-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||     

HOME   ଜିଲ୍ଲା

ଏନ୍ ସି ସି କ୍ୟାଡେଟ ସତ୍ୟ ନାରାୟଣ ବାଗ ଙ୍କୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ସମ୍ବର୍ଦ୍ଧନା :- ଦେଶରେ ଏକ୍ ଭାରତ ଶ୍ରେଷ୍ଠ ଭାରତ ବାର୍ତ୍ତା ପହଞ୍ଚାଇ ଫେରିଲେ ସତ୍ୟ ନାରାୟଣ:-

29-Jul-2024



ସୁବର୍ଣ୍ଣପୁର, (ମନୋରଞ୍ଜନ ତ୍ରିପାଠୀ )ସୋନପୁର କଲେଜର ଏନସିସି କ୍ୟାଡେଟ ତଥା ସୋନପୁର ମାଟିର ସାହସୀ ପୁଅ ସତ୍ୟନାରାୟଣ ବାଗ ଏକ ଭାରତ ଶ୍ରେଷ୍ଠ ଭାରତ, ଶତ ପ୍ରତିଶତ ମତଦାନ ସାବ୍ୟସ୍ତ କରିବା,  ସଡ଼କ ସୁରକ୍ଷା, ରକ୍ତ ଦାନ ଓ ସ୍ବଚ୍ଛତା ସଚେତନତା ବାର୍ତ୍ତା ନେଇ ସାଇକେଲ ରେ ସାରା ଭାରତ ଭ୍ରମଣ କରି  ଆଜି ସୋନପୁର ରେ ପହଞ୍ଚିଲେ l ଅପ୍ରେଲ ୫ତାରିଖ ରୁ ଦୀର୍ଘ ୪ ମାସ ସାଇକଲ ରେ ଯାତ୍ରା ସାରି ଆଜି ଅପରାହ୍ନ ରେ ଶ୍ରୀ ବାଗ ସୋନପୁର ରେ ପହଞ୍ଚିଲା ପରେ ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ  ସୋନପୁର ମାଟିର ସନ୍ତାନ ଶ୍ରୀ ବାଗ ଙ୍କୁ ଜିଲ୍ଲାପ୍ରଶାସନ ତରଫରୁ ଜିଲ୍ଲାପାଳ ଶ୍ରୀମତୀ ଅନ୍ୟା ଦାସ ଫୁଲ ତୋଡା ଓ ଉପ ଢୌକନ ପ୍ରଦାନ ପୂର୍ବକ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ କରି ଦୁଃସାହାସିକ ସାଇକେଲ ଯାତ୍ରା ର ଅନୁଭୂତି ପଚାରି ବୁଝିଥିଲେ l ଏନ୍ ସି ସି ଲ୍ୟାଫ୍ଟନେଣ୍ଟ ଆଶିଷ ଅଗ୍ରୱାଲା ଙ୍କ ଦ୍ଵାରା ଆୟୋଜିତ ଓ ସ୍ୱଚ୍ଛ ଭାରତ ସଂଗଠନ ର ମିଳିତ ସହଯୋଗ ରେ ଅନୁଷ୍ଟିତ ଏହି କାର୍ଯ୍ୟକ୍ରମ ରେ ଅତିରିକ୍ତ ଜିଲ୍ଲାପାଳ ରାଜସ୍ବ ରାଜେନ୍ଦ୍ର ମାଝୀ, ଅତିରିକ୍ତ ଜିଲ୍ଲାପାଳ ଜେନେରାଲ ଅଞ୍ଜଲିନା ପଧାନ, ଜିଲ୍ଲା କ୍ରୀଡ଼ା ଅଧିକାରୀ ଚିତ୍ତ ରଞ୍ଜନ ମିଶ୍ର, ସୂଚନା ଲୋକ ସଂପର୍କ ଅଧିକାରୀ ଅଶ୍ଵିନୀ କୁମାର ଭୋଇ, ଜିଲ୍ଲା ପ୍ରଶାସନ ର ବିଭିନ୍ନ ବିଭାଗ ର ଅଧିକାରୀ ଓ କର୍ମଚାରୀ,  ଏନ୍ ସି ସି କ୍ୟାଡେଟ ଛାତ୍ର ଛାତ୍ରୀ, ସ୍ବଚ୍ଛ ଭାରତ ସଙ୍ଗଠନ ଓ ଇନ ଫିନିଟି କ୍ଳବ୍ ର ସଦସ୍ୟ  ଓ ସହରର ବିଭିନ୍ନ କ୍ରୀଡା ଓ ସ୍ୱେଚ୍ଛାସେବୀ ଅନୁଷ୍ଠାନ କର୍ମକର୍ତ୍ତା ପ୍ରମୁଖ ଉପସ୍ଥିତ ରହି ଶ୍ରୀମାନ ବାଗ ଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ କରିଥିଲେ  l ଦୀର୍ଘ ୪ମାସ ସାଇକଲ ଯାତ୍ରା କରିଥିବା ଶ୍ରୀମାନ ବାଗ ବିଭିନ୍ନ ରାଜ୍ୟ ର କଳା ସଂସ୍କୃତି ସହ ଲୋକଙ୍କ ଚାଲି ଚଲଣ ଉପରେ ନିଜର ଅନୁଭୂତି କୁ ପ୍ରକାଶ କରି ଆମ ଦେଶର ବିବିଧତା ରେ ଏକତା କୁ ପ୍ରତ୍ୟକ୍ଷ ଭାବେ ଅନୁଭବ କରିଥିବା ହେତୁ ଦେଶର ପ୍ରଶଂସା କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    10-Sep-2026
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026

You Might Also Like