-+91-9937148622 |

prerana_bgr@rediffmail.com |

  Tuesday 6th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (06-Oct-2026)       ||      ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   (06-Oct-2026)       ||      ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   (06-Oct-2026)       ||      ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||      ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||      ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||     

HOME   ଜିଲ୍ଲା

ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର

29-Jul-2024



ବୋଡ଼େନ (ରାମନାଥ ପଣ୍ଡା )
ନିର୍ବାଚନକୁ କେନ୍ଦ୍ର କରି ଅନେକ ଦିନ ପରେ ଆଜି ନୂଆପଡ଼ା ଜିଲ୍ଲାର ବୋଡ଼େନ ବ୍ଲକ ସଭାଗୃହ ଠାରେ ଜିଲ୍ଲାପାଳ ହେମକାନ୍ତ ସାଏ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇ ଯାଇଛି ।ଏହି କାର୍ଯ୍ୟକ୍ରମରେ ଡେପୁଟି କଲେକ୍ଟର ଆଲୋକ ଅନୁଗୁଲିଆ , ସବ କଲେକ୍ଟର ଯୋଗେନ୍ଦ୍ର ମାଝୀ,ପି ଡି ଲମ୍ବୋଧର ଧରୁଆ , ବ୍ଲକ ଅଧ୍ୟକ୍ଷା ପ୍ରେମ ଶିଳା ନାଗ ଓ ଏସ ଡି ପି ଓ ଅରୂପ ଅଭିଷେକ ବେହେରା,ଡି ଏଫ୍ ଓ ଅଜିଜ ଖାନ ମଞ୍ଚାଷିନ ରହିଥିବା ବେଳେ ଏଲ ଡି ଏମ ସିତାରାମ ମେହେର,ବି ଡି ଓ ପ୍ରିୟରଞ୍ଜନ କୁମାର,ତହସିଲଦାର ସରିତା ଗୁପ୍ତା, ଆଇ ଆଇ ସି ଗୋବିନ୍ଦ ମାଝୀ, ଏମ ଓ ଇନ୍ ଚାର୍ଜ ସଞ୍ଜୀବ କୁମାର ନାୟକ, ଡବ୍ଲୁ ଇ ଓ କ୍ଷଣପ୍ରଭା ପାଣିଗ୍ରାହୀ,ବି ଇ ଓ ଋଦ୍ରେଶ୍ୱର ମେହେର, ସହାୟକ ନିର୍ବାହୀ ଯନ୍ତ୍ରୀ ଆଶୁତୋଷ ରାଉତ , ଏ ପି ଓ ରବିନାରାୟଣ ରାଉତ, ଇଲେକ୍ଟ୍ରିକାଲ ଏସ ଡି ଓ ନନ୍ଦ କୁମାର ନାଗ,ସି ଏସ ଓ, ଏ ସି ଏସ ଓ,ଡି ବ୍ଲୁ ଓ, ଡି ଏସ ଡବ୍ଲୁ, , ପି ଡ ବ୍ଲୁ ଡି ବିଭାଗ ଯନ୍ତ୍ରୀ,ଜିଲ୍ଲାର ସମସ୍ତ ବିଭାଗୀୟ ଜିଲ୍ଲା ଅଧିକାରୀ ଓ ବ୍ଲକର ସମସ୍ତ ବିଭାଗର ଅଧିକାରୀ ଯୋଗଦାନ କରି ଆଜିର ୧୦୭ ଟି ଅଭିଯୋଗର ବିଚାର କରିବାରେ ସହଯୋଗ କରିଥିଲେ ।କୃଷି ବିଭାଗ,ଶିକ୍ଷା ବିଭାଗ,ମତ୍ସ୍ୟ ବିଭାଗ,ସ୍ବାସ୍ଥ୍ୟ ବିଭାଗ,ମୃତ୍ତିକା ସଂରକ୍ଷଣ ବିଭାଗ,ପୋଲିସ ବିଭାଗ, ବନ ବିଭାଗ,କ୍ଷୁଦ୍ର ଜଳ ସେଚନ ବିଭାଗ,ଉଦ୍ୟାନ ବିଭାଗ,ମିଶନ ଶକ୍ତି,ଓଡ଼ିଶା ଜୀବିକା ମିଶନ,ପୂର୍ତ୍ତ ଓ ରାସ୍ତା ନିର୍ମାଣ ବିଭାଗ,ଜଳ ସେଚନ ବିଭାଗ,ରାଜସ୍ବ ବିଭାଗର ଅଧିକାରୀ ଉପସ୍ଥିତ ରହି ସମସ୍ୟାର ସମାଧାନ କରିବାରେ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   06-Oct-2026
  ଜିଲ୍ଲା  
ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   06-Oct-2026
  ଜିଲ୍ଲା  
ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   06-Oct-2026
  ଜିଲ୍ଲା  
ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ   05-Oct-2026
  ରାଜ୍ୟ  
ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   05-Oct-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   05-Oct-2026
  ରାଜ୍ୟ  
ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ   05-Oct-2026
  ଜିଲ୍ଲା  
କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   05-Oct-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   05-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   05-Oct-2026
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026
  ଜିଲ୍ଲା  
ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   05-Oct-2026

You Might Also Like