚିନ୍ତାମଣି ନାଏକ )
କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ ଛତିକୁଡ଼ା ଠାରୁ ନର୍ଲା କୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ଚିପୂଲ୍ ନାଳା ଠାରେ ବ୍ରିଜ ନିର୍ମାଣ ଓ ବେହେରାପାଟି ନିକଟସ୍ଥ ସାନ୍ଦୂଲ୍ ସେତୁ ନିର୍ମାଣ ପାଇଁ ପାଖାପାଖି ତିରିଶ ଲକ୍ଷ ରୁ ଉର୍ଦ୍ଧ୍ବ ଟଙ୍କାର ଡ଼ାଇଭର୍ଶନ ରୋଡ ଏବଂ କଲଭଟ ଅତି ତରବରିଆ ଭାବରେ ୨୦୨୩ ମସିହା ନଭେମ୍ବର ମାସରେ ନିର୍ମାଣ କରାଯାଇଥିଲା କିନ୍ତୁ ଉକ୍ତ ଦୁଇଗୋଟି ପୋଲ ନିର୍ମାଣ ପାଇଁ ରାଜ୍ୟ ସରକାର ୨୦୨୨ -୨୩ ଆର୍ଥିକ ବର୍ଷରେ ଅନୁଦାନ ପ୍ରଦାନ କରିଥିଲେ ହେଁ ଆଜି ପର୍ଯ୍ୟନ୍ତ ପୋଲ ନିର୍ମାଣ କାମ ପୂର୍ତ୍ତ ବିଭାଗ ନାଁ ଧରୁନାହିଁ କିନ୍ତୁ ବିଗତବର୍ଷ ଅତ୍ୟନ୍ତ ଦାୟିତ୍ୱ ହୀନ ଭାବରେ ସାନ୍ଦୂଲ୍ ଓ ଚିପୁଲ ନାଲା ଠାରେ କେସିଙ୍ଗା ର ଏକ ଠିକା ସଂସ୍ଥା ଜରିଆରେ ଦୁଇଟି ଯାକ ଡାଇଭର୍ଶନ ରୋଡ ଓ କଲଭଟ୍ ନିର୍ମାଣ କରି ୩୦ ଲକ୍ଷରୁ ଅଧିକ ସରକାରୀ ଅର୍ଥ ଅପ ବ୍ୟବହାର ହୋଇଥିବା ଅଭିଯୋଗ ହୋଇଛି ଓ ଅନ୍ୟପଟେ ବିଭାଗୀୟ ଅଧିକାରୀ ମାନଙ୍କୁ ପଚାରିଲେ ତାର ମେପ୍ ଆସିନାହିଁ ବୋଲି ଉତ୍ତର ରଖୁଛନ୍ତି ଯଦି ମେପ୍ ଆସି ନ ଥିଲା ତାହେଲେ ଲକ୍ଷ ଲକ୍ଷ ଟଙ୍କାର ଦାଇଭର୍ଶନ ରୋଡ ଓ କଲ୍ ଭଟ୍ କାହା ସ୍ୱାର୍ଥରେ ନିର୍ମାଣ କରାଗଲା ବୋଲି ସାଧାରଣରେ ପ୍ରଶ୍ନ ଉଠିଛି ବର୍ତ୍ତମାନ ଚଳିତ ବର୍ଷ ଜୁଲାଇ ମାସ ଶେଷ ସପ୍ତାହ ରେ ଲଘୁଚାପ ଜନିତ ବର୍ଷାରେ ପାଣିରେ ନଦୀ ଗର୍ଭରେ ଲକ୍ଷ ଲକ୍ଷ ଟଙ୍କାର ରୋଡ ବିଲୀନ ବିଲୀନ ହୋଇଯାଇଛି ତେବେ ଏତେ ଗୁଡ଼ିଏ ରାଜସ୍ବ ହାନି ପାଇଁ କେଉଁ ଅଧିକାରୀ ଦାୟୀ ରହିବେ ତାହା ଏବେ ବଡ଼ ପ୍ରଶ୍ନ ବାଚୀ ସୃଷ୍ଟି କରିଛି ଏବଂ ମୁଖ୍ୟ ରାସ୍ତା କୁ ଲାଗି କୋଡିଏ ରୁ ତିରିଶ ଫୁଟଗାଢ଼ ରେ ମାଟିଉଠାଇ ନେଇଥିବାରୁ ରାସ୍ତା ରେ ଯିବାଆସିବା ଅତ୍ୟନ୍ତ ବିପଦ ପୂର୍ଣ୍ଣ ହୋଇପଡିଛି ଏଣୁ ଏହାର ଉଚ୍ଚ ସ୍ତରୀୟ ତଦନ୍ତ କରାଯାଇ ସରକାରୀ ଅର୍ଥ ଅପ ବ୍ୟବହାର କରିଥିବା ଅଧିକାରୀ ଓ ଠିକା ସଂସ୍ଥା ଙ୍କ ବିରୋଧରେ ବିଭାଗୀୟ ମନ୍ତ୍ରୀ ଓ ଜିଲ୍ଲାପାଳ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନିମନ୍ତେ ସାଧାରଣରେ ଦାବି ହେଉଛି


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   10-Sep-2026
  ଜିଲ୍ଲା  
*ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    10-Sep-2026
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026

You Might Also Like