-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   (10-Sep-2026)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   (10-Sep-2026)       ||      *ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||     

HOME   ଜିଲ୍ଲା

ବ୍ଲକସ୍ତରୀୟ ସ୍ୱାଧୀନତା ଦିବସ ପାଇଁ ପ୍ରଶାସନ ପ୍ରସ୍ତୁତି ବୈଠକ 

29-Jul-2024



ହରଭଙ୍ଗା (ଦେବବ୍ରତ ଦାଶ ଙ୍କ ରିପୋର୍ଟ ) ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ରେ ଆସନ୍ତା ସ୍ୱାଧୀନତା ଦିବସ ପାଇଁ ବ୍ଲକ ସ୍ତରୀୟ ପ୍ରସ୍ତୁତି ବୈଠକ ପଞ୍ଚାୟତ ସମିତି ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି l ଏନେଇ ବିଡ଼ିଓ ସରତ ସେଠି ଙ୍କ ଅଧକ୍ଷତା ରେ ବୈଠକ ରେ ତହସିଲଦାର ବିଭୁ ପ୍ରସାଦ ସିଂ, ଥାନା ଅଧିକାରୀ ସାରଦା ପ୍ରସ୍ସନ ଦାସ, ସହକାରୀ ଯନ୍ତ୍ରୀ ମନରଞ୍ଜନ ପାତ୍ର, ଉପସ୍ଥିତ ରହି ସ୍ୱାଧୀନତା ଦିବସ ର ପ୍ରସ୍ତୁତି ଉପରେ ବିଭିନ୍ନ ଆଲୋଚନା କରିଥିଲେ l ପ୍ରଥମେ ଜାତୀୟ ପତକା ଉତ୍ତୋଳନ ପରେ ଅନୁଷ୍ଠିତ ହେବାକୁ ଥିବା ବ୍ଲକ ସ୍ତରୀୟ ପ୍ୟାରେଡ, ବିଭିନ୍ନ ବିଦ୍ୟାଳୟ ର କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରିବା ଆଦି ବିଭିନ୍ନ ବିଷୟ ରେ ଆଲୋଚନା କରାଯାଇଥିଲା l ଏହି ବୈଠକ ରେ ବ୍ଲକର ବିଭିନ୍ନ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ, କନିଷ୍ଟ ମହାବିଦ୍ୟାଳୟ ଅଧକ୍ଷା ଧରିତ୍ରୀ ରାଣୀ କାନୁନ ଗୋ,, ଡିଗ୍ରୀ ମହାବିଦ୍ୟାଳୟ ର ଅଧକ୍ଷ ରମେଶ ଚନ୍ଦ୍ର ତାରିଣୀଆ,ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ର ପ୍ରଧାନ ଆଚାର୍ଯ୍ୟ ମକଦମା ମହାରଣl ଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ମାନେ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   10-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   10-Sep-2026
  ଜିଲ୍ଲା  
*ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    10-Sep-2026
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026

You Might Also Like