-+91-9937148622 |

prerana_bgr@rediffmail.com |

  Thursday 11th June 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟମନ୍ତ୍ରୀ ଙ୍କ ଉପସ୍ଥିତି ରେ ଜନ୍ମଦିନ ପାଳନ କଲେ ମଣ୍ଡଳ ଯୁବ ସଭାପତି ସୁଜିତ ବେହେରା   (10-Jun-2026)       ||      ସ୍ୱାସ୍ଥ୍ୟମନ୍ତ୍ରୀ ଙ୍କ ଉପସ୍ଥିତି ରେ ଜନ୍ମଦିନ ପାଳନ କଲେ ମଣ୍ଡଳ ଯୁବ ସଭାପତି ସୁଜିତ ବେହେରା   (10-Jun-2026)       ||      ବଲାଙ୍ଗୀର : ଭୋଟର ତାଲିକାକୁ ଅଧିକ ସୁଦୃଢ଼, ସ୍ୱଚ୍ଛ ଓ ତ୍ରୁଟିମୁକ୍ତ କରିବା ପାଇଁ ସଘନ ସଂଶୋଧନ କାର୍ଯ୍ୟକ୍ରମ    (10-Jun-2026)       ||      *ସଫଳ ଓ ସୁଶାସନ ପାଇଁ ପ୍ରଧାନମନ୍ତ୍ରୀ ଙ୍କ ଦୀର୍ଘାୟୁ କାମନା କରି କଣ୍ଟାମାଳ ବ୍ଳକ ରକ୍ସା ଗାଁ ରେ ପୂଜା ଅର୍ଚ୍ଚନା*-   (10-Jun-2026)       ||      ଯୋଗୀସର୍ଡ଼l ଶୈବପୀଠ କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ଆଗମନ, ପ୍ରଧାନମନ୍ତ୍ରୀ ଙ୍କ ଦୀର୍ଘାୟୁ କାମନା କଲେ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   (10-Jun-2026)       ||      *କାଳବୈଶାଖୀ କ୍ଷତିଗ୍ରସ୍ତଙ୍କୁ ପଲିଥିନ ବଣ୍ଟନ*   (10-Jun-2026)       ||      ଟୋକନ୍ ସମସ୍ୟା: ଶୁକ୍ରବାର ସୁଦ୍ଧା ସମାଧାନ ନହେଲେ ରାସ୍ତାରୋକ କରିବ ଓଡ଼ିଶା ରାଜ୍ୟ କୃଷକ ସଂଗଠନ   (10-Jun-2026)       ||      ଯୋଗୀସର୍ଡ଼l ଶୈବପୀଠ କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ଆଗମନ, ପ୍ରଧାନମନ୍ତ୍ରୀ ଙ୍କ ଦୀର୍ଘାୟୁ କାମନା କଲେ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   (10-Jun-2026)       ||      କୁସଙ୍ଗ ହାଇସ୍କୁଲରେ ନୂତନ ପ୍ରଧାନ ଶିକ୍ଷକ କାହ୍ନୁ ଚରଣ ଧରୁଆଙ୍କୁ ଭବ୍ୟ ସ୍ୱାଗତ ଓ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ସର୍ଜନ ନେଗୀଙ୍କୁ ସମ୍ବର୍ଦ୍ଧନା    (10-Jun-2026)       ||      ଗାନ୍ଧୀ ନଗର ପଡା ରାସ୍ତା ଦୁର୍ଘଟଣା ପ୍ରସଙ୍ଗ: କଠୋର କାର୍ଯ୍ୟାନୁଷ୍ଠାନ ଓ ଆର୍ଥିକ ସହାୟତା ଦାବିରେ ଥାନାର ଦ୍ୱାରସ୍ଥ ହେଲା ବିଜେଡ଼ି    (10-Jun-2026)       ||      *ଖୁଡୁଖୁଡି ଖେଳ ଉପରେ ଚଢାଉ, ୫ ଗିରଫ*   (10-Jun-2026)       ||      ଭାରତ ନିର୍ମାଣ ସମିତି ଦ୍ୱାରା ସମ୍ବର୍ଦ୍ଧନା ଜ୍ଞାପନ   (10-Jun-2026)       ||      ଦୁର୍ଘଟଣାରେ ମାଁ ଝିଅ ମୃତ୍ୟୁ ଘଟଣା, ମୃତକଙ୍କ ପରିବାରଙ୍କୁ ଭେଟିଲେ ନରସିଂହ♦️ ମୁଖ୍ୟମନ୍ତ୍ରୀ ରିଲିଫ୍ ଫଣ୍ଡରୁ ସାହାଯ୍ୟ ପାଇଁ ଚିଠି ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ କଲେ ଅନୁରୋଧ   (10-Jun-2026)       ||      ସମାଜସେବୀ ଶ୍ରୀଧର ସାହୁ ଙ୍କୁ ନର୍ଲା ପ୍ରେସ ଆଶ୍ସୋସିଏସନ ଦ୍ୱାରା ସମ୍ମାନିତ   (10-Jun-2026)       ||      ବଲାଙ୍ଗୀର ସହରରେ କ୍ରମବର୍ଦ୍ଧିଷ୍ଣୁ ରାସ୍ତା ଦୁର୍ଘଟଣା ଜନିତ ସମସ୍ୟାକୁ ନେଇ,   ଏନ୍‌ଏଚ୍ ଅଧୀକ୍ଷଣ ଯନ୍ତ୍ରୀଙ୍କୁ ସାକ୍ଷାତ କଲା ବଲାଙ୍ଗୀର ଜିଲା ସିଭିଲ ସୋସାଇଟି   (10-Jun-2026)       ||      *ନୂଆପଡ଼ା ଜିଲ୍ଲାରେ ରବି ଧାନ ଅଧିଗ୍ରହଣ ଜୋରଦାର: ଗୋଟିଏ ଦିନରେ ୨୧ ହଜାର କ୍ୱିଣ୍ଟାଲରୁ ଅଧିକ ଧାନ କ୍ରୟ, ବିଭିନ୍ନ ମଣ୍ଡିରେ ଧାନ ନ ଉଠିବା ଅଭିଯୋଗ*   (10-Jun-2026)       ||      *ନୂଆପଡ଼ା ଜିଲ୍ଲାର ମନିଜର ଆର୍ଯ୍ୟଙ୍କୁ ଓଡ଼ିଶା ସରକାରଙ୍କ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଉନ୍ନୟନ, ସଂଖ୍ୟାଲଘୁ ଏବଂ ପଛୁଆ ବର୍ଗ କଲ୍ୟାଣ ବିଭାଗ ର ସଦସ୍ୟ ଭାବେ ମନୋନୀତ*   (10-Jun-2026)       ||      ସମାଜସେବୀଙ୍କ ସ୍ମୃତିଚାରଣ ସଭା   (10-Jun-2026)       ||      *ଆଧାର କାର୍ଡ ନଥିବା ଓ ବିଦ୍ୟାଳୟରେ ଆଦୌ ନାମ ଲେଖା ନଥିବା ଅନାଥ ପିଲାଙ୍କୁ ବୟସ ଆଧାରରେ ଶିଶୁଙ୍କ ନାମ ଲେଖା ନିଶ୍ଚିତ କରିଛନ୍ତି ସିଆରସିସି*   (10-Jun-2026)       ||      ବାରିଯୋର ରେ ଚେକଡେମ ପାଇଁ ଦାବି କଲେ ଲୋକେ ♦️ବିଜୁଳି ସମସ୍ୟା ସମାଧାନ ପାଇଁ କାମ ହେଲା ଆରମ୍ଭ   (10-Jun-2026)       ||     

HOME   ଜିଲ୍ଲା

କେଲିଆ ଶୈବପୀଠ ରେ ବୋଲବମ ଭକ୍ତଙ୍କ ଭିଡ

29-Jul-2024



ଡାବୁଗାଁ(ମିହିର ଶଙ୍କର ପାତ୍ର,)
ଶ୍ରାବଣ ମାସର ୨ୟ ସୋମବାର ରେ ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ଅଧୀନ କେଲିଆ ଶୈବ ପୀଠରେ ସକାଳୁ ବୋଲ ବମ ଭକ୍ତଙ୍କ ଭିଡ ଜମିଥିଲା | ଆଜି ଭୋରରୁ ୩ ଘଣ୍ଟା  ସମୟ ରୁ କେଲିଆ ଶୈବ ପୀଠରେ ଭକ୍ତ  ମାନେ ପହଞ୍ଚି ଧାଡି ବାନ୍ଧି ଜଣେ ଜଣେ ବାବା ଝଡେଶ୍ଵର ମହାଦେବଙ୍କ ଉପରେ ଜଳ ଢାଳି ଅଭିଷେକ କରି ପୂଜାର୍ଚ୍ଚନା କରିଥିଲେ | ଶାନ୍ତି ଶୃଙ୍ଖଳାର ସହ କାଉଡିଆ ମାନେ ଶ୍ରୀ ଝଡେଶ୍ଵର ମହାଦେବଙ୍କୁ ଜଳ ଲାଗି କରିବା ସହ ଦର୍ଶନ କରିଥିଲେ |  ଏଠାରେ ପ୍ରାୟ ୨୦ ହଜାରରୁ ଊର୍ଦ୍ଧ୍ଵ ଭକ୍ତ ଙ୍କ ସମାଗମ ହୋଇଥିବା ସୂଚନା ଦେଲେ କେଲିଆ ମନ୍ଦିର ସମ୍ପାଦକ ଦେବରାଜ ପାତ୍ର ଏଵଂ ଜି ସାଇ ରାଜୁ | ଏହା ସହ ଡାବୁଗାଁ, ବିରିସୋଲା , ଜୁନାପାଣି ଶିବ ମନ୍ଦିରରେ ମଧ୍ୟ କାଉଡିଆ ଭକ୍ତଙ୍କ ଭିଡ ଦେଖିବାକୁ ମିଳିଥିଲା | ବିଭିନ୍ନ ଶୈବପୀଠ ମାନଙ୍କରେ ଭକ୍ତ ମାନଙ୍କ ସୁରକ୍ଷା ଓ ଶାନ୍ତି ଶୃଙ୍ଖଳା ରକ୍ଷା ନିମନ୍ତେ ଡାବୁଗାଁ ଥାନା ପକ୍ଷରୁ ପୋଲିସ ମୁତୟନ କରାଯାଇଥିଲା |


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟମନ୍ତ୍ରୀ ଙ୍କ ଉପସ୍ଥିତି ରେ ଜନ୍ମଦିନ ପାଳନ କଲେ ମଣ୍ଡଳ ଯୁବ ସଭାପତି ସୁଜିତ ବେହେରା   10-Jun-2026
  ଜିଲ୍ଲା  
ସ୍ୱାସ୍ଥ୍ୟମନ୍ତ୍ରୀ ଙ୍କ ଉପସ୍ଥିତି ରେ ଜନ୍ମଦିନ ପାଳନ କଲେ ମଣ୍ଡଳ ଯୁବ ସଭାପତି ସୁଜିତ ବେହେରା   10-Jun-2026
  ଜିଲ୍ଲା  
ବଲାଙ୍ଗୀର : ଭୋଟର ତାଲିକାକୁ ଅଧିକ ସୁଦୃଢ଼, ସ୍ୱଚ୍ଛ ଓ ତ୍ରୁଟିମୁକ୍ତ କରିବା ପାଇଁ ସଘନ ସଂଶୋଧନ କାର୍ଯ୍ୟକ୍ରମ   10-Jun-2026
  ଜିଲ୍ଲା  
*ସଫଳ ଓ ସୁଶାସନ ପାଇଁ ପ୍ରଧାନମନ୍ତ୍ରୀ ଙ୍କ ଦୀର୍ଘାୟୁ କାମନା କରି କଣ୍ଟାମାଳ ବ୍ଳକ ରକ୍ସା ଗାଁ ରେ ପୂଜା ଅର୍ଚ୍ଚନା*-   10-Jun-2026
  ଜିଲ୍ଲା  
ଯୋଗୀସର୍ଡ଼l ଶୈବପୀଠ କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ଆଗମନ, ପ୍ରଧାନମନ୍ତ୍ରୀ ଙ୍କ ଦୀର୍ଘାୟୁ କାମନା କଲେ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   10-Jun-2026
  ଜିଲ୍ଲା  
*କାଳବୈଶାଖୀ କ୍ଷତିଗ୍ରସ୍ତଙ୍କୁ ପଲିଥିନ ବଣ୍ଟନ*   10-Jun-2026
  ଜିଲ୍ଲା  
ଟୋକନ୍ ସମସ୍ୟା: ଶୁକ୍ରବାର ସୁଦ୍ଧା ସମାଧାନ ନହେଲେ ରାସ୍ତାରୋକ କରିବ ଓଡ଼ିଶା ରାଜ୍ୟ କୃଷକ ସଂଗଠନ   10-Jun-2026
  ଜିଲ୍ଲା  
ଯୋଗୀସର୍ଡ଼l ଶୈବପୀଠ କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ଆଗମନ, ପ୍ରଧାନମନ୍ତ୍ରୀ ଙ୍କ ଦୀର୍ଘାୟୁ କାମନା କଲେ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   10-Jun-2026
  ଜିଲ୍ଲା  
କୁସଙ୍ଗ ହାଇସ୍କୁଲରେ ନୂତନ ପ୍ରଧାନ ଶିକ୍ଷକ କାହ୍ନୁ ଚରଣ ଧରୁଆଙ୍କୁ ଭବ୍ୟ ସ୍ୱାଗତ ଓ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ସର୍ଜନ ନେଗୀଙ୍କୁ ସମ୍ବର୍ଦ୍ଧନା   10-Jun-2026
  ଜିଲ୍ଲା  
ଗାନ୍ଧୀ ନଗର ପଡା ରାସ୍ତା ଦୁର୍ଘଟଣା ପ୍ରସଙ୍ଗ: କଠୋର କାର୍ଯ୍ୟାନୁଷ୍ଠାନ ଓ ଆର୍ଥିକ ସହାୟତା ଦାବିରେ ଥାନାର ଦ୍ୱାରସ୍ଥ ହେଲା ବିଜେଡ଼ି   10-Jun-2026
  ଜିଲ୍ଲା  
*ଖୁଡୁଖୁଡି ଖେଳ ଉପରେ ଚଢାଉ, ୫ ଗିରଫ*   10-Jun-2026
  ଜିଲ୍ଲା  
ଭାରତ ନିର୍ମାଣ ସମିତି ଦ୍ୱାରା ସମ୍ବର୍ଦ୍ଧନା ଜ୍ଞାପନ   10-Jun-2026

You Might Also Like