-+91-9937148622 |

prerana_bgr@rediffmail.com |

  Saturday 25th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଖବର ଆଜିର ତାରିଖ ୨୫/୦୭/୨୬, ଶନିବାର    (25-Jul-2026)       ||      କଣ୍ଟାବାଞ୍ଜି ଡାକ୍ତରଖାନାରେ ଶବକୁ କାନ୍ଧରେ ବୋହିବା ଘଟଣା: ଭାଇରାଲ ଭିଡିଓକୁ ନେଇ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ସ୍ପଷ୍ଟୀକରଣ ସରକାର ଙ୍କୁ ବଦନାମ ଚକ୍ରାନ୍ତ    (25-Jul-2026)       ||      ନୂତନ ବିଦ୍ୟାଳୟ ପରିଚାଳନା କମିଟି ଗଠନ   (25-Jul-2026)       ||      ବଲାଙ୍ଗୀର ଦିବ୍ୟଜୀବନ ସଂଘ ରେ ପବିତ୍ର ରଥ ଯାତ୍ରା ଓ ବାହୁଡ଼ା ଯାତ୍ରା    (25-Jul-2026)       ||      ନିଟ୍ ୟୁଜି ପେପର୍ ଲିକ୍ ଏବଂ ଦିଲ୍ଲୀରେ ଛାତ୍ର ପ୍ରତିବାଦକାରୀଙ୍କ1ଙ୍କ ଉପରେ ପୁଲିସର ବର୍ବରତାକୁ ନିନ୍ଦା କରି ସମ୍ବଲପୁର ଜିଲା କଂଗ୍ରେସ କମିଟି ପକ୍ଷରୁ ପ୍ରତିବାଦ    (25-Jul-2026)       ||      ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବୀ କରିଛି ବିଜୁ ଜନତା ଦଳ ନେତାଙ୍କ ପ୍ରତିବାଦ ସମ୍ବଲପୁର ଜିଲ୍ଲା..   (25-Jul-2026)       ||      ଦୁଇ ପାଦ୍ ଦୂର୍ ସର୍ଟ ଫିଲ୍ମ ର ଶୁଭ ମୁହରତ    (24-Jul-2026)       ||      ଏସ୍.ଆଇ.ଆର୍. ପ୍ରକ୍ରିୟାର ଅଗ୍ରଗତିର ସମୀକ୍ଷା କଲେ ଆର୍ଥିକ ପରାମର୍ଶଦାତା ତଥା ଅତିରିକ୍ତ ସଚିବ   (24-Jul-2026)       ||      ମୂଖ୍ଯମନ୍ତ୍ରୀ ସଡକ ଯୋଜନାରେ ମଞ୍ଜୁରୀ ହୋଇଥିବାରୁ ବିଧାୟକ ସନତ ଗଡତିଆଙ୍କୁ ଅଞ୍ଚଳବାସୀଙ୍କ ପ୍ରଂଶସା   (24-Jul-2026)       ||      ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (24-Jul-2026)       ||      ଜିଲ୍ଲା ପ୍ରଶାସନର ପ୍ରଭାବ - ଏକକ ବ୍ୟବହୃତ ପ୍ଲାଷ୍ଟିକ ଦନା ପରିବର୍ତ୍ତେ ପତ୍ରର ବ୍ୟବହାର   (24-Jul-2026)       ||      *ଚତୁର୍ଦ୍ଧା ମୂର୍ତ୍ତୀ ରଥାରୂଢ଼ ହେବା ପରେ ଡାବୁଗାଁରେ ବାହୁଡ଼ା ଯାତ୍ରା ଅନୁଷ୍ଠିତ*   (24-Jul-2026)       ||      ଭରସୂଜା ଅମୃତ ଧାରା ସୁଚାରୁ  ରୂପେ ପରିଚାଳିତ, ଏହାକୁ ନେଇ ବ୍ଲକ ଉପାଧ୍ୟାକ୍ଷା ଙ୍କ ପ୍ରେସବିବୃତି    (24-Jul-2026)       ||      ପଞ୍ଚ ଦିବସୀୟ ଇଂରାଜୀ ତାଲିମ ଶିବିର, ଶିକ୍ଷକ ଙ୍କୁ ଶିକ୍ଷାଦାନ କଲେ ଜିଲ୍ଲାପାଳ   (24-Jul-2026)       ||      ବରପାଲି ଅଞ୍ଚଳର ଝିଅ ପିଙ୍କି ହଂଶା ହେଲେ ଜାତୀୟ ଫୁଟବଲ ରେଫରି   (24-Jul-2026)       ||      ଗଇଁତାଳାର ପୂର୍ବତନ ସରପଞ୍ଚ ତଥା ସମାଜସେବୀ ସୁଧାଂଶୁ ଶେଖର ନାଏକଙ୍କ ପରଲୋକ   (24-Jul-2026)       ||      ବିନିକା ହାଇସ୍କୁଲରେ ପରିବେଶ ସୁରକ୍ଷା ସଚେତନତା ଓ ଆର୍ଥିକ ସାକ୍ଷରତା ଶିବିର   (24-Jul-2026)       ||      ଶ୍ରୀ ଜଗନ୍ନାଥ ଙ୍କ କଳ୍କୀ ବେଶ ଦର୍ଶନ*- *ମା ଇଷ୍ଟଦେବୀ ମେଲୋଡି ଉମାକାନ୍ତ ବାରିକ ଙ୍କ ସମ୍ବଲପୁରୀ ଗୀତ ନାଚ ରେ ଝୁମିଲେ ଦର୍ଶକ*   (24-Jul-2026)       ||      ଲାଞ୍ଚ ନେବା ପଡ଼ିଲା ମହଙ୍ଗା,ଉପକୋଷାଗାର ପୂର୍ବତନ କିରଣୀଙ୍କୁ ୪ ବର୍ଷ ଜେଲ୍‌ଦଣ୍ଡ।   (24-Jul-2026)       ||      ସ୍ତ୍ରୀ କୁ ହାଣି ହତ୍ୟା କଲା ସ୍ୱାମୀ - ଥାନା ରେ ଅଟକ ସ୍ୱାମୀ    (24-Jul-2026)       ||     

HOME   ଶି‍କ୍ଷା ଓ ନିଯୁକ୍ତି

*ୱାର୍ଲଡ୍ ଓଡ଼ିଶା ସୋସାଇଟି ପ୍ରତିନିଧି ମଣ୍ଡଳର ମୁଖ୍ୟମନ୍ତ୍ରୀଙ୍କ ସହ ସାକ୍ଷାତ

29-Jul-2024



ନୂଆଦିଲ୍ଲୀ, ୱାର୍ଲଡ୍ ଓଡ଼ିଶା ସୋସାଇଟି (ୱା.ଓ. ସୋ )ର ଏକ ପ୍ରତିନିଧି ମଣ୍ଡଳ ଅଧ୍ୟକ୍ଷ ବରିଷ୍ଠ ସାମ୍ବାଦିକ କିଶୋର ଦ୍ବିବେଦୀଙ୍କର ନେତୃତ୍ୱରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଏଠାକର ଓଡ଼ିଶା ଭବନଠାରେ ସାକ୍ଷାତ କରିଥିବା ଜଣାଯାଇଛି। ଶ୍ରୀ ଦ୍ବିବେଦୀ ଏବଂ ୱା.ଓ.ସୋର ଅନ୍ୟାନ୍ୟ ନେତୃବର୍ଗ, ଶ୍ରୀ ମାଝୀଙ୍କୁ ପୁଷ୍ପଗୁଚ୍ଛ ଏବଂ ଉତ୍ତରୀୟ ପ୍ରଦାନ କରି ଭବ୍ୟ ସ୍ୱାଗତ ସମ୍ୱର୍ଦ୍ଧନା ଜଣାଇଥିଲେ। ଏହି ସୌଜନ୍ୟମୂଳକ ସାକ୍ଷାତକାର ଅବସରରେ ଶ୍ରୀ ଦ୍ବିବେଦୀ, ୱାର୍ଲଡ୍ ଓଡ଼ିଶା ସୋସାଇଟିର କାର୍ଯ୍ୟକାରୀ କମିଟି ଓ କର୍ମକର୍ତ୍ତା ମଣ୍ଡଳୀର ସଂଯୁକ୍ତ ଆଭାସୀ ବୈଠକରେ ଶ୍ରୀ ମାଝୀଙ୍କ

ନେତୃତ୍ୱାଧୀନ ଓଡ଼ିଶାର ନୂଆ ସରକାରଙ୍କୁ ସ୍ୱାଗତ କରାଯାଇ ଗୃହୀତ ଏକ ସର୍ବସମ୍ମତ ପ୍ରସ୍ତାବର ନକଲ ତାଙ୍କୁ ପ୍ରଦାନ କରିଥିଲେ। ଏହି ପ୍ରସ୍ତାବରେ ଶ୍ରୀ ମାଝୀଙ୍କର ସରକାର ଓଡ଼ିଶାର ସାଢେ ଚାରି କୋଟି ଏବଂ ଓଡ଼ିଶା ବାହାରେ ବସବାସ କରୁଥିବା ଦୁଇକୋଟି ପ୍ରବାସୀ ଓଡ଼ିଆଙ୍କର ଆଶା ଆକାଂକ୍ଷାକୁ ପୂରଣ କରିବା ଦିଗରେ ସକ୍ଷମ ହେବେ ବୋଲି ୱା. ଓ. ସୋର ଭରସା ଥିବା ଉଲ୍ଲେଖ କରାଯାଇଛି। ଏହି ଭେଟବାର୍ତ୍ତା ସମୟରେ ମହାକାଂକ୍ଷା ୱେଲଫେୟାର ଫାଉଣ୍ଡେସନର ପ୍ରତିଷ୍ଠାତା ଦମ୍ପତ୍ତି ପୁଷ୍ପାଞ୍ଜଳୀ ବାରିକ ଓ ବିମଳ ଭଲ, ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀଙ୍କୁ ଫାଉଣ୍ଡେସନ ତରଫରୁ ଏକ ପ୍ରଶସ୍ତି

ପତ୍ର, ପୁଷ୍ପଗୁଚ୍ଛ ଓ ଶାଲ ଅର୍ପଣ କରି ଶୁଭେଚ୍ଛା ଜଣାଇଥିଲେ। ୱା. ଓ. ସୋର ଭାରତ ଅଧ୍ୟାୟର ସଭାପତି ଡଃ ବିପିନ ମିଶ୍ର ଏବଂ ବରିଷ୍ଠ ଆଇନଜୀବୀ ବିରଜା ମିଶ୍ର ଏହି ସାକ୍ଷାତକାରଙ୍କୁ ଆୟୋଜନ କରିବାରେ ମୁଖ୍ୟ ଭୂମିକା ନିର୍ବାହ କରିଥିଲେ।

ସାକ୍ଷାତକାର ସମୟରେ ଉପସ୍ଥିତ ଥିବା ବ୍ୟକ୍ତିବିଶେଷଙ୍କ ମଧ୍ୟରେ ସୁଧୀର ଦାଶ, କାବେରୀ ବେହେରା, ସସ୍ମିତା ତ୍ରିପାଠୀ, ଜ୍ଞାନପ୍ରକାଶ ଜେନା, ଡଃ ନିର୍ମଳ ପଟ୍ଟନାୟକ, ସୂର୍ଯ୍ୟ ରଥ, ନନ୍ଦନ ଦ୍ବିବେଦୀ, ସନ୍ତୋଷ ପଣ୍ଡା, ସୌରଭ ମିଶ୍ର, ପ୍ରିୟତମା କର ଓ ଅସିତ କୁମାର କର ପ୍ରମୁଖ ଅନ୍ତର୍ଭୁକ୍ତ ଥିଲେ।


News Comment




Photo in News

Advertisment
Lastest News
  ଦେଶ ବିଦେଶ  
ଖବର ଆଜିର ତାରିଖ ୨୫/୦୭/୨୬, ଶନିବାର    25-Jul-2026
  ଜିଲ୍ଲା  
କଣ୍ଟାବାଞ୍ଜି ଡାକ୍ତରଖାନାରେ ଶବକୁ କାନ୍ଧରେ ବୋହିବା ଘଟଣା: ଭାଇରାଲ ଭିଡିଓକୁ ନେଇ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ସ୍ପଷ୍ଟୀକରଣ ସରକାର ଙ୍କୁ ବଦନାମ ଚକ୍ରାନ୍ତ   25-Jul-2026
  ଜିଲ୍ଲା  
ନୂତନ ବିଦ୍ୟାଳୟ ପରିଚାଳନା କମିଟି ଗଠନ   25-Jul-2026
  ରାଜ୍ୟ  
ବଲାଙ୍ଗୀର ଦିବ୍ୟଜୀବନ ସଂଘ ରେ ପବିତ୍ର ରଥ ଯାତ୍ରା ଓ ବାହୁଡ଼ା ଯାତ୍ରା   25-Jul-2026
  ଜିଲ୍ଲା  
ନିଟ୍ ୟୁଜି ପେପର୍ ଲିକ୍ ଏବଂ ଦିଲ୍ଲୀରେ ଛାତ୍ର ପ୍ରତିବାଦକାରୀଙ୍କ1ଙ୍କ ଉପରେ ପୁଲିସର ବର୍ବରତାକୁ ନିନ୍ଦା କରି ସମ୍ବଲପୁର ଜିଲା କଂଗ୍ରେସ କମିଟି ପକ୍ଷରୁ ପ୍ରତିବାଦ   25-Jul-2026
  ଜିଲ୍ଲା  
ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବୀ କରିଛି ବିଜୁ ଜନତା ଦଳ ନେତାଙ୍କ ପ୍ରତିବାଦ ସମ୍ବଲପୁର ଜିଲ୍ଲା..   25-Jul-2026
  ଜିଲ୍ଲା  
ଦୁଇ ପାଦ୍ ଦୂର୍ ସର୍ଟ ଫିଲ୍ମ ର ଶୁଭ ମୁହରତ   24-Jul-2026
  ଜିଲ୍ଲା  
ଏସ୍.ଆଇ.ଆର୍. ପ୍ରକ୍ରିୟାର ଅଗ୍ରଗତିର ସମୀକ୍ଷା କଲେ ଆର୍ଥିକ ପରାମର୍ଶଦାତା ତଥା ଅତିରିକ୍ତ ସଚିବ   24-Jul-2026
  ଜିଲ୍ଲା  
ମୂଖ୍ଯମନ୍ତ୍ରୀ ସଡକ ଯୋଜନାରେ ମଞ୍ଜୁରୀ ହୋଇଥିବାରୁ ବିଧାୟକ ସନତ ଗଡତିଆଙ୍କୁ ଅଞ୍ଚଳବାସୀଙ୍କ ପ୍ରଂଶସା   24-Jul-2026
  ଜିଲ୍ଲା  
ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   24-Jul-2026
  ଜିଲ୍ଲା  
ଜିଲ୍ଲା ପ୍ରଶାସନର ପ୍ରଭାବ - ଏକକ ବ୍ୟବହୃତ ପ୍ଲାଷ୍ଟିକ ଦନା ପରିବର୍ତ୍ତେ ପତ୍ରର ବ୍ୟବହାର   24-Jul-2026
  ଜିଲ୍ଲା  
*ଚତୁର୍ଦ୍ଧା ମୂର୍ତ୍ତୀ ରଥାରୂଢ଼ ହେବା ପରେ ଡାବୁଗାଁରେ ବାହୁଡ଼ା ଯାତ୍ରା ଅନୁଷ୍ଠିତ*   24-Jul-2026

You Might Also Like

           
  ଶି‍କ୍ଷା ଓ ନିଯୁକ୍ତି  

୯୩% ମାର୍କ ରଖ୍ ସଫଳତା ପାଇଲେ ସନ୍ଦୀପ

           
  ଶି‍କ୍ଷା ଓ ନିଯୁକ୍ତି  

ଆଜିଠାରୁ ହେବ ସକାଳୁଆ ସ୍କୁଲ