-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   (10-Sep-2026)       ||      *ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||     

HOME   ଜିଲ୍ଲା

ନୂଆପଡ଼ା ଓ ବଲାଙ୍ଗୀର ଜିଲ୍ଲାପାଳଙ୍କୁ ଅଧିକ୍ଷଣ ଯନ୍ତ୍ରୀଙ୍କ ଚିଠି

29-Jul-2024



ନୂଆପଡ଼ା  (ରାମନାଥ ପଣ୍ଡା )
ବର୍ତ୍ତମାନର ପାଣି ପାଗ ତଥା ଆସନ୍ତା ଦିନର ପାଣିପାଗକୁ ଆଖି ଆଗରେ ରଖି ନୂଆପଡ଼ା ଜିଲ୍ଲା ଖରୀଆର ବ୍ଲକରେ ଅବସ୍ଥିତ ଲୋୟର ଇନ୍ଦ୍ର ଜଳ ସେଚନ ପ୍ରକଳ୍ପ (ତିଖାଲି ଡେମ )ରୁ ଆସନ୍ତା ୩୧ ତାରିଖ ଦିନ ପ୍ରଥମ ବନ୍ୟା ଜଳ ନିଷ୍କାସନ ନିମନ୍ତେ ଲୋୟର ଇନ୍ଦ୍ର ଜଳ ସେଚନ ପ୍ରକଳ୍ପର ଅଧିକ୍ଷଣ ଯନ୍ତ୍ରୀ ସୌମ୍ୟ ରଞ୍ଜନ ଜୟପୁରିଆ ଉଭୟ ନୂଆପଡ଼ା ଓ ବଲାଙ୍ଗୀର ଜିଲ୍ଲାପାଳଙ୍କୁ ଚିଠି ନଂ ୩୧୫୦(୨) ,ତାରିଖ ୨୯ -୭-୨୦୨୪ ଅନୁସାରେ ଜଣାଇଥିବା ସହ ସି ସି ଇ ଲୋୟର ଇନ୍ଦ୍ର ଇରିଗେ ସନ୍ ଖରୀଆର,ସି ଇ ଡେମ୍ ସେଫ୍ ଟି, ଭୁବନେଶ୍ୱର ଓ ଇଞ୍ଜିନିୟର ଇନ୍ ଚିଫ୍ (ଡି ଓ ଡବ୍ଲୁ ଆର୍) ଭୁବନେଶ୍ୱରକୁ ମଧ୍ୟ ପ୍ରେରଣ କରିଛନ୍ତି ।ପ୍ରକଳ୍ପର ଜଳ ଧାରଣ କ୍ଷମତା ଅନୁସାରେ ବର୍ତ୍ତମାନ ପାଖାପାଖି ଜଳରାଶି ହୋଇ ଯାଇଥିବାରୁ ତଥା ପାଣି ପାଗ ବିଭାଗୀୟ ସୂଚନାନୁଯାୟୀ   ଆଗାମୀ ଦିନର ଲଘୁଚାପକୁ କେନ୍ଦ୍ରକରି ଜଳ ଜଳ ସେଚନ ବିଭାଗୀୟ ଅଧିକ୍ଷଣ ଯନ୍ତ୍ରୀ ଏହି ପଦକ୍ଷେପ ଗ୍ରହଣ କରିଥିବା ଜଣାଯାଏ । ଜଳ ନିଷ୍କାସନ କରାଯିବ ବୋଲି ନଦୀ କୂଳିଆ ତଥା ଡେମ ଅଞ୍ଚଳର ଚତୁଃ ପାର୍ଶ୍ଵରେ ଥିବା ଗ୍ରାମ ଗୁଡିକରେ ଲୋକଙ୍କୁ ଡାକବାଜି ଯନ୍ତ୍ର ମାଧ୍ୟମରେ ସୂଚନା ପ୍ରଦାନ କରା ଯିବାର ବ୍ୟବସ୍ଥା କରାଯାଇଛି । ଲୋକଙ୍କ ସୁରକ୍ଷା ଦୃଷ୍ଟିରୁ ଲୋକଙ୍କୁ ଅବଗତ କରୁଛନ୍ତି ବିଭାଗୀୟ କର୍ମଚାରୀ ।ସୁବିଧାରେ ଜଳ ସେଚନ କରି ଚାଷୀ କେମିତି ଆଗକୁ ବଢିବ ତା ପାଇଁ ଅଧିକ୍ଷଣ ଯନ୍ତ୍ରୀ ଙ୍କ ସହିତ ଅନ୍ୟ କର୍ମଚାରୀ ଅହରହ ପ୍ରୟାସ କରିବା ଦେଖିବାକୁ ମିଳିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   10-Sep-2026
  ଜିଲ୍ଲା  
*ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    10-Sep-2026
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026

You Might Also Like