-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||     

HOME   ଜିଲ୍ଲା

ନବରଙ୍ଗପୁର ଜିଲ୍ଲାରେ ଆଉ ମିଳୁନାହାନ୍ତି ଲାଲ ଟୁକୁ ଟୁକୁ ସାଧବ ବୋହୁର ଦେଖା

28-Jul-2024



ନବରଙ୍ଗପୁର(ମିହିର ଶଙ୍କର ପାତ୍ର,)ବର୍ଷାର ପ୍ରଥମ ଅସରା ଯେତେବେଳେ ଧରାପୃଷ୍ଠକୁ ସ୍ପର୍ଶ କରେ ସେତେ ବେଳେ ସ୍ଵତଃପୁତଃ ଭାବେ ପ୍ରାକୃତିକ ଭାବେ ସୃଷ୍ଟି ହୁଅନ୍ତି ଲାଲ ଟୁକୁ ଟୁକୁ ସାଧବ ବୋହୁ। ନିଜର ସୁନ୍ଦର ରୂପରେ ସମସ୍ତଙ୍କ ମନ ମୋହି ନେଇ ଥାନ୍ତି ସାଧବ ବୋହୂ । ଦିନ ଥିଲା ନବରଙ୍ଗପୁର ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ବର୍ଷା ଋତୁ ରେ ସାଧବ ବୋହୁ ବହୁଳ ଭାବରେ ଦେଖା ଯାଉଥିଲେ।କିନ୍ତୁ ଏବେ ଏହି ସାଧବ ବୋହୁ ମାନଙ୍କୁ ପ୍ରାୟତଃ ଆଉ ଦେଖିବାକୁ ମିଳୁନି । ବର୍ଷା ଋତୁରେ ନିଜ ଲାଲ ମଖ ମଲି ରୂପରେ ସମସ୍ତଙ୍କ ମନ ମୋହି ନିଅନ୍ତି ସାଧବ ବୋହୂ । ନାଲି ରଙ୍ଗ ଆବରଣରେ ସବୁଜ ଧରଣୀକୁ ଅଧିକ ଆକର୍ଷଣୀୟ କରନ୍ତି ଏମାନେ l ସାଧବବୋହୂକୁ ସୁଖ ଓ ସମୃଦ୍ଧିର ବାର୍ତ୍ତାବହ ବୋଲି ବିଶ୍ବାସ କରନ୍ତି ଚାଷୀକୂଳ। ମୌସୁମୀର ଆଗମନରେ ବର୍ଷାର ଧାରା ମାଟିକୁ ସ୍ପର୍ଶ କରିବା ପରେ ଧରଣୀ ରାଣୀର କୋଳରୁ ଆପେ ଆପେ ସୃଷ୍ଟି ହୋଇଥାନ୍ତି ଏହି ସାଧବବୋହୂ । ବର୍ଷା ଭିଜା ନରମ ମାଟିର ବାସନା ପାଇ ନାଲିରଙ୍ଗର ପସରା ଧରି ପଦାକୁ ଆସିଥାଏ ସାଧବବୋହୂ । ଏହି ସାଧବବୋହୁର ସୌନ୍ଦର୍ଯ୍ୟ ଦେଖିଲେ ଲାଗେ ସତେ ଯେମିତି ପ୍ରକୃତି ତାର ସମସ୍ତ ରଙ୍ଗକୁ ଢାଳି ଦେଇଛି ଏହି ସାଧବବୋହୂ ଉପରେ।ସାଧବ ଘରର ବୋହୁ ନାଲି ପାଟ ଶାଢ଼ୀ ପିନ୍ଧିବା ପରେ ଯେମିତି ସୁନ୍ଦର ଦେଖା ଯାଆନ୍ତି ସେମିତି ଅବିକଳ ସୁନ୍ଦର ଏହି ପୋକ ଦେଖା ଯାଉଥିବାରୁ ଏମାନଙ୍କୁ ମଧ୍ୟ ସାଧବ ବୋହୁ ବୋଲି କୁହାଯାଏ।କିନ୍ତୁ ବର୍ତ୍ତମାନ ସମୟରେ ଏହି ସାଧବ ବୋହୁ ପ୍ରାୟତଃ ଆଉ ଦେଖାଯାଉନାହାନ୍ତି । ଆଜିର ଆଧୁନିକ ଯୁଗରେ ମାତ୍ରାଧିକ ପରିମାଣର କୀଟନାଶକ ଓ ରାସାୟନିକ ସାରର ପ୍ରୟୋଗ, କଳ କାରଖାନାରୁ ନିର୍ଗତ ବିଭିନ୍ନ ରାସାୟନିକ ବର୍ଜ୍ୟବସ୍ତୁ, ଅସ୍ବାଭାବିକ ପରିବେଶ ପ୍ରଦୂଷଣ, ଅସନ୍ତୁଳିତ ପାଣିପାଗ ଯୋଗୁଁ ଏହି ସାଧବ ବୋହୂ ଲୋପ ପାଇବାକୁ ବସିଲାଣି।।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    10-Sep-2026
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026

You Might Also Like