-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   (10-Sep-2026)       ||      *ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||     

HOME   ଜିଲ୍ଲା

ଶୁଭୁନି ବେଙ୍ଗ ମାନଙ୍କ କେଁ କଟର ଶବ୍ଦ

28-Jul-2024



ନବରଙ୍ଗପୁର ( ମିହିର ଶଙ୍କର ପାତ୍ର )
-ଆରମ୍ଭ ହୋଇଯାଇଛି ବର୍ଷା ଋତୁ। ଦିନ ଥିଲା ବର୍ଷା ଋତୁରେ ସଂଧ୍ୟା ହେବା କ୍ଷଣି ବେଙ୍ଗ ମାନଙ୍କ କେଁ କଟର ଶବ୍ଦ ରେ କାନ ଫାଟି ପଡ଼ୁଥିଲା।ଉଭୟ ଅଣ୍ଡିରା ଓ ମାଈ ବେଙ୍ଗ ନିଜ ସାଥୀକୁ ଆକୃଷ୍ଟ କରିବାକୁ ଭିନ୍ନ ଭିନ୍ନ ଶବ୍ଦ କରିଥାନ୍ତି। ବର୍ଷା ଋତୁରେ ରାସ୍ତା କଡ ଜୋର ଠାରୁ ଆରମ୍ଭ କରି ପୋଖରୀ, ନାଳ ସବୁ ଆଡ଼େ ପାଣି ଜମି ରହିଥାଏ। ସେହି ପାଣି ଭିତରେ ରହି ବେଙ୍ଗ ମାନେ କେଁ କଟର ଶବ୍ଦ କରିଥାନ୍ତି।
ଏବେ ଚାଷୀ ମାନେ ବିଲରେ ବିଭିନ୍ନ ଉନ୍ନତ ମାନର ରାସାୟନିକ ସାର, କୀଟନାଶକ ଔଷଧ ବ୍ୟବହାର କରୁ ଥିବାବେଳେ ପ୍ରାୟ ସବୁ ପରିବାର ଫିନାଇଲ, ସର୍ଫ, ସାବୁନ ବ୍ୟବହାର କରୁଛନ୍ତି। ଏଣୁ ଏହାର ବିଷ ପ୍ରଭାବ ରେ ଘରେ ରହୁଥିବା ଲୁଣି ବେଙ୍ଗ ଠାରୁ ଆରମ୍ଭ କରି ପୋଖରୀ ରେ ରହୁଥିବା ପାଣି ବେଙ୍ଗ, ଜୋର ଓ ନାଳ ରେ ରହୁଥିବା ବ୍ରାହ୍ମଣିଆଁ ବେଙ୍ଗ ସବୁ ଲୋପ ପାଇବାକୁ ବସିଲାଣି। ଏଣୁ ଏବେ ବର୍ଷା ଋତୁ ହୋଇଥିଲେ ମଧ୍ୟ ଗାଁ ଗଣ୍ଡା ରେ ଆଉ ଶୁଣିବାକୁ ମିଳୁନି ବେଙ୍ଗ ମାନଙ୍କ କେଁ କଟର ଶବ୍ଦ। ବେଙ୍ଗ ଗୋଟିଏ ଉଭୟଚର ପ୍ରାଣୀ। ଉଭୟ ଘରେ, ବାଡ଼ିରେ, ବିଭିନ୍ନ ପାଣି ଜମିଥିବା ସ୍ଥାନ ରେ ବେଙ୍ଗ ମାନଙ୍କୁ ଦେଖିବାକୁ ମିଳେ। ଏମାନେ ଅନିଷ୍ଠକାରୀ କୀଟପତଙ୍ଗ ମାନଙ୍କୁ ଖାଇ ପରିବେଶର ସୁରକ୍ଷା କରିଥାନ୍ତି। ଏବେ ଏମାନେ ଲୋପ ପାଇବାକୁ ବସିଲେଣି। ସମସ୍ତଙ୍କୁ ଚିନ୍ତା କରିବାର ସମୟ ଆସିଛି। ଯଦି ଆମେ ରାସାୟନିକ ସାର, କୀଟନାଶକ ଔଷଧ ବ୍ୟବହାର ଉପରେ ନିୟନ୍ତ୍ରଣ ନ ରଖିବା ତେବେ ସମୟ ଆସିବ ଆଉ ପରିବେଶର ବନ୍ଧୁ କୁହାଯାଉଥିବା ବେଙ୍ଗଙ୍କୁ ଦେଖିବାକୁ ପାଇବା ନାହିଁ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   10-Sep-2026
  ଜିଲ୍ଲା  
*ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    10-Sep-2026
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026

You Might Also Like