-+91-9937148622 |

prerana_bgr@rediffmail.com |

  Tuesday 6th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସେବା ସେତୁ କାର୍ଯ୍ୟକ୍ରମ   (06-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (06-Oct-2026)       ||      ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   (06-Oct-2026)       ||      ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   (06-Oct-2026)       ||      ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||      ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||      ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||     

HOME   ଅପରାଧ

ତରଭା ସହରରେ ଡ୍ରେନେଜ ବ୍ୟବସ୍ଥା ଫେଲ୍: ରାସ୍ତାରେ ଆଣ୍ଠୁଏ ପାଣି

29-Jul-2024



ତରଭା,  ତରଭା ସହର ରେ ବର୍ଷା ହେଲେ ବର୍ଷା ପାଣି ଯିବା ପାଇଁ ଆବଶ୍ୟକ ମୁତାବକ ଡ୍ରେନେଜ ବ୍ୟବସ୍ଥା ନଥିବା ଯୋଗୁଁ ରାସ୍ତା ଉପରେ ଆଣ୍ଠୁଏ ପାଣି ରହୁଛି I ସତେ ଯେମିତ ସହର ମୁଖ୍ୟ ରାସ୍ତା ନୁହେଁ ଏହା ଏକ ନାଳ ପରି ଦେଖା ଯାଉଛି I ସହର ଡାକ୍ତରଖାନା ଛକ ନିକଟରେ ଆବଶ୍ୟକ ମୁତାବକ ଡ୍ରେନେଜ ବ୍ୟବସ୍ତା ନଥିବାରୁ ବର୍ଷା ପାଣି ନାଳ ପରି ଜମା ହୋଇ ରହୁଛି I ସହର ର ମୁଖ୍ୟ ରାସ୍ତା ହୋଇଥିବାରୁ ଯାନବାହାନ ସବୁସମୟରେ ଯାତାୟାତ କରିଥାଏ I ବର୍ଷା ପାଣି ନିଷ୍କସନଠିକ ଭାବରେ ହୋଇ ପାରୁ ନ ଥିବାରୁ  ଫଳରେ ଗାଡି ମାନେ ଗଲେ ରାସ୍ତା ର ଉଭୟ ପାର୍ଶ୍ୱ ରେ  ଥିବା ଦୋକାନ ମାନଙ୍କୁ ପାଣି ପଶି ଯାଉଛି  I ଅନେକ ସମୟରେ ପାଣି ନେଇ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେଉଛି  I ସେହିପରି ସହର ଅନ୍ୟ ମୁଖ୍ୟ  ନୁଆଁ ପଡ଼ା ରାସ୍ତା ରେ ସବୁବେଳେ ପାଣି ଜମା ହୋଇ ରହୁଛି  I  ଏହି ରାସ୍ତା  କୋଟି ଟଙ୍କା ଖର୍ଚ୍ଚ କରାଯାଇ ଭୁତଳ ନାଳ ନିର୍ମାଣ କରାଯାଇଛି  I ହେଲେ ଅନେକ ସ୍ଥାନ ରେ ପାଣି ଜମା ହୋଇ ରହୁଛି I ଯାନବାହାନ ଯାତାୟାତ ବେଳେ ଅଞ୍ଚଳ ବାସୀ ବିଭିନ୍ନ ଅସୁବିଧା ପାଉଛନ୍ତି I ଏନ ଏ ସି ପ୍ରଶାସନ କୁ ଅନେକ ସମୟରେ ଦୃଷ୍ଟି ଆକର୍ଷଣ କରିଥିଲେ ମଧ୍ୟ୍ୟ କେହି ଦୃଷ୍ଟି ଦେଉନାହାନ୍ତି  I  ବର୍ଷା ହେଲେ ସାପ୍ତାହିକ ବଜାର କଥା ନ କହିବା କଥା I  ସବୁବେଳେ କାଦୁଅ ପଚପଚ ଓ ଶାନ୍ତସନ୍ତିଆହୋଇ ରହିଥାଏ  I ବ୍ୟବସାୟୀ ଓ ଗ୍ରାହକ ମାନେ ନାହିଁ ନ ଥିବାର ଅସୁବିଧା ର ସମୁଖୀନ ହେଉଛନ୍ତି  I  ଏନ ଏ ସି କତୃପକ୍ଷ ସାପ୍ତାହିକ ବଜାର ଓ ଦୈନିକ ବଜାର ରୁ ଲକ୍ଷାଧିକ ଟଙ୍କା ଲିଜ ମଧ୍ୟ୍ୟମରେ ପାଉଛନ୍ତି I ହେଲେ କତୃପକ୍ଷ ବ୍ୟବସାୟ ଓ ସାଧାରଣଗ୍ରାହକ ଙ୍କ ପାଇଁ କୌଣସି ପ୍ରକାର ସୁବିଧା କରାଯାଉ ନ ଥିବା ରୁ ସବେଳେ ଅସନ୍ତୋଷ ବୃଦ୍ଧି ପାଉଛି I  ସାପ୍ତାହିକ ବଜାର ରେ ମଧ୍ୟ୍ୟ ବର୍ଷା ପାଣି ଡ୍ରେନେଜ ବ୍ୟବସ୍ଥା ଠିକ ନଥିବାରୁ ଏହି ପରି ସମସ୍ୟା ଦେଖା ଦେଉଛି I ସମସ୍ୟା ସମାଧାନ ପାଇଁ ଏନ ଏ ସି କତୃପକ୍ଷ ଦୃଷ୍ଟି ଦେବା ପାଇଁ ଦାବୀ ହେଉଛି  I 
(ରିପୋର୍ଟ: କପିଳାସ ସେଠ,ତରଭା)


News Comment




Photo in News

Advertisment
Lastest News
  ଜିଲ୍ଲା  
ସେବା ସେତୁ କାର୍ଯ୍ୟକ୍ରମ   06-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   06-Oct-2026
  ଜିଲ୍ଲା  
ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   06-Oct-2026
  ଜିଲ୍ଲା  
ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   06-Oct-2026
  ଜିଲ୍ଲା  
ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ   05-Oct-2026
  ରାଜ୍ୟ  
ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   05-Oct-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   05-Oct-2026
  ରାଜ୍ୟ  
ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ   05-Oct-2026
  ଜିଲ୍ଲା  
କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   05-Oct-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   05-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   05-Oct-2026
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026

You Might Also Like