-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   (10-Sep-2026)       ||      *ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||     

HOME   ଅପରାଧ

ରେଢ଼ାଖୋଲ ପାଣ୍ଡୁରିଶିଳାରେ ସ୍ୱାମୀ, ସ୍ତ୍ରୀ ଙ୍କୁ ନୃଶଂସ ହତ୍ୟା ଘଟଣା, ହତ୍ୟାକାରୀ ଗିରଫ

29-Jul-2024



ନାକଟିଦେଉଳ(କନ୍ଦର୍ପ ବେହେରା): ରେଢ଼ାଖୋଲ ଥାନା ଘୋଷରାମାଲ ପଂଚାୟତ ର ପାଣ୍ଡୁରିଶିଲା ଗ୍ରାମରେ ଗତ ୨୭ ଜୁଲାଇ ରାତିରେ ସ୍ୱାମୀ ଓ ସ୍ତ୍ରୀ ଙ୍କୁ ନୃଶଂସ ଭାବରେ ହତ୍ୟା କରିବା ଘଟଣାରେ ପୋଲିସ ମୃତକର ସଡୁ ଗୋପାଳପୁର ର ଶିରକା କରମା କୁ ଗିରଫ କରିଥିବା ଆଜି ଏକ ସାମ୍ବାଦିକ ସମ୍ମିଳନୀ ରେ ରେଢ଼ାଖୋଲ ଏସ ଡ଼ି ପି ଓ ପ୍ରଶାନ୍ତ କୁମାର ମେହେର ପ୍ରକାଶ କରିଛନ୍ତି l ହତ୍ୟାକାରୀ ଗୋପାଳପୁର ଗ୍ରାମରୁ ଏକୁଟିଆ ପାଣ୍ଡୁରିଶିଲା ଗ୍ରାମକୁ ଯାଇ ସଡୁ ଓ ଶାଳୀ କୁ ହତ୍ୟା କରିବାକୁ ପହଂଚି ଥିଲା l ରାତିରେ ଶାଳୀ ଓ ସଡୁ ଶୋଇଲା ପରେ ପ୍ରଥମେ ଶାଳୀ କୁ ଓ ପରେ ସଡୁ କୁ ହତ୍ୟା କରିଥିଲା ବୋଲି ପୋଲିସ କହିଛି l ଆଜି ହତ୍ୟାକାରୀ କୁ କୋର୍ଟ ଚାଲାଣ କରା ଯାଇଛି l
ରେଢ଼ାଖୋଲ କେସ ନଂ ୧୮୮ ତା ୨୮/୭/୨୪ ୟୁଏସ୍-୩୩୨ (ବି)୧୦୩(ଆଇ) ବିଏନ୍ଏସ୍‌ରେ ମାମଲା ରୁଜୁ କରିଛି । ପ୍ରକାଶ ଯେ, ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ଥାନା ପାଣ୍ଡୁରିଶିଲା ଗ୍ରାମର ଆବ୍ରାହମ କୁଜୁର ( ୩୫) ଓ ତାଙ୍କ ସ୍ତ୍ରୀ କୁଆଁରୀ କୁଜୁର (୨୫) ରାତିରେ ଖିଆପିଆ ସାରି ଶୋଇ ଥିଲେ । ପରିବାର ର ଅନ୍ୟ ସଦସ୍ୟ ମାନେ ମଧ୍ୟ ଶୋଇ ପଡ଼ିଥିଲେ ।
ମୃତକ ଆବ୍ରାହମ ଘରର ବାହାର ବାରଣ୍ଡାରେ ଶୋଇ ଥିବା ବେଳେ ୨ଝିଅ ଓ ପତ୍ନୀ ଭିତର ବାରଣ୍ଡାରେ ଶୋଇ ଥିଲେ ।କିନ୍ତୁ ବଡ ଭାଇ ଓ ଭାଉଜ, ଓ ବୁଢ଼ୀ ମା ଘରର ଅନ୍ୟ କୋଠରୀରେ ଶୋଇ ଥିଲେ । ପତ୍ନୀ ନିଜ ଜୀବନକୁ ବଞ୍ଚାଇବା ପାଇଁ ପଳାଉଥିବା ବେଳେ ହତ୍ୟା କାରି ଘର ଭିତରେ ଗୋଡ଼ାଇ ଗୋଡ଼ାଇ ହତ୍ୟା କରିଥିଲା l ମୃତକ କୁଆଁରୀ ର ମୁଣ୍ଡ ଓ ବେକରେ ଗଭୀର ଆଘାତ ଲାଗିଥିଲା l
ତା ପରେ ସଡୁ କୁ ମଧ୍ୟ ଟାଙ୍ଗିଆ ରେ ହାଣି ପକାଇ ଫେରାର ହୋଇ ଯାଇଥିଲା l
ହତ୍ୟା କାରି ପରିବାର ଅନ୍ୟ ସଦସ୍ୟ ଙ୍କୁ ମଧ୍ୟ ହତ୍ୟା କରି ନ ଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   10-Sep-2026
  ଜିଲ୍ଲା  
*ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    10-Sep-2026
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026

You Might Also Like