-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||     

HOME   ଜିଲ୍ଲା

ସମ୍ବଲପୁରୀ ଦିନ ପାଇଁ ଚିତ୍ରାଙ୍କନ ଏବଂ ରଙ୍ଗୋଲି ପ୍ରତିଯୋଗିତା

28-Jul-2024



 


ସମ୍ବଲପୁର:(- ସଞ୍ଜିବ ପାଣିଗ୍ରାହୀ)  ଅଗଷ୍ଟ  ୧ ସମ୍ବଲପୁରୀ ଦିନ ଉପଲକ୍ଷେ ଆଜି ତମ୍ମନା ଫାଉଣ୍ଡେସନ ଏବଂ ପଶ୍ଚିମାଞ୍ଚଲ ଏକତା ମଞ୍ଚ ତରଫରୁ ସାକ୍ଷୀପଡା ଭେଟେନେରୀ କେମ୍ପସ ଠାରେ ଦିନ ୧୦ ଘଟିକା ସମୟରେ ଚିତ୍ରାଙ୍କନ ଏବଂ ରଙ୍ଗୋଲି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା l ଏହି ପ୍ରତିଯୋଗିତାରେ ସବଜୁନିଅର, ଜୁନିଅର ଏବଂ ସିନିଅର ତିନୋଟି ବର୍ଗର ପ୍ରତିଯୋଗି ଭାଗ ନେଇଥିଲେ ଏହି ପ୍ରତିଯୋଗିତାରେ ସର୍ବମୋଟ ୮୭ ଜଣ ପ୍ରତିଯୋଗି ଭାଗ ନେଇଥିଲେ l କାର୍ଯ୍ୟକ୍ରମ ଆରମ୍ଭରେ ମାଁ ସମଲେଇ ଏବଂ ଗୁରୁ ଶ୍ରୀ ସତ୍ୟନାରାୟଣ ବହିଦାର ଙ୍କ ପ୍ରତିମାର ପୂଜାର୍ଚନା ସହ ଅତିଥି ଙ୍କ ଦ୍ୱାରା ଦୀପ ପ୍ରଜ୍ବଳନ କରାଯାଇଥିଲା l କାର୍ଯ୍ୟକ୍ରମ ରେ ତମ୍ମନା ଫାଉଣ୍ଡେସନର ନିର୍ଦେଶକ ଡା ଅଞ୍ଜନ କୁମାର ଦାସ, ପରିଚାଳନା ନିର୍ଦେଶକ ସୁରେନ୍ଦ୍ର କୁମାର ବଗର୍ତି,ସାଧାରଣ ସମ୍ପାଦକ ଆକାଶ ଶତପଥୀ,ମାର୍ଗଦର୍ଶକ ସୁଧୀର ପୂଜାରୀ,ମୁଖ୍ୟ କୁନୁଆଁ ଡା ପର୍ଶୁରାମ ପଣ୍ଡା,ସମ୍ମାନିତ କୁନୁଆଁ ଡ଼ ସୁଷମା ସାହୁ,ପଶ୍ଚିମାଞ୍ଚଲ ଏକତା ମଞ୍ଚର ଜିଲ୍ଲା ସଂଯୋଜକ ଦେବାଶିଷ ବେହେରା,ସରୋଜିନୀ ବନଛୋର,ଝୁନୁ ତ୍ରିପାଠୀ, ସୌଭାଗିନୀ ପଟେଲ,ବଳରାମ ହୋତା,ଭୋଳାଶଙ୍କର ମହତ୍ତମ, କ୍ଷିତୀଶ ବାଗ,ଜେମାଦେଇ ବଗର୍ତି,ପ୍ରଜ୍ଞା ପଟ୍ଟନାୟକ,କିଶୋର ଦାସ, ନନ୍ଦିତା ପ୍ରଧାନ,ସ୍ୱସ୍ତିକା ନାୟକ ଏବଂ ସଂଯୁକ୍ତା ପ୍ରଧାନ,ଅମିତାଭ ମାଝୀଙ୍କ ସହ ତମ୍ମନା ଫାଉଣ୍ଡେସନ ଏବଂ ପଶ୍ଚିମାଞ୍ଚଲ ଏକତା ମଞ୍ଚର ସମସ୍ତ ସଦସ୍ୟ ସଦସ୍ୟା କାର୍ଯ୍ୟକ୍ରମ ଉପସ୍ଥିତ ଥିଲେ l ପ୍ରତିଯୋଗିତାରେ ସୁଦାମ ପଣ୍ଡା ଏବଂ ଦେବାଶିଷ ପ୍ରଧାନ ବିଚାରକ ଦାୟିତ୍ୱ ତୁଲାଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    10-Sep-2026
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026

You Might Also Like