-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||      *CRG ଚୟନରେ ପାରଦର୍ଶିତା ନେଇ ପ୍ରଶ୍ନ: ସିଆରସି ର ଏକ ପାଖିଆ ନିଷ୍ପର୍ତ୍ତି ରେ ଯୋଗ୍ୟତା ଓ ଅଭିଜ୍ଞତାକୁ ଗୁରୁତ୍ୱ ନାହିଁ*   (09-Sep-2026)       ||      ସମ୍ବଲପୁରର ବିକାଶ ଓ ମୌଳିକ ସୁବିଧା ପାଇଁ ଦିଶା ଓ ଆରପିଡିଏସି ବୈଠକ ଅନୁଷ୍ଠିତ   (09-Sep-2026)       ||     

HOME   ଜିଲ୍ଲା

ବନ୍ୟ ପ୍ରାଣୀ ଜଙ୍ଗଲ ମଧ୍ୟରୁ ବାର୍ହl ସହ ଏକ ଦେଶୀ ବନ୍ଧୁକ ଜବତ ଜଣେ ଗିରଫ, ଦୁଇଜଣ ଫେରାର

29-Jul-2024



ହରଭଙ୍ଗା (ଦେବବ୍ରତ ଦାଶ ) ନୟାଗଡ ବନ୍ୟପ୍ରାଣୀ ବନ ଖଣ୍ଡର ବୌଦ୍ଧ ଜିଲ୍ଲା କୁସଙ୍ଗ ବନ୍ୟପ୍ରାଣୀ ଜଙ୍ଗଲ ଅତଲସରା ବିଟ ଅଞ୍ଚଳ ରୁ ଏକ ଜଙ୍ଗଲୀ ମୃତ ବାର୍ହl ଓ ଏକ ଦେଶୀ ବନ୍ଧୁକ ସହ ଜଣେ ଆସାମୀ ଗିରଫ ହୋଇଥିବା ଜଣାପଡ଼ିଛି l ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାଇ ପୁରୁଣାକଟକ ଥାନା ସାଲକଟା ଗ୍ରାମର ସୁଧୀର ଭୋକ୍ତା (35)ନିଜ 
ଶଶୁର ଘର ବନ୍ୟପ୍ରାଣୀ ଅଞ୍ଚଳ ମଧ୍ୟରେ ଥିବା ଘୁଙ୍ଗୁରପଡା କୁ ଯାଇଥିବା ବେଳେ ଗ୍ରାମର ଅନ୍ୟଦୁଇ ଶିକାରୀ ଙ୍କ ସହ ମିଶି ଜଙ୍ଗଲ କୁ ଶିକାର କରିବା ପାଇଁ ଯାଇଥିଲେ l ଜଙ୍ଗଲ ମଧ୍ୟରେ ଗୁଳି ଫୁଟୁଥୁବା ଶବ୍ଦ ଶୁଣିବାକୁ ପାଇଥିଲେ ନିୟୋଜିତ ଥିବା କର୍ମଚାରୀ l ପରେ କୁସଙ୍ଗ ରେଞ୍ଜ ଅଧିକାରୀ ସଂସାର ବର୍ଗିଆ ଙ୍କ ନେତୃତ୍ୱ ରେ ଏକ ଟିମ ଗଠନ ହୋଇ ଶୀତଳ ପାଣି ବିଟ, କୁସଙ୍ଗ ଓ ନୂଆପଡା ବିଟ ର ତିନି ଦିଗରୁ ଅପରେସନ କରି ବାଣୁଆକୁ କାବୁ କରିବାକୁ ଚେଷ୍ଟା କରିଥିଲେ ମଧ୍ୟ ମୁଖ୍ୟ ଆସାମୀ ଆଉ ଜଣେ ଖସି ପଳେଇଥିଲେ l ଶେଷ ରେ  ଜଣେ ଆସାମୀ ସହ ଏକ ଜଙ୍ଗଲୀ ବାର୍ହା ଓ ଗୋଟିଏ ଦେଶୀ ବନ୍ଧୁକ ଜବତ କରି ପାରିଥିଲା ବନ୍ୟ ପ୍ରାଣୀ ବିଭାଗ l ପରେ ଉକ୍ତ ମୃତ ବାର୍ହାକୁ ବ୍ୟବଚ୍ଛେଦ ପରେ ପୋତି ଦେଇଥିବା ବେଳେ  ବନ୍ୟ ପ୍ରାଣୀ ବିଭାଗ ପକ୍ଷରୁ ଏକ ମାମଲା ରୁଜୁ କରି ଆସାମୀ କୁ ଆଜି କୋର୍ଟ ଫରୱାର୍ଡ କରାଯିବ ଏବଂ ଫେରାର ଥିବା ମୁଖ୍ୟ ଆସାମୀ ନିରଞ୍ଜନ ପ୍ରଧାନ ଓ ତାଙ୍କ ସହଯୋଗି ଙ୍କୁ ଖୁବ ଶୀଘ୍ର ଧରାଯିବ ବୋଲି ରେଞ୍ଜ ଅଧିକାରୀ ସଂସାର ବର୍ଗିଆ ସୂଚନା ଦେଇଛନ୍ତି l ଅନ୍ୟପଟେ ଏହି ସର୍ଚ୍ଚ ଅପରେସନ ରେ ଫୋରେଷ୍ଟର ଲକ୍ଷ୍ମୀ ପ୍ରିୟା ଦେଇ, ଅନ୍ତର୍ଯ୍ୟାମୀ ଯାନୀ, ଶ୍ରୀନିବାସ କହଁର, ପ୍ରଶାନ୍ତ ଗୁରୁ ଓ ସ୍କୁର୍ଡ କର୍ମଚାରୀ ନିୟୋଜିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026
  ଜିଲ୍ଲା  
କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   09-Sep-2026
  ଜିଲ୍ଲା  
ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ   09-Sep-2026

You Might Also Like