-+91-9937148622 |

prerana_bgr@rediffmail.com |

  Saturday 25th July 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଟ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ କୁ ନେଇ କଂଗ୍ରେସର ବିକ୍ଷୋଭ ପ୍ରଦର୍ଶନ   (25-Jul-2026)       ||      ଜଙ୍ଗଲ ରାସ୍ତାରେ ଡକାୟତି ଅଭିଯୋଗ ରେ ଦୁଇ ଗିରଫ   (25-Jul-2026)       ||      *ଶ୍ରୀ ବଡ଼ ଜଗନ୍ନାଥ ଙ୍କ ବାହୁଡ଼ା ଯାତ୍ରା ଓ ସାଂସ୍କୃତିକ କାର୍ଯ୍ୟ କ୍ରମ ମହା ସମାରୋହରେ ପାଳିତ*- *ଜିଲ୍ଲାପାଳ ଙ୍କ ସଙ୍ଗୀତ ରେ ଝୁମିଲେ ଦର୍ଶକ*-   (25-Jul-2026)       ||      ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ନିଃଶୁଳ୍କ ମାସିକ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର   (25-Jul-2026)       ||      ଓଡିଆ ସାହିତ୍ୟ ସେବା ଓ ସୁରକ୍ଷା ପରିବାରର ଆନୁକୁଲ୍ୟରେ ଭଜନ ସମାରୋହ    (25-Jul-2026)       ||      ବରଗଡ଼ ଲାୟନ୍ସ କ୍ଳବ୍ ପକ୍ଷରୁ ଶୁଖିଲା ଖାଦ୍ୟ ବଣ୍ଟନ    (25-Jul-2026)       ||      ତରାବୋଇରେ ଧୁମ,ଧାମରେ ପାଳିତ ହେଲା ୪୬ତମ ବାହୁଡ଼ା ଯାତ୍ରା   (25-Jul-2026)       ||      ଖବର ଆଜିର ତାରିଖ ୨୫/୦୭/୨୬, ଶନିବାର    (25-Jul-2026)       ||      କଣ୍ଟାବାଞ୍ଜି ଡାକ୍ତରଖାନାରେ ଶବକୁ କାନ୍ଧରେ ବୋହିବା ଘଟଣା: ଭାଇରାଲ ଭିଡିଓକୁ ନେଇ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ସ୍ପଷ୍ଟୀକରଣ ସରକାର ଙ୍କୁ ବଦନାମ ଚକ୍ରାନ୍ତ    (25-Jul-2026)       ||      ନୂତନ ବିଦ୍ୟାଳୟ ପରିଚାଳନା କମିଟି ଗଠନ   (25-Jul-2026)       ||      ବଲାଙ୍ଗୀର ଦିବ୍ୟଜୀବନ ସଂଘ ରେ ପବିତ୍ର ରଥ ଯାତ୍ରା ଓ ବାହୁଡ଼ା ଯାତ୍ରା    (25-Jul-2026)       ||      ନିଟ୍ ୟୁଜି ପେପର୍ ଲିକ୍ ଏବଂ ଦିଲ୍ଲୀରେ ଛାତ୍ର ପ୍ରତିବାଦକାରୀଙ୍କ1ଙ୍କ ଉପରେ ପୁଲିସର ବର୍ବରତାକୁ ନିନ୍ଦା କରି ସମ୍ବଲପୁର ଜିଲା କଂଗ୍ରେସ କମିଟି ପକ୍ଷରୁ ପ୍ରତିବାଦ    (25-Jul-2026)       ||      ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବୀ କରିଛି ବିଜୁ ଜନତା ଦଳ ନେତାଙ୍କ ପ୍ରତିବାଦ ସମ୍ବଲପୁର ଜିଲ୍ଲା..   (25-Jul-2026)       ||      ଦୁଇ ପାଦ୍ ଦୂର୍ ସର୍ଟ ଫିଲ୍ମ ର ଶୁଭ ମୁହରତ    (24-Jul-2026)       ||      ଏସ୍.ଆଇ.ଆର୍. ପ୍ରକ୍ରିୟାର ଅଗ୍ରଗତିର ସମୀକ୍ଷା କଲେ ଆର୍ଥିକ ପରାମର୍ଶଦାତା ତଥା ଅତିରିକ୍ତ ସଚିବ   (24-Jul-2026)       ||      ମୂଖ୍ଯମନ୍ତ୍ରୀ ସଡକ ଯୋଜନାରେ ମଞ୍ଜୁରୀ ହୋଇଥିବାରୁ ବିଧାୟକ ସନତ ଗଡତିଆଙ୍କୁ ଅଞ୍ଚଳବାସୀଙ୍କ ପ୍ରଂଶସା   (24-Jul-2026)       ||      ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (24-Jul-2026)       ||      ଜିଲ୍ଲା ପ୍ରଶାସନର ପ୍ରଭାବ - ଏକକ ବ୍ୟବହୃତ ପ୍ଲାଷ୍ଟିକ ଦନା ପରିବର୍ତ୍ତେ ପତ୍ରର ବ୍ୟବହାର   (24-Jul-2026)       ||      *ଚତୁର୍ଦ୍ଧା ମୂର୍ତ୍ତୀ ରଥାରୂଢ଼ ହେବା ପରେ ଡାବୁଗାଁରେ ବାହୁଡ଼ା ଯାତ୍ରା ଅନୁଷ୍ଠିତ*   (24-Jul-2026)       ||      ଭରସୂଜା ଅମୃତ ଧାରା ସୁଚାରୁ  ରୂପେ ପରିଚାଳିତ, ଏହାକୁ ନେଇ ବ୍ଲକ ଉପାଧ୍ୟାକ୍ଷା ଙ୍କ ପ୍ରେସବିବୃତି    (24-Jul-2026)       ||     

HOME   ଜିଲ୍ଲା

ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଛାତ୍ର ଛାତ୍ରୀଙ୍କ ପାଇଁ ଶୌଚାଳୟ ନାହିଁ

29-Jul-2024



ଆଗଲପୁର, (ବିନୋଦ ଦୀପ) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ର ଉପରବାହାଲ ଗ୍ରାମରେ ଥିବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ଶୌଚାଳୟ ନାହିଁ l ଆଗରୁ ନିର୍ମିତ ହୋଇଥିବା ପୁରୁଣା ଶୌଚାଳୟ ଭାଙ୍ଗି ଜରାଜୀର୍ଣ୍ଣ ଅବସ୍ଥାରେ ପଡ଼ି ରହିଛି l ତା ସାଙ୍ଗକୁ ସ୍କୁଲପାଚେରୀ ମଧ୍ୟ ତିନି ବର୍ଷରୁ ଅଧିକ ହେଲାଣି ଭୁଶୁଡ଼ି ପଡ଼ିଛି। ଛାତ୍ରଛାତ୍ରୀ ମାନେ ବିପଦ ସଙ୍କୁଳ ଅବସ୍ଥାରେ ଶୌଚ ହେବାକୁ ଯାଉ ଥିବାର ଦେଖିବାକୁ ମିଳିଛି। ସ୍କୁଲ କୁ ଲାଗି ଅନାବନା ଘାସ, ଲତା ଲାଗି ରହି ଥିବାରୁ ସ୍କୁଲ କୁ ସାପ, ବେଙ୍ଗ, ବିଛୁ ଇତ୍ୟାଦି ଅନ୍ୟାନ୍ୟ ସରୀସୃପ ଆସିବାର ଭୟ ରହିଛି l ଏ ବିଷୟରେ ସ୍କୁଲ ର ପ୍ରଧାନ ଶିକ୍ଷକ ଙ୍କୁ ପଚାରିବାରୁ ତିନି ବର୍ଷରୁ ଅଧିକ ହେଲାଣି ଏମିତି ଅବସ୍ଥାରେ ପଡ଼ି ରହିଛି ବୋଲି ସୂଚନା ଦେଇଛନ୍ତି। ଗୋଷ୍ଠୀ ଶିକ୍ଷାଧିକାରୀ ଶ୍ରୀ ଶ୍ୟାମ ମେହେର ଙ୍କୁ ଭେଟି ତାଙ୍କର ପ୍ରତିକ୍ରିୟା ମଧ୍ୟ ନେଇଛୁ  l ଯଥାଶୀଘ୍ର ଏ ବିଷୟରେ ତଦନ୍ତ କରି ତୁରନ୍ତ ଆବଶ୍ୟକ ପଦକ୍ଷେପ ନିଆ ଯିବ ବୋଲି ଶ୍ରୀ ମେହେର ପ୍ରକାଶ କହିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ନିଟ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ କୁ ନେଇ କଂଗ୍ରେସର ବିକ୍ଷୋଭ ପ୍ରଦର୍ଶନ   25-Jul-2026
  ଜିଲ୍ଲା  
ଜଙ୍ଗଲ ରାସ୍ତାରେ ଡକାୟତି ଅଭିଯୋଗ ରେ ଦୁଇ ଗିରଫ   25-Jul-2026
  ଜିଲ୍ଲା  
*ଶ୍ରୀ ବଡ଼ ଜଗନ୍ନାଥ ଙ୍କ ବାହୁଡ଼ା ଯାତ୍ରା ଓ ସାଂସ୍କୃତିକ କାର୍ଯ୍ୟ କ୍ରମ ମହା ସମାରୋହରେ ପାଳିତ*- *ଜିଲ୍ଲାପାଳ ଙ୍କ ସଙ୍ଗୀତ ରେ ଝୁମିଲେ ଦର୍ଶକ*-   25-Jul-2026
  ଜିଲ୍ଲା  
ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ନିଃଶୁଳ୍କ ମାସିକ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର   25-Jul-2026
  ଜିଲ୍ଲା  
ଓଡିଆ ସାହିତ୍ୟ ସେବା ଓ ସୁରକ୍ଷା ପରିବାରର ଆନୁକୁଲ୍ୟରେ ଭଜନ ସମାରୋହ   25-Jul-2026
  ଜିଲ୍ଲା  
ବରଗଡ଼ ଲାୟନ୍ସ କ୍ଳବ୍ ପକ୍ଷରୁ ଶୁଖିଲା ଖାଦ୍ୟ ବଣ୍ଟନ   25-Jul-2026
  ରାଜ୍ୟ  
ତରାବୋଇରେ ଧୁମ,ଧାମରେ ପାଳିତ ହେଲା ୪୬ତମ ବାହୁଡ଼ା ଯାତ୍ରା   25-Jul-2026
  ଦେଶ ବିଦେଶ  
ଖବର ଆଜିର ତାରିଖ ୨୫/୦୭/୨୬, ଶନିବାର    25-Jul-2026
  ଜିଲ୍ଲା  
କଣ୍ଟାବାଞ୍ଜି ଡାକ୍ତରଖାନାରେ ଶବକୁ କାନ୍ଧରେ ବୋହିବା ଘଟଣା: ଭାଇରାଲ ଭିଡିଓକୁ ନେଇ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ସ୍ପଷ୍ଟୀକରଣ ସରକାର ଙ୍କୁ ବଦନାମ ଚକ୍ରାନ୍ତ   25-Jul-2026
  ଜିଲ୍ଲା  
ନୂତନ ବିଦ୍ୟାଳୟ ପରିଚାଳନା କମିଟି ଗଠନ   25-Jul-2026
  ରାଜ୍ୟ  
ବଲାଙ୍ଗୀର ଦିବ୍ୟଜୀବନ ସଂଘ ରେ ପବିତ୍ର ରଥ ଯାତ୍ରା ଓ ବାହୁଡ଼ା ଯାତ୍ରା   25-Jul-2026
  ଜିଲ୍ଲା  
ନିଟ୍ ୟୁଜି ପେପର୍ ଲିକ୍ ଏବଂ ଦିଲ୍ଲୀରେ ଛାତ୍ର ପ୍ରତିବାଦକାରୀଙ୍କ1ଙ୍କ ଉପରେ ପୁଲିସର ବର୍ବରତାକୁ ନିନ୍ଦା କରି ସମ୍ବଲପୁର ଜିଲା କଂଗ୍ରେସ କମିଟି ପକ୍ଷରୁ ପ୍ରତିବାଦ   25-Jul-2026

You Might Also Like