-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||     

HOME   ଜିଲ୍ଲା

ଉନ୍ମୋଚନ ହେଲା ଗୁରୁ ସତ୍ଯ ନାରାୟଣ ବହିଦାର ଙ୍କ ଜୀବନୀ ପୁସ୍ତକ

28-Jul-2024



ସମ୍ବଲପୁରୀ 


       ସମ୍ବଲପୁର ତା.(ସଂଜୀବପାଣିଗ୍ରାହୀ)  - ସମ୍ବଲପୁରୀ ଦିନ ର ଅବ୍ୟାହତି ପୁର୍ବରୁ ଗୁରୁଶ୍ରୀ ସତ୍ୟ ନାରାୟଣ ବହିଦାର ଙ୍କ ପୂର୍ଣ୍ଣଅବୟବର ପ୍ରତିମୂର୍ତ୍ତୀ ର ଉନ୍ମୋଚିତ ହୋଇଯାଇଛି । ସମ୍ବଲପୁର ଜେଲ ଛକ ନିକଟସ୍ଥ ଗୁରୁ ସତ୍ୟ ନାରାୟଣ ସମ୍ବଲପୁରୀ ଡେରାରେ କେନ୍ଦ୍ର କୋଇଲା ଓ ଖଣି ବିଭାଗ ର ରାଷ୍ଟ୍ର ମନ୍ତ୍ରୀ ସତୀଶ ଚନ୍ଦ୍ର ଦୁବେ, ଓଡିଶା ସରକାର ଙ୍କ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାୟକ, ବରଗଡ଼ ସାଂସଦ ପ୍ରଦୀପ କୁମାର ପୁରୋହିତ, ସମ୍ବଲପୁର ବିଧାୟକ ଜୟ ନାରାୟଣ ମିଶ୍ର, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଅନୁପସ୍ଥିତି ରେ ତାଙ୍କ ଧର୍ମପତ୍ନୀ ଶ୍ରୀମତୀ ମୃଦୁଲା ଠାକୁର,   ରେଙ୍ଗାଲି ର ପୂର୍ବତନ ବିଧାୟକ ନାଉରୀ ନାୟକ ଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ବିଶେଷଙ୍କ ଉପସ୍ଥିତି ରେ ଗୁରୁଙ୍କର ପ୍ରତିମୁର୍ତ୍ତି  ଉନ୍ମୋଚନ କରିଥିଲେ।  ଏହି କାର୍ଯ୍ୟକ୍ରମ ରେ ସମ୍ବଲପୁର ସମେତ ବିଭିନ୍ନ ଜିଲାର ସାମାଜିକ ଅନୁଷ୍ଠାନ ର ସଦସ୍ୟ ସଦସ୍ୟା ମାନେ ସାମିଲ ହୋଇଥିଲେ  । ଏହା ପୁର୍ବରୁ ଅଗ୍ରଣୀ ସାମାଜିକ ସାଂସ୍କୃତିକ ସାଙ୍ଗଠନ ପଶ୍ଚିମାଞ୍ଚଳ ଏକତା ମଞ୍ଚ ର ସଦସ୍ଯ ମାନେ କେନ୍ଦ୍ର ମନ୍ତ୍ରୀ ଏବଂ ଅନ୍ଯାନ୍ଯ ଅତିଥି ମାନଙ୍କୁ ଦୁଲଦୁଲି ବଜାର ତାଲେତାଳେ ସ୍ବାଗତ କରିବା ସହ ପ୍ରତିମୁର୍ତ୍ତି ସ୍ଥଲକୁ ପାଛୋଟି ଆଣିଥିଲେ । ଏହି ଅବସରରେ ପଶ୍ଚିମାଞ୍ଚଳ ଏକତା ମଞ୍ଚ ର ଆବାହକ ଭବାନୀଶ ଭୋଇଙ୍କ ରଚିତ "ସମ୍ବଲପୁରୀ ଅସ୍ମିତା ର ବାଟ କଢୁଆଲ ଗୁରୁ ସତ୍ଯ ନାରାୟଣ ବହିଦାର" ପୁସ୍ତକ କୁ ଅତିଥି ମାନେ ଉନ୍ମୋଚନ କରିଥିଲେ । ଗୁରୁଶ୍ରୀ ସତ୍ଯ ନାରାୟଣ ବହିଦାର ଙ୍କର ସମ୍ବଲପୁରୀ ଭାଷୀ ସଂସ୍କୃତି ପ୍ରତି ରହିଥିବା ଅବଦାନ ବିଷୟ ରେ ଏହି ପୁସ୍ତକ କୁ  ଭାରତୀ (ଦେବନାଗରୀ) ଲିପିରେ  ପ୍ରକାଶିତ କରାଯାଇଛି । ପୁସ୍ତକ କୁ ସମ୍ବଲପୁରୀ ଦରପନ ତରଫରୁ ଡଲିମା ଭୋଇ ପ୍ରକାଶିତ କରିଛନ୍ତି । 


News Comment




Photo in News

Advertisment
Lastest News
  ଜିଲ୍ଲା  
*ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    10-Sep-2026
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026

You Might Also Like