-+91-9937148622 |

prerana_bgr@rediffmail.com |

  Saturday 25th July 2026 |

| | | |

R.N.I. Regd No. ODIODI/2010/46693

Breaking News

*ଶ୍ରୀ ବଡ଼ ଜଗନ୍ନାଥ ଙ୍କ ବାହୁଡ଼ା ଯାତ୍ରା ଓ ସାଂସ୍କୃତିକ କାର୍ଯ୍ୟ କ୍ରମ ମହା ସମାରୋହରେ ପାଳିତ*- *ଜିଲ୍ଲାପାଳ ଙ୍କ ସଙ୍ଗୀତ ରେ ଝୁମିଲେ ଦର୍ଶକ*-   (25-Jul-2026)       ||      ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ନିଃଶୁଳ୍କ ମାସିକ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର   (25-Jul-2026)       ||      ଓଡିଆ ସାହିତ୍ୟ ସେବା ଓ ସୁରକ୍ଷା ପରିବାରର ଆନୁକୁଲ୍ୟରେ ଭଜନ ସମାରୋହ    (25-Jul-2026)       ||      ବରଗଡ଼ ଲାୟନ୍ସ କ୍ଳବ୍ ପକ୍ଷରୁ ଶୁଖିଲା ଖାଦ୍ୟ ବଣ୍ଟନ    (25-Jul-2026)       ||      ତରାବୋଇରେ ଧୁମ,ଧାମରେ ପାଳିତ ହେଲା ୪୬ତମ ବାହୁଡ଼ା ଯାତ୍ରା   (25-Jul-2026)       ||      ଖବର ଆଜିର ତାରିଖ ୨୫/୦୭/୨୬, ଶନିବାର    (25-Jul-2026)       ||      କଣ୍ଟାବାଞ୍ଜି ଡାକ୍ତରଖାନାରେ ଶବକୁ କାନ୍ଧରେ ବୋହିବା ଘଟଣା: ଭାଇରାଲ ଭିଡିଓକୁ ନେଇ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ସ୍ପଷ୍ଟୀକରଣ ସରକାର ଙ୍କୁ ବଦନାମ ଚକ୍ରାନ୍ତ    (25-Jul-2026)       ||      ନୂତନ ବିଦ୍ୟାଳୟ ପରିଚାଳନା କମିଟି ଗଠନ   (25-Jul-2026)       ||      ବଲାଙ୍ଗୀର ଦିବ୍ୟଜୀବନ ସଂଘ ରେ ପବିତ୍ର ରଥ ଯାତ୍ରା ଓ ବାହୁଡ଼ା ଯାତ୍ରା    (25-Jul-2026)       ||      ନିଟ୍ ୟୁଜି ପେପର୍ ଲିକ୍ ଏବଂ ଦିଲ୍ଲୀରେ ଛାତ୍ର ପ୍ରତିବାଦକାରୀଙ୍କ1ଙ୍କ ଉପରେ ପୁଲିସର ବର୍ବରତାକୁ ନିନ୍ଦା କରି ସମ୍ବଲପୁର ଜିଲା କଂଗ୍ରେସ କମିଟି ପକ୍ଷରୁ ପ୍ରତିବାଦ    (25-Jul-2026)       ||      ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବୀ କରିଛି ବିଜୁ ଜନତା ଦଳ ନେତାଙ୍କ ପ୍ରତିବାଦ ସମ୍ବଲପୁର ଜିଲ୍ଲା..   (25-Jul-2026)       ||      ଦୁଇ ପାଦ୍ ଦୂର୍ ସର୍ଟ ଫିଲ୍ମ ର ଶୁଭ ମୁହରତ    (24-Jul-2026)       ||      ଏସ୍.ଆଇ.ଆର୍. ପ୍ରକ୍ରିୟାର ଅଗ୍ରଗତିର ସମୀକ୍ଷା କଲେ ଆର୍ଥିକ ପରାମର୍ଶଦାତା ତଥା ଅତିରିକ୍ତ ସଚିବ   (24-Jul-2026)       ||      ମୂଖ୍ଯମନ୍ତ୍ରୀ ସଡକ ଯୋଜନାରେ ମଞ୍ଜୁରୀ ହୋଇଥିବାରୁ ବିଧାୟକ ସନତ ଗଡତିଆଙ୍କୁ ଅଞ୍ଚଳବାସୀଙ୍କ ପ୍ରଂଶସା   (24-Jul-2026)       ||      ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (24-Jul-2026)       ||      ଜିଲ୍ଲା ପ୍ରଶାସନର ପ୍ରଭାବ - ଏକକ ବ୍ୟବହୃତ ପ୍ଲାଷ୍ଟିକ ଦନା ପରିବର୍ତ୍ତେ ପତ୍ରର ବ୍ୟବହାର   (24-Jul-2026)       ||      *ଚତୁର୍ଦ୍ଧା ମୂର୍ତ୍ତୀ ରଥାରୂଢ଼ ହେବା ପରେ ଡାବୁଗାଁରେ ବାହୁଡ଼ା ଯାତ୍ରା ଅନୁଷ୍ଠିତ*   (24-Jul-2026)       ||      ଭରସୂଜା ଅମୃତ ଧାରା ସୁଚାରୁ  ରୂପେ ପରିଚାଳିତ, ଏହାକୁ ନେଇ ବ୍ଲକ ଉପାଧ୍ୟାକ୍ଷା ଙ୍କ ପ୍ରେସବିବୃତି    (24-Jul-2026)       ||      ପଞ୍ଚ ଦିବସୀୟ ଇଂରାଜୀ ତାଲିମ ଶିବିର, ଶିକ୍ଷକ ଙ୍କୁ ଶିକ୍ଷାଦାନ କଲେ ଜିଲ୍ଲାପାଳ   (24-Jul-2026)       ||      ବରପାଲି ଅଞ୍ଚଳର ଝିଅ ପିଙ୍କି ହଂଶା ହେଲେ ଜାତୀୟ ଫୁଟବଲ ରେଫରି   (24-Jul-2026)       ||     

HOME   ଜିଲ୍ଲା

ଜିଲ୍ଲା ପ୍ରେକ୍ଷାଲୟ ତପସ୍ୱିନୀ ହଲ ଠାରେ ସମ୍ବଲପୁରୀ ଦିନ ଉପଲକ୍ଷେ ହେଉଥୁବା ସମ୍ବଲପୁରୀଦିନ ଅବସରରେ ସମ୍ବଲପୁରୀ ନନୀ

28-Jul-2024



ସମ୍ବଳପୁର-(ସ୍ଞ୍ଜିବପାଣୀଗ୍ରାହୀ)  ସ୍ଥାନୀୟ ଜିଲ୍ଲା ପ୍ରେକ୍ଷାଲୟ ତପସ୍ୱିନୀ ହଲ ଠାରେ ସମ୍ବଲପୁରୀ ଦିନ ଉପଲକ୍ଷେ ହେଉଥୁବା ସମ୍ବଲପୁରୀ ନନୀ କାର୍ଯ୍ୟକ୍ରମ କୁ ପଞ୍ଚାୟତିରାଜ ଏବଂ ଗ୍ରାମିଣ ବିକାଶ ମନ୍ତ୍ରୀ ରବି ନାରାୟଣ ନାୟକ, ସମ୍ବଲପୁର ବିଧାୟକ ଜୟ ନାରାୟଣ ମିଶ୍ର, ମୃଦୁଲା ଠାକୁର, ରେଙ୍ଗାଲି ର ପୂର୍ବତନ ବିଧାୟକ ନାଉରୀ ନାୟକ ପ୍ରମୁଖ ଉଦଘାଟନ କରିଥିଲେ । ସମ୍ବଲପୁରୀ ଦିନ ର ସଂଯୋଜକ ଡ.ପ୍ରମୋଦ ରଥଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ କୁ ପଶ୍ଚିମାଞ୍ଚଳ ଏକତା ମଞ୍ଚ ର ଆବାହକ ଭବାନୀଶ ଭୋଇ ପରିଚାଳନା କରିଥିଲେ । ଶେଷରେ ସମ୍ବଲପୁର ଜିଲା ସଂଯୋଜକ ଦେବାଶିଷ ବେହେରା ଧନ୍ଯବାଦ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମକୁ ସମ୍ବଲପୁର ଜିଲା କାର୍ଯ୍ୟକ୍ରମ ସଂଯୋଜକ ନିଶିକାନ୍ତ ବିଶ୍ବାଲ ପ୍ରତିଯୋଗିତା କୁ ପରିଚାଲନା କରିଥିବା ବେଲେ ସତ୍ଯ ନାରାୟଣ ସାହୁ ପ୍ରତିଯୋଗିତା ର ସଂଯୋଜନା କରିଥିଲେ । ପ୍ରତିଯୋଗିତା ରେ ୬୫ ଜଣ ପ୍ରତିଯୋଗୀ  ଅଂଶ ଗ୍ରହଣ କରିଥିଲେ । ପ୍ରତିଯୋଗିତା କୁ ନ୍ରୁତ୍ୟ ନିର୍ଦ୍ଦେଶକ  ମାଷ୍ଟର ପ୍ରେମ, ନାଟ୍ୟଶ୍ରୀ ଗୁରୁ ସତ୍ଯ ରଂଜନ ବେହେରା, ନ୍ରୁତ୍ୟ ନିର୍ଦ୍ଦେଶକ ଗୁରୁ ରଣଜିତ ସାହୁ  ପ୍ରମୁଖ ବିଚାରକ ଭାବରେ ଦାୟିତ୍ୱ ତୁଲାଇଥିଲେ । 
ଜୁନିଅର, ସବ ଜୁନିୟର ଏବଂ ସିନିୟର ବର୍ଗରେ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା।
    କାର୍ଯ୍ୟକ୍ରମ ଆୟୋଜନ ରେ ପଶ୍ଚିମାଞ୍ଚଲ ଏକତା ମଞ୍ଚ ର ମୁଖ୍ୟ ସଂଯୋଜକ ମାନସ ରଞ୍ଜନ ବକ୍ସି,  ପ୍ରଫୁଲ୍ଲ ହୋତା, ଶଶାଙ୍କ ଶେଖର ପଣ୍ଡା, ଡ.ଶ୍ୟାମ ସୁନ୍ଦର ଧର, ପୁର୍ବତନ ବିଜେଡି ସଭାପତି ସିଦ୍ଧାର୍ଥ ଦାସ, ସଙ୍ଗୀତଜ୍ଞ ତୁଲାରାମ କାଲେତ, ଗୋପୀନାଥ ଷଡଙ୍ଗୀ, ଦାଶରଥି ସାହୁ, ଡ.ପରେଶ ଦାନୀ, ପୁର୍ଣାନନ୍ଦ ଦାନୀ, କାର୍ତ୍ତିକ ପ୍ରସାଦ ବହିଦାର, ପୁଷ୍ପା ବେହେରା, ବିପିନ ଦାସ, ଡ.ମୋହିତ ସ୍ବାଇଁ, ଶାଶ୍ବତ ତ୍ରୀପାଠୀ, ରାମଦାସ ପଣ୍ଡା, ସୁବ୍ରତ ପଣ୍ଡା ପ୍ରମୁଖଙ୍କ ସହ ସମ୍ବଲପୁର ଏବଂ ସମ୍ବଲପୁର ବାହାରୁ ବହୁ ବ୍ଯକ୍ତି ଯୋଗ ଦେଇଥିଲେ ।
 ସମ୍ବଲପୁରୀ ନନୀ ପ୍ରତିଯୋଗିତା ରେ ବରଗଡ଼, ବଲାଙ୍ଗୀର, ଝାରସୁଗୁଡା, ଦେବଗଡ଼ ରୁ ମଧ୍ୟ ପ୍ରତିଯୋଗୀ ମାନେ ଆସି ଭାଗ ନେଇଥଲେ
ସମ୍ବଲପୁରୀ ନନୀ ପ୍ରତଯୋଗୀତା ରେ ନାଟ୍ୟଶ୍ରୀ ଗୁରୁ ସତ୍ୟ ରଞ୍ଜନ ବେହେରା, ନୃତ୍ୟ ଗୁରୁ ରଞ୍ଜିତ ସାହୁ, ନୃତ୍ୟ ଗୁରୁ ମାଷ୍ଟର ପ୍ରେମ ବିଚାରକ ଭାବେ ଯୋଗ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଶ୍ରୀ ବଡ଼ ଜଗନ୍ନାଥ ଙ୍କ ବାହୁଡ଼ା ଯାତ୍ରା ଓ ସାଂସ୍କୃତିକ କାର୍ଯ୍ୟ କ୍ରମ ମହା ସମାରୋହରେ ପାଳିତ*- *ଜିଲ୍ଲାପାଳ ଙ୍କ ସଙ୍ଗୀତ ରେ ଝୁମିଲେ ଦର୍ଶକ*-   25-Jul-2026
  ଜିଲ୍ଲା  
ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ନିଃଶୁଳ୍କ ମାସିକ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର   25-Jul-2026
  ଜିଲ୍ଲା  
ଓଡିଆ ସାହିତ୍ୟ ସେବା ଓ ସୁରକ୍ଷା ପରିବାରର ଆନୁକୁଲ୍ୟରେ ଭଜନ ସମାରୋହ   25-Jul-2026
  ଜିଲ୍ଲା  
ବରଗଡ଼ ଲାୟନ୍ସ କ୍ଳବ୍ ପକ୍ଷରୁ ଶୁଖିଲା ଖାଦ୍ୟ ବଣ୍ଟନ   25-Jul-2026
  ରାଜ୍ୟ  
ତରାବୋଇରେ ଧୁମ,ଧାମରେ ପାଳିତ ହେଲା ୪୬ତମ ବାହୁଡ଼ା ଯାତ୍ରା   25-Jul-2026
  ଦେଶ ବିଦେଶ  
ଖବର ଆଜିର ତାରିଖ ୨୫/୦୭/୨୬, ଶନିବାର    25-Jul-2026
  ଜିଲ୍ଲା  
କଣ୍ଟାବାଞ୍ଜି ଡାକ୍ତରଖାନାରେ ଶବକୁ କାନ୍ଧରେ ବୋହିବା ଘଟଣା: ଭାଇରାଲ ଭିଡିଓକୁ ନେଇ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ସ୍ପଷ୍ଟୀକରଣ ସରକାର ଙ୍କୁ ବଦନାମ ଚକ୍ରାନ୍ତ   25-Jul-2026
  ଜିଲ୍ଲା  
ନୂତନ ବିଦ୍ୟାଳୟ ପରିଚାଳନା କମିଟି ଗଠନ   25-Jul-2026
  ରାଜ୍ୟ  
ବଲାଙ୍ଗୀର ଦିବ୍ୟଜୀବନ ସଂଘ ରେ ପବିତ୍ର ରଥ ଯାତ୍ରା ଓ ବାହୁଡ଼ା ଯାତ୍ରା   25-Jul-2026
  ଜିଲ୍ଲା  
ନିଟ୍ ୟୁଜି ପେପର୍ ଲିକ୍ ଏବଂ ଦିଲ୍ଲୀରେ ଛାତ୍ର ପ୍ରତିବାଦକାରୀଙ୍କ1ଙ୍କ ଉପରେ ପୁଲିସର ବର୍ବରତାକୁ ନିନ୍ଦା କରି ସମ୍ବଲପୁର ଜିଲା କଂଗ୍ରେସ କମିଟି ପକ୍ଷରୁ ପ୍ରତିବାଦ   25-Jul-2026
  ଜିଲ୍ଲା  
ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବୀ କରିଛି ବିଜୁ ଜନତା ଦଳ ନେତାଙ୍କ ପ୍ରତିବାଦ ସମ୍ବଲପୁର ଜିଲ୍ଲା..   25-Jul-2026
  ଜିଲ୍ଲା  
ଦୁଇ ପାଦ୍ ଦୂର୍ ସର୍ଟ ଫିଲ୍ମ ର ଶୁଭ ମୁହରତ   24-Jul-2026

You Might Also Like