-+91-9937148622 |

prerana_bgr@rediffmail.com |

  Saturday 25th July 2026 |

| | | |

R.N.I. Regd No. ODIODI/2010/46693

Breaking News

ତରାବୋଇରେ ଧୁମ,ଧାମରେ ପାଳିତ ହେଲା ୪୬ତମ ବାହୁଡ଼ା ଯାତ୍ରା   (25-Jul-2026)       ||      ଖବର ଆଜିର ତାରିଖ ୨୫/୦୭/୨୬, ଶନିବାର    (25-Jul-2026)       ||      କଣ୍ଟାବାଞ୍ଜି ଡାକ୍ତରଖାନାରେ ଶବକୁ କାନ୍ଧରେ ବୋହିବା ଘଟଣା: ଭାଇରାଲ ଭିଡିଓକୁ ନେଇ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ସ୍ପଷ୍ଟୀକରଣ ସରକାର ଙ୍କୁ ବଦନାମ ଚକ୍ରାନ୍ତ    (25-Jul-2026)       ||      ନୂତନ ବିଦ୍ୟାଳୟ ପରିଚାଳନା କମିଟି ଗଠନ   (25-Jul-2026)       ||      ବଲାଙ୍ଗୀର ଦିବ୍ୟଜୀବନ ସଂଘ ରେ ପବିତ୍ର ରଥ ଯାତ୍ରା ଓ ବାହୁଡ଼ା ଯାତ୍ରା    (25-Jul-2026)       ||      ନିଟ୍ ୟୁଜି ପେପର୍ ଲିକ୍ ଏବଂ ଦିଲ୍ଲୀରେ ଛାତ୍ର ପ୍ରତିବାଦକାରୀଙ୍କ1ଙ୍କ ଉପରେ ପୁଲିସର ବର୍ବରତାକୁ ନିନ୍ଦା କରି ସମ୍ବଲପୁର ଜିଲା କଂଗ୍ରେସ କମିଟି ପକ୍ଷରୁ ପ୍ରତିବାଦ    (25-Jul-2026)       ||      ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବୀ କରିଛି ବିଜୁ ଜନତା ଦଳ ନେତାଙ୍କ ପ୍ରତିବାଦ ସମ୍ବଲପୁର ଜିଲ୍ଲା..   (25-Jul-2026)       ||      ଦୁଇ ପାଦ୍ ଦୂର୍ ସର୍ଟ ଫିଲ୍ମ ର ଶୁଭ ମୁହରତ    (24-Jul-2026)       ||      ଏସ୍.ଆଇ.ଆର୍. ପ୍ରକ୍ରିୟାର ଅଗ୍ରଗତିର ସମୀକ୍ଷା କଲେ ଆର୍ଥିକ ପରାମର୍ଶଦାତା ତଥା ଅତିରିକ୍ତ ସଚିବ   (24-Jul-2026)       ||      ମୂଖ୍ଯମନ୍ତ୍ରୀ ସଡକ ଯୋଜନାରେ ମଞ୍ଜୁରୀ ହୋଇଥିବାରୁ ବିଧାୟକ ସନତ ଗଡତିଆଙ୍କୁ ଅଞ୍ଚଳବାସୀଙ୍କ ପ୍ରଂଶସା   (24-Jul-2026)       ||      ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (24-Jul-2026)       ||      ଜିଲ୍ଲା ପ୍ରଶାସନର ପ୍ରଭାବ - ଏକକ ବ୍ୟବହୃତ ପ୍ଲାଷ୍ଟିକ ଦନା ପରିବର୍ତ୍ତେ ପତ୍ରର ବ୍ୟବହାର   (24-Jul-2026)       ||      *ଚତୁର୍ଦ୍ଧା ମୂର୍ତ୍ତୀ ରଥାରୂଢ଼ ହେବା ପରେ ଡାବୁଗାଁରେ ବାହୁଡ଼ା ଯାତ୍ରା ଅନୁଷ୍ଠିତ*   (24-Jul-2026)       ||      ଭରସୂଜା ଅମୃତ ଧାରା ସୁଚାରୁ  ରୂପେ ପରିଚାଳିତ, ଏହାକୁ ନେଇ ବ୍ଲକ ଉପାଧ୍ୟାକ୍ଷା ଙ୍କ ପ୍ରେସବିବୃତି    (24-Jul-2026)       ||      ପଞ୍ଚ ଦିବସୀୟ ଇଂରାଜୀ ତାଲିମ ଶିବିର, ଶିକ୍ଷକ ଙ୍କୁ ଶିକ୍ଷାଦାନ କଲେ ଜିଲ୍ଲାପାଳ   (24-Jul-2026)       ||      ବରପାଲି ଅଞ୍ଚଳର ଝିଅ ପିଙ୍କି ହଂଶା ହେଲେ ଜାତୀୟ ଫୁଟବଲ ରେଫରି   (24-Jul-2026)       ||      ଗଇଁତାଳାର ପୂର୍ବତନ ସରପଞ୍ଚ ତଥା ସମାଜସେବୀ ସୁଧାଂଶୁ ଶେଖର ନାଏକଙ୍କ ପରଲୋକ   (24-Jul-2026)       ||      ବିନିକା ହାଇସ୍କୁଲରେ ପରିବେଶ ସୁରକ୍ଷା ସଚେତନତା ଓ ଆର୍ଥିକ ସାକ୍ଷରତା ଶିବିର   (24-Jul-2026)       ||      ଶ୍ରୀ ଜଗନ୍ନାଥ ଙ୍କ କଳ୍କୀ ବେଶ ଦର୍ଶନ*- *ମା ଇଷ୍ଟଦେବୀ ମେଲୋଡି ଉମାକାନ୍ତ ବାରିକ ଙ୍କ ସମ୍ବଲପୁରୀ ଗୀତ ନାଚ ରେ ଝୁମିଲେ ଦର୍ଶକ*   (24-Jul-2026)       ||      ଲାଞ୍ଚ ନେବା ପଡ଼ିଲା ମହଙ୍ଗା,ଉପକୋଷାଗାର ପୂର୍ବତନ କିରଣୀଙ୍କୁ ୪ ବର୍ଷ ଜେଲ୍‌ଦଣ୍ଡ।   (24-Jul-2026)       ||     

HOME   ଜିଲ୍ଲା

ଜିଲ୍ଲା ସ୍ତରୀୟ ବିଶ୍ୱ ହେପlଟାଇଟିସ ଦିବସ ପାଳିତ

29-Jul-2024



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
 ଜିଲ୍ଲା ସ୍ୱାସ୍ଥ୍ୟ ସମିତି ସୁବର୍ଣ୍ଣପୁର ତରଫରୁ ସ୍ଥାନୀୟ ଜ଼ିଲ୍ଲା ତାଲିମ ସଭା ଗୃହ ଠାରେ ବିଶ୍ୱ ହେପlଟାଇଟିସ ଦିବସ   ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡା ଦୁର୍ଗାଦତ୍ତ ଦାସ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି l ଉକ୍ତ ସଭା ରେ ଜ଼ିଲ୍ଲା କାର୍ଯ୍ୟକ୍ରମ ପରିଚାଳକ ଜାତୀୟ ସ୍ୱାସ୍ଥ୍ୟ ମିଶନ ବିଶ୍ୱମ୍ବର ବେହେରା, ସଭାପତି ବ୍ଲକ ଡ୍ରାଇଭର ସଂଘ ନରୋତ୍ତମ ନନ୍ଦ, ଜ଼ିଲ୍ଲା ତଥ୍ୟ ପରିଚାଳକ ପ୍ରଦୀପ କୁମାର ସାହୁ ଓ ଅଣ ସଂକ୍ରାମକ ରୋଗ ପରିଚାଳକ ଗୀତାଞ୍ଜଳି ମେହେର ପ୍ରମୁଖ  ଯୋଗ ଦେଇ ଆଜିର ଦିବସ ରେ ଆମେ ସମସ୍ତେ ଜନ ସଚେତନା ସୃଷ୍ଟି କରି ଯକୃତ ସଂକ୍ରମଣ ବିଷୟରେ ଜାଣିବା, ବୁଝିବା ଓ ଅନ୍ୟ ମାନଙ୍କୁ ବୁଝାଇ ବିଭିନ୍ନ ପରୀକ୍ଷା କରି ପୂର୍ଣ୍ଣ ମାତ୍ରା ରେ ଚିକିତ୍ସା ଯାହାକି ସରକାରୀ ସ୍ୱାସ୍ଥ୍ୟ କେନ୍ଦ୍ର ମାନଙ୍କ ରେ ମାଗଣାରେ ଉପଲବ୍ଧ lତେଣୁ ସମସ୍ତେ ମିଶି ଏହାର ସୁଯୋଗ ନେଇ ଉକ୍ତ ରୋଗରୁ ମୁକ୍ତ ଲାଭ କରି ଏକ ସୁସ୍ଥ ସୁନ୍ଦର ସମାଜ  ଗଠନ କରିବାରେ ସହାୟକ ହୋଇ ପାରିବା ଉପରେ ଗୁରୁତ୍ୱ ଦେଇଥିଲେ  I ଜିଲ୍ଲା ଅତିରିକ୍ତ ଜନସ୍ୱାସ୍ଥ୍ୟ ଯୋଗାଯୋଗ ଅଧିକାରୀ ବୃନ୍ଦାବନ ସାହୁଙ୍କ ସଂଯୋଜନା ଅନୁଷ୍ଠିତ ଏହି ସଭାରେ ରେ ଅତିଥିବୃନ୍ଦ ବ୍ୟାପକ ସଚେତନତା ସୃଷ୍ଟି କରି ବିଭିନ୍ନପ୍ରକାର ଯକୃତ ରୋଗ  ସଂକ୍ରମଣ ରୁ ମୁକ୍ତି ଲାଭ କରି ଯକୃତ ରୋଗ ମୁକ୍ତ ଭାରତ ଗଠନ କରିବା ଉପରେ ଗୁରୁତ୍ୱା ରୋପ କରିଥିଲେ l   ଅଣୁ ଜୀଵ ବିଜ୍ଞାନୀ ବଲ୍ଲରୀ ଦାଶ ପିପିଟି ମାଧ୍ୟ୍ୟମରେ ଉକ୍ତ ରୋଗ ଲକ୍ଷଣ ଓ ନିରାକାରଣ ଉପରେ ପୁଙ୍ଖାନୁପୁଙ୍ଖ ଭାବରେ ବୁଝାଇଥିଲେ l
ଉକ୍ତ ସଭାରେ ମହିଳା ସ୍ୱାସ୍ଥ୍ୟ କର୍ମୀ ତାଲିମ କେନ୍ଦ୍ର  ଛାତ୍ରୀ ବୃନ୍ଦ, ରେଆର ର କର୍ମକର୍ତ୍ତା , ସ୍ୱାସ୍ଥ୍ୟ ପରିଦର୍ଶକ, ବ୍ଲକ ଡ୍ରାଇଭର ସଙ୍ଘ ର କର୍ମକର୍ତ୍ତା ,ଆଶାକର୍ମୀ , ଅଙ୍ଗନୱାଡିକର୍ମୀ , ମାସ ମେମ୍ବର, ସ୍ୱାସ୍ଥ୍ୟ ଅଧିକାରୀ ଓ ସାମ୍ବାଦିକ ପ୍ରମୁଖ ଉପସ୍ଥିତ ଥିଲେ I ପରିଚାଳକ ଆଇଡିଏସପି ସୁବ୍ରତ କୁମାyର ପାଣିଗ୍ରାହୀ  ଓ   ଡି ଇ ଓ ନାରାୟଣ ରଥ ସହଯୋଗ କରିଥିଲେ l ଶେଷରେ ସ୍ୱାସ୍ଥ୍ୟ ପରିଦର୍ଶକ ପ୍ରମୋଦ କୁମାର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ  l


News Comment




Photo in News

Advertisment
Lastest News
  ରାଜ୍ୟ  
ତରାବୋଇରେ ଧୁମ,ଧାମରେ ପାଳିତ ହେଲା ୪୬ତମ ବାହୁଡ଼ା ଯାତ୍ରା   25-Jul-2026
  ଦେଶ ବିଦେଶ  
ଖବର ଆଜିର ତାରିଖ ୨୫/୦୭/୨୬, ଶନିବାର    25-Jul-2026
  ଜିଲ୍ଲା  
କଣ୍ଟାବାଞ୍ଜି ଡାକ୍ତରଖାନାରେ ଶବକୁ କାନ୍ଧରେ ବୋହିବା ଘଟଣା: ଭାଇରାଲ ଭିଡିଓକୁ ନେଇ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ସ୍ପଷ୍ଟୀକରଣ ସରକାର ଙ୍କୁ ବଦନାମ ଚକ୍ରାନ୍ତ   25-Jul-2026
  ଜିଲ୍ଲା  
ନୂତନ ବିଦ୍ୟାଳୟ ପରିଚାଳନା କମିଟି ଗଠନ   25-Jul-2026
  ରାଜ୍ୟ  
ବଲାଙ୍ଗୀର ଦିବ୍ୟଜୀବନ ସଂଘ ରେ ପବିତ୍ର ରଥ ଯାତ୍ରା ଓ ବାହୁଡ଼ା ଯାତ୍ରା   25-Jul-2026
  ଜିଲ୍ଲା  
ନିଟ୍ ୟୁଜି ପେପର୍ ଲିକ୍ ଏବଂ ଦିଲ୍ଲୀରେ ଛାତ୍ର ପ୍ରତିବାଦକାରୀଙ୍କ1ଙ୍କ ଉପରେ ପୁଲିସର ବର୍ବରତାକୁ ନିନ୍ଦା କରି ସମ୍ବଲପୁର ଜିଲା କଂଗ୍ରେସ କମିଟି ପକ୍ଷରୁ ପ୍ରତିବାଦ   25-Jul-2026
  ଜିଲ୍ଲା  
ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବୀ କରିଛି ବିଜୁ ଜନତା ଦଳ ନେତାଙ୍କ ପ୍ରତିବାଦ ସମ୍ବଲପୁର ଜିଲ୍ଲା..   25-Jul-2026
  ଜିଲ୍ଲା  
ଦୁଇ ପାଦ୍ ଦୂର୍ ସର୍ଟ ଫିଲ୍ମ ର ଶୁଭ ମୁହରତ   24-Jul-2026
  ଜିଲ୍ଲା  
ଏସ୍.ଆଇ.ଆର୍. ପ୍ରକ୍ରିୟାର ଅଗ୍ରଗତିର ସମୀକ୍ଷା କଲେ ଆର୍ଥିକ ପରାମର୍ଶଦାତା ତଥା ଅତିରିକ୍ତ ସଚିବ   24-Jul-2026
  ଜିଲ୍ଲା  
ମୂଖ୍ଯମନ୍ତ୍ରୀ ସଡକ ଯୋଜନାରେ ମଞ୍ଜୁରୀ ହୋଇଥିବାରୁ ବିଧାୟକ ସନତ ଗଡତିଆଙ୍କୁ ଅଞ୍ଚଳବାସୀଙ୍କ ପ୍ରଂଶସା   24-Jul-2026
  ଜିଲ୍ଲା  
ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   24-Jul-2026
  ଜିଲ୍ଲା  
ଜିଲ୍ଲା ପ୍ରଶାସନର ପ୍ରଭାବ - ଏକକ ବ୍ୟବହୃତ ପ୍ଲାଷ୍ଟିକ ଦନା ପରିବର୍ତ୍ତେ ପତ୍ରର ବ୍ୟବହାର   24-Jul-2026

You Might Also Like