-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||      *CRG ଚୟନରେ ପାରଦର୍ଶିତା ନେଇ ପ୍ରଶ୍ନ: ସିଆରସି ର ଏକ ପାଖିଆ ନିଷ୍ପର୍ତ୍ତି ରେ ଯୋଗ୍ୟତା ଓ ଅଭିଜ୍ଞତାକୁ ଗୁରୁତ୍ୱ ନାହିଁ*   (09-Sep-2026)       ||     

HOME   ଜିଲ୍ଲା

ଡୁଙ୍ଗୁରିପାଲି ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର :

29-Jul-2024



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ସ୍ତରୀୟ ମିଳିତ ଯୁଗ୍ମ ଜନଶୁଣାଣୀ  ଶିବିର ବ୍ଲକ ସମ୍ମିଳନୀ କକ୍ଷ ଠାରେ  ଅନୁଷ୍ଠିତ ହୋଇଯାଇଛି l  ଜିଲ୍ଲାପାଳ  ଶ୍ରୀମତୀ ଅନ୍ୟା ଦାସ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ବୀରେନ୍ଦ୍ର କୁମାର ନାୟକ ଯୁଗ୍ମ  ଜନଶୁଣାଣୀ ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୯୦  ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୮୨ ଗୋଟି  ଗ୍ରହଣ କରାଯାଇଥିବା ବେଳେ ୦୮ ଗୋଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଛି  l ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ  ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି l ବିଡିଓ ଡୁଙ୍ଗୁରିପାଲି ବିପିନ ବିହାରୀ ଦୀପ ଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ  ଶୁଣାଣି କାର୍ଯ୍ୟକ୍ରମରେ ଜିଲ୍ଲାପରିଷଦ ଅଧ୍ୟକ୍ଷା ସୁପାର ଠେଲା, ପଞ୍ଚାୟତ ସମିତି ଅଧ୍ୟକ୍ଷା ଅହଲ୍ୟା ସାହୁ  ସମେତ ଜିଲ୍ଲା ସ୍ତରରୁ  ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ଅଶ୍ୱିନୀ କୁମାର ମେହେର , ଉପଜିଲ୍ଲାପାଳ ସୋନପୁର ସୂରଜ କୁମାର ପଟ୍ଟନାୟକ , ଅଧିକ୍ଷଣ ଯନ୍ତ୍ରୀ ଇଂ ଦାମୋଦର କୈବର୍ତ୍ତ, ଜିଲ୍ଳା ମୁଖ୍ୟ ଯୋଗାଣ ଅଧିକାରୀ ସୁରେଶ ପାଣିଗ୍ରାହୀ , ଜିଲ୍ଲା ପଞ୍ଚାୟତ ଅଧିକାରୀ ଅର୍ଜୁନ ଚରଣ ମାଝୀ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ୱିନୀ କୁମାର ଭୋଇ, ଜିଲ୍ଲା ସଂସ୍କୃତି ଅଧିକାରୀ ଯମୁନା ପ୍ରଧାନ, ଜିଲ୍ଲା ମଙ୍ଗଳ ଅଧିକାରୀ ଅଚ୍ୟୁତାନନ୍ଦ ସିଂ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ, ଜିଲ୍ଳା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ , ଜିଲ୍ଲା କ୍ରୀଡା ଅଧିକାରୀ ଚିତ୍ତରଞ୍ଜନ ମିଶ୍ର , ଜିଲ୍ଲା ଶ୍ରମ ଅଧିକାରୀ ସବିତା କୁମାରୀ ନାୟକ, ଜିଲ୍ଲା ମତ୍ସ୍ୟ ଅଧିକାରୀ ପ୍ରସନ୍ନ କୁମାର ପଟ୍ଟନାୟକ , ନିର୍ବାହୀ ଯନ୍ତ୍ରୀ ଟି ପି ଡବ୍ଲୁ ଓ ଡି ଏଲ ଅଶୋକ କୁମାର ମିଶ୍ର, ନିର୍ବାହୀ ଯନ୍ତ୍ରୀ ଗ୍ରାମ୍ୟ ଉନ୍ନୟନ ବି ଏନ ରେଡ୍ଡୀ, ନିର୍ବାହୀ ଯନ୍ତ୍ରୀ ଉଠା ଜଳ ସେଚ ପ୍ରକଳ୍ପ ପ୍ରଫୁଲ୍ଲ କୁମାର ବେହେରା, ଉପ ନିର୍ଦେଶକ ହେଣ୍ଡିକ୍ରାଫ୍ଟ ବନମାଳୀ ଟପ୍ପୋ, ଫରେଷ୍ଟ ରେଞ୍ଜ ଅଫିସର ଡମ୍ବରୁ ଧର ପ୍ରଧାନ, ଉପ ନିର୍ଦେଶକ ହସ୍ତତନ୍ତ ବିନୟ ପୃଷ୍ଟି, ଜି.ଏମ. ଜିଲ୍ଲା ଶିଳ୍ପ କେନ୍ଦ୍ର ଅଭିଜିତ ତ୍ରିପାଠୀ, ସିଡିଭିଓ ଡ଼ଃ ପରମାନନ୍ଦ ସେଠୀ, ତହସିଲଦାର ରାମପୁର ବିମଳ ପାତ୍ର , ଡେପୁଟି କଲେକ୍ଟର (ଗ୍ରୀଭେନସ) ଶୁଭଶ୍ରୀ ରଥ, ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ , ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ l


News Comment




Photo in News

Advertisment
Lastest News
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026
  ଜିଲ୍ଲା  
କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   09-Sep-2026

You Might Also Like