-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||     

HOME   ଜିଲ୍ଲା

ଯୁବ ରେଡକ୍ରସ ର ନବରଙ୍ଗପୁର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ

29-Jul-2024



ନବରଙ୍ଗପୁର -(ମିହିର ଶଙ୍କର ପାତ୍ର,)
ରେଡକ୍ରସ ଓଡ଼ିଶା ରାଜ୍ୟ ଶାଖା, ଭୁବନେଶ୍ୱର ଙ୍କ ନିର୍ଦ୍ଦେଶ କ୍ରମେ ନବରଙ୍ଗପୁର ମହାବିଦ୍ୟାଳୟ ଠାରେ ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ ସମାବେଶ ଆୟୋଜିତ ହୋଇ ଯାଇଛି। ଜିଲ୍ଲା ର ୪୭ ଗୋଟି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଏବଂ ୧୩ ଗୋଟି ସ୍ନାତକ ମହାବିଦ୍ୟାଳୟ ରୁ ପ୍ରାୟ ପଞ୍ଚାଅଶି ଜଣ ଅଧ୍ୟକ୍ଷ ଓ କାଉନସିଲର ମାନେ ଯୋଗ ଦେଇଥିଲେ। ମହାବିଦ୍ୟାଳୟ ଅଧ୍ୟକ୍ଷ ଶ୍ରୀ ଡି. ଗୋବିନ୍ଦା ରାଓ ଙ୍କ ସଭାପତିତ୍ବରେ ମୁଖ୍ୟ ଅତିଥି ଭାବରେ ଅତିରିକ୍ତ ଜିଲ୍ଲାପାଳ ମହେଶ୍ବର ଚନ୍ଦ୍ର ନାୟକ ଯୋଗଦେଇ ଛାତ୍ର ଛାତ୍ରୀଙ୍କୁ ଯୁବ ରେଡକ୍ରସ୍ ନିଶ୍ଚିତ ସମାଜ ସେବା ଆଡ଼କୁ ନେବା ସହ ଜିଲ୍ଲା ରକ୍ତ ଭଣ୍ଡାର ର ସୂଚନା ସଂଗ୍ରହ କରି ବିଭିନ୍ନ ମହାବିଦ୍ୟାଳୟ ରେ ରକ୍ତ ଦାନ ଶିବିର କରିବା ପାଇଁ ପରାମର୍ଶ ଦେଇଥିଲେ।ରେଡକ୍ରସ୍ ର ଆଜୀବନ ସଦସ୍ୟ ତଥା ସମାଜସେବୀ ଶ୍ରୀ ଜଗନ୍ନାଥ ମହାପାତ୍ର ସ୍ୱତନ୍ତ୍ର ଅତିଥି ଭାବେ ଯୋଗ ଦେଇ  କଲେଜ ସ୍ତରରେ ସମାଜ ସେବାରେ ରେଡ଼କ୍ରସ ର ଭୂମିକା ଉପରେ ଦିଗଦର୍ଶନ ଦେବା ସହ ସମାଜ ସେବା ପାଇଁ ସମସ୍ତ ପ୍ରକାର ସହଯୋଗ ସବୁବେଳେ ଯୋଗାଇ ଦିଆଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ।ଅଧ୍ୟକ୍ଷ ଶ୍ରୀ ଡି. ଗୋବିନ୍ଦା ରାଓ ପାଠପଢ଼ା ସହ ଛାତ୍ର ଛାତ୍ରୀଙ୍କୁ ବିଭିନ୍ନ କ୍ଷେତ୍ରରେ ବିକାଶ କରିବା ପାଇଁ ଆହ୍ୱାନ କରି ରେଡ଼କ୍ରସ  ଏକ ଉଚିତ୍ ମାଧ୍ୟମ ବୋଲି ପ୍ରକାଶ କରିଥିଲେ। ଜିଲ୍ଲା ଆପାତ କାଳୀନ ଅଧିକାରି ଗୀତାଞ୍ଜଳି ବେହେରା ସମ୍ମାନିତ ଅତିଥି ଭାବେ ଯୋଗଦେଇ ଜିଲ୍ଲା ରେଡ଼କ୍ରସ ସର୍ବଦା ସହଯୋଗ ର ହାତ ବଢ଼ାଇବ ବୋଲି କହିଥିଲେ। ଅତିଥି ମାନେ ସମଗ୍ର ଜିଲ୍ଲା ପାଇଁ "ପ୍ରତି ଅନୁଷ୍ଠାନ ରେ ଗୋଟିଏ ବରଗଛ ଅଭିଯାନ" ପ୍ରକଳ୍ପର ଉଦଘାଟନ କରିବା ସହିତ ସାଙ୍କେତିକ ଭାବରେ ଦୁଇଟି ବରଗଛ ଲଗାଇଥିଲେ। ପର୍ଯ୍ୟାୟ କ୍ରମେ ଓଡ଼ିଶା ତଥା ଭାରତରେ ପ୍ରକଳ୍ପର ପ୍ରସାର ସହ ଜିଲ୍ଲା ରେଡକ୍ରସ ର କାର୍ଯ୍ୟ କୁ ଜାତୀୟ ସ୍ତର ରେ ପହଞ୍ଚାଇବା ପାଇଁ କାର୍ଯ୍ଯ କରାଯାଉଛି ବୋଲି ରେଡ଼କ୍ରସ ଜିଲ୍ଲା ଆବାହକ ଦିଲ୍ଲୀପ କୁମାର ହୋତା ପ୍ରକାଶ କରିଥିଲେ। କଲେଜ ସ୍ତରରେ ରେଡକ୍ରସ କୁ ସକ୍ରିୟ କରିବା ସହ ଆଗାମୀ ଦିନରେ ଯୁବ ରେଡକ୍ରସ ର ବିଭିନ୍ନ କାର୍ଯ୍ୟକ୍ରମ ବିଷୟରେ ରେଡ଼କ୍ରସ ଜିଲ୍ଲା ସଂଯୋଜକ ଅଖିଳ କୁମାର ଭଟ୍ଟ ସୂଚନା ଦେଇଥିଲେ । ବିଭିନ୍ନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ମହାବିଦ୍ୟାଳୟ ରୁ ଆସିଥିବା ଅଧ୍ୟକ୍ଷ ଓ କାଉନସିଲର ମାନେ ନିଜ ନିଜ ବକ୍ତବ୍ୟ ରଖିଥିଲେ।ସମଗ୍ର କାର୍ଯକ୍ରମ କୁ ବିଭିନ୍ନ ବିଭାଗ କୁ ସଂଯୋଜନା କରିଥିଲେ ଅଧ୍ୟାପକ ଶ୍ରୀ ଶମ୍ଭୁ ପ୍ରାସାଦ ହୋତ୍ତା । ବିଭିନ୍ନ ବିଭାଗର ପ୍ରମୁଖ ଦାୟିତ୍ବରେ ଥିଲେ ଯୁବ କାଉନସିଲର ଅଧ୍ୟାପିକା ରଜନୀ ମିଞ୍ଜ, ନିର୍ମଳା ହିକିକା ଓ ଅଶ୍ଵିନୀ ବେହେରା। ଶ୍ରୀ ଆଶୋକ ପାତ୍ର ସ୍ଵାଗତ ସଙ୍ଗୀତ ପରିବେଷଣ କରିଥିଲେ । କାଉନସିଲର ଅଧ୍ୟାପିକା ରଜନୀ ମିଞ୍ଜ ଧନ୍ୟବାଦ ପ୍ରଦାନ କରିବା ସହ କାର୍ଯ୍ୟକ୍ରମ ଆୟୋଜନ କରିବା ପାଇଁ ସିକୃତୀ ଦେଇଥିବାରୁ ରାଜ୍ୟ ରେଡ଼କ୍ରସ କୁ କୃତଜ୍ଞତା ଜଣାଇଥିଲେ।ଶ୍ରୀ ପ୍ରଶାନ୍ତ ମିଶ୍ର,ସାଇ, ସୀତାରାମ, ବନମାଳୀ, ରାଜନ୍ ତ୍ରିପାଠୀ, ଗୋବିନ୍ଦ  ପ୍ରମୁଖ ସହଯୋଗ କରିଥିଲେ।ସର୍ବୋପରି ପ୍ରାୟ ନବେ ସଭ୍ୟ ସଭ୍ୟା ଙ୍କୁ ନେଇ ଅନୁଷ୍ଠିତ ଉତ୍ସବ ରେ ଅନେକ ଗୁଡ଼ିଏ ପ୍ରସ୍ତାବକୁ ବିଚାରକୁ ନିଆଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    10-Sep-2026
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026

You Might Also Like