-+91-9937148622 |

prerana_bgr@rediffmail.com |

  Thursday 11th June 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟମନ୍ତ୍ରୀ ଙ୍କ ଉପସ୍ଥିତି ରେ ଜନ୍ମଦିନ ପାଳନ କଲେ ମଣ୍ଡଳ ଯୁବ ସଭାପତି ସୁଜିତ ବେହେରା   (10-Jun-2026)       ||      ସ୍ୱାସ୍ଥ୍ୟମନ୍ତ୍ରୀ ଙ୍କ ଉପସ୍ଥିତି ରେ ଜନ୍ମଦିନ ପାଳନ କଲେ ମଣ୍ଡଳ ଯୁବ ସଭାପତି ସୁଜିତ ବେହେରା   (10-Jun-2026)       ||      ବଲାଙ୍ଗୀର : ଭୋଟର ତାଲିକାକୁ ଅଧିକ ସୁଦୃଢ଼, ସ୍ୱଚ୍ଛ ଓ ତ୍ରୁଟିମୁକ୍ତ କରିବା ପାଇଁ ସଘନ ସଂଶୋଧନ କାର୍ଯ୍ୟକ୍ରମ    (10-Jun-2026)       ||      *ସଫଳ ଓ ସୁଶାସନ ପାଇଁ ପ୍ରଧାନମନ୍ତ୍ରୀ ଙ୍କ ଦୀର୍ଘାୟୁ କାମନା କରି କଣ୍ଟାମାଳ ବ୍ଳକ ରକ୍ସା ଗାଁ ରେ ପୂଜା ଅର୍ଚ୍ଚନା*-   (10-Jun-2026)       ||      ଯୋଗୀସର୍ଡ଼l ଶୈବପୀଠ କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ଆଗମନ, ପ୍ରଧାନମନ୍ତ୍ରୀ ଙ୍କ ଦୀର୍ଘାୟୁ କାମନା କଲେ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   (10-Jun-2026)       ||      *କାଳବୈଶାଖୀ କ୍ଷତିଗ୍ରସ୍ତଙ୍କୁ ପଲିଥିନ ବଣ୍ଟନ*   (10-Jun-2026)       ||      ଟୋକନ୍ ସମସ୍ୟା: ଶୁକ୍ରବାର ସୁଦ୍ଧା ସମାଧାନ ନହେଲେ ରାସ୍ତାରୋକ କରିବ ଓଡ଼ିଶା ରାଜ୍ୟ କୃଷକ ସଂଗଠନ   (10-Jun-2026)       ||      ଯୋଗୀସର୍ଡ଼l ଶୈବପୀଠ କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ଆଗମନ, ପ୍ରଧାନମନ୍ତ୍ରୀ ଙ୍କ ଦୀର୍ଘାୟୁ କାମନା କଲେ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   (10-Jun-2026)       ||      କୁସଙ୍ଗ ହାଇସ୍କୁଲରେ ନୂତନ ପ୍ରଧାନ ଶିକ୍ଷକ କାହ୍ନୁ ଚରଣ ଧରୁଆଙ୍କୁ ଭବ୍ୟ ସ୍ୱାଗତ ଓ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ସର୍ଜନ ନେଗୀଙ୍କୁ ସମ୍ବର୍ଦ୍ଧନା    (10-Jun-2026)       ||      ଗାନ୍ଧୀ ନଗର ପଡା ରାସ୍ତା ଦୁର୍ଘଟଣା ପ୍ରସଙ୍ଗ: କଠୋର କାର୍ଯ୍ୟାନୁଷ୍ଠାନ ଓ ଆର୍ଥିକ ସହାୟତା ଦାବିରେ ଥାନାର ଦ୍ୱାରସ୍ଥ ହେଲା ବିଜେଡ଼ି    (10-Jun-2026)       ||      *ଖୁଡୁଖୁଡି ଖେଳ ଉପରେ ଚଢାଉ, ୫ ଗିରଫ*   (10-Jun-2026)       ||      ଭାରତ ନିର୍ମାଣ ସମିତି ଦ୍ୱାରା ସମ୍ବର୍ଦ୍ଧନା ଜ୍ଞାପନ   (10-Jun-2026)       ||      ଦୁର୍ଘଟଣାରେ ମାଁ ଝିଅ ମୃତ୍ୟୁ ଘଟଣା, ମୃତକଙ୍କ ପରିବାରଙ୍କୁ ଭେଟିଲେ ନରସିଂହ♦️ ମୁଖ୍ୟମନ୍ତ୍ରୀ ରିଲିଫ୍ ଫଣ୍ଡରୁ ସାହାଯ୍ୟ ପାଇଁ ଚିଠି ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ କଲେ ଅନୁରୋଧ   (10-Jun-2026)       ||      ସମାଜସେବୀ ଶ୍ରୀଧର ସାହୁ ଙ୍କୁ ନର୍ଲା ପ୍ରେସ ଆଶ୍ସୋସିଏସନ ଦ୍ୱାରା ସମ୍ମାନିତ   (10-Jun-2026)       ||      ବଲାଙ୍ଗୀର ସହରରେ କ୍ରମବର୍ଦ୍ଧିଷ୍ଣୁ ରାସ୍ତା ଦୁର୍ଘଟଣା ଜନିତ ସମସ୍ୟାକୁ ନେଇ,   ଏନ୍‌ଏଚ୍ ଅଧୀକ୍ଷଣ ଯନ୍ତ୍ରୀଙ୍କୁ ସାକ୍ଷାତ କଲା ବଲାଙ୍ଗୀର ଜିଲା ସିଭିଲ ସୋସାଇଟି   (10-Jun-2026)       ||      *ନୂଆପଡ଼ା ଜିଲ୍ଲାରେ ରବି ଧାନ ଅଧିଗ୍ରହଣ ଜୋରଦାର: ଗୋଟିଏ ଦିନରେ ୨୧ ହଜାର କ୍ୱିଣ୍ଟାଲରୁ ଅଧିକ ଧାନ କ୍ରୟ, ବିଭିନ୍ନ ମଣ୍ଡିରେ ଧାନ ନ ଉଠିବା ଅଭିଯୋଗ*   (10-Jun-2026)       ||      *ନୂଆପଡ଼ା ଜିଲ୍ଲାର ମନିଜର ଆର୍ଯ୍ୟଙ୍କୁ ଓଡ଼ିଶା ସରକାରଙ୍କ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଉନ୍ନୟନ, ସଂଖ୍ୟାଲଘୁ ଏବଂ ପଛୁଆ ବର୍ଗ କଲ୍ୟାଣ ବିଭାଗ ର ସଦସ୍ୟ ଭାବେ ମନୋନୀତ*   (10-Jun-2026)       ||      ସମାଜସେବୀଙ୍କ ସ୍ମୃତିଚାରଣ ସଭା   (10-Jun-2026)       ||      *ଆଧାର କାର୍ଡ ନଥିବା ଓ ବିଦ୍ୟାଳୟରେ ଆଦୌ ନାମ ଲେଖା ନଥିବା ଅନାଥ ପିଲାଙ୍କୁ ବୟସ ଆଧାରରେ ଶିଶୁଙ୍କ ନାମ ଲେଖା ନିଶ୍ଚିତ କରିଛନ୍ତି ସିଆରସିସି*   (10-Jun-2026)       ||      ବାରିଯୋର ରେ ଚେକଡେମ ପାଇଁ ଦାବି କଲେ ଲୋକେ ♦️ବିଜୁଳି ସମସ୍ୟା ସମାଧାନ ପାଇଁ କାମ ହେଲା ଆରମ୍ଭ   (10-Jun-2026)       ||     

HOME   ଜିଲ୍ଲା

ଭୁକ୍ତା ଜନତା ହାଇସ୍କୁଲରେ ଶିକ୍ଷା ସପ୍ତାହ ଉଦଯାପିତ

29-Jul-2024



ବରଗଡ଼ ଜିଲ୍ଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଜନତା ସରକାରୀ ଉଚ୍ଚ ବିଦ୍ୟାଳୟ ଭୁକ୍ତାରେ ଶିକ୍ଷା ସପ୍ତାହ ଉଦଯାପିତ ହୋଇଯାଇଛି। ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ଦୁର୍ଗା ପ୍ରସାଦ ନାୟକଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଇକୋ କ୍ଲବ ମାଷ୍ଟର ଟ୍ରେନର ଶ୍ରୀଯୁକ୍ତ ସଞ୍ଜୟ ଖମାରୀ ଏବଂ ଶିକ୍ଷୟିତ୍ରୀ ଶ୍ରୀମତି ସୌଦାମିନୀ ବାରିକଙ୍କ ନେତୃତ୍ବରେ ସପ୍ତାହବ୍ୟାପୀ ବିଭିନ୍ନ ଦିବସ ଯଥା ଶିକ୍ଷଣ ସାମଗ୍ରୀ ଦିବସ,ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ଦିବସ, କ୍ରୀଡ଼ା ଦିବସ, ସାଂସ୍କୃତିକ ଦିବସ, ଦକ୍ଷତା ଓ ଡିଜିଟାଲ ପ୍ରୋତ୍ସାହନ ଦିବସ,ଇକୋ କ୍ଲବ ମିଶନ ଲାଇଫ୍ ଦିବସ ଓ

ବିଦ୍ୟାଳୟ ପୋଷଣ ଦିବସ ଏବଂ ସଂପ୍ରଦାୟ ଯୋଗଦାନ ଦିବସରେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା।ଶିକ୍ଷଣ ସାମଗ୍ରୀର ପ୍ରଯୋଗବିଧି, ମୌଳିକ ସାକ୍ଷରତା ଜ୍ଞାନ ଆହରଣ, କ୍ରୀଡ଼ା ପ୍ରତଯୋଗିତା ଓ ଯୋଗାସନ, ପାରମ୍ପରିକ ଲୋକକଳା, ପୋଷଣ ସମ୍ବନ୍ଧୀୟ ଜ୍ଞାନ, ତିଥି ଭୋଜନ ଏବଂ ମାଁ ପାଇଁ ଗଛଟିଏ ଆଦି କାର୍ଯ୍ୟକ୍ରମ ଶିକ୍ଷାର୍ଥୀମାନଙ୍କ ଦ୍ବାରା ବେଶ୍ ଆଦୃତ ହୋଇଥିଲା।ଶିକ୍ଷକ  ଆଶୁତୋଷ ଭୋଇ, ତେଜରାମ ସା, ବୋଧରାମ ବିଶ୍ବାଳ, ଈଶ୍ୱର ପଧାନ, ଜ୍ୟୋତିଶ୍ଚନ୍ଦ୍ର ପଧାନ, ସୁବାସ ଚନ୍ଦ୍ର ଖମାରୀ, ଅଙ୍କିତ ମହନ୍ତ, ଅମୂଲ୍ୟ ଭୋଇ, ପଦ୍ମଲୋଚନ ବିଶି, ଅଶୋକ ଦାସ, ରଂଜିତ ସାହୁ, ଆଲୋକ ଭୋଇ,ଦେବାଶିଷ ଭୁଏ,ଶିକ୍ଷୟିତ୍ରୀ ରାଜକୁମାରୀ ଭୁଏ, ଅନୀତା ପଧାନ,ସଙ୍ଗୀତା ସାହୁ,ତାରାବତୀ ସାହୁ, ରଞ୍ଜୁ ବଣିଆ ସକ୍ରିୟ ସହଯୋଗ କରିବା ସହିତ ଶିକ୍ଷାର୍ଥୀମାନଙ୍କୁ ସକ୍ରିୟ ଅଂଶ ଗ୍ରହଣ କରିବା ପାଇଁ ଉତ୍ସାହିତ କରିଥିଲେ।ବିଦ୍ୟାଳୟରେ ଶିକ୍ଷଣୀୟ ପରିବେଶ ସୃଷ୍ଟି କରିବା ଉଦ୍ଦେଶ୍ୟରେ ଆୟୋଜିତ ଶିକ୍ଷା ସପ୍ତାହର ସମସ୍ତ କାର୍ଯ୍ୟକ୍ରମରେ ବୀର ସୁରେନ୍ଦ୍ର ସାଏ ଇକୋ କ୍ଲବ , ଶକ୍ତି କ୍ଲବ , ନେତାଜୀ ସ୍କାଉଟ୍ ଓ ଜୁନିଅର ରେଡ କ୍ରସର ସଦସ୍ୟ ସକ୍ରିୟ ଅଂଶ ଗ୍ରହଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟମନ୍ତ୍ରୀ ଙ୍କ ଉପସ୍ଥିତି ରେ ଜନ୍ମଦିନ ପାଳନ କଲେ ମଣ୍ଡଳ ଯୁବ ସଭାପତି ସୁଜିତ ବେହେରା   10-Jun-2026
  ଜିଲ୍ଲା  
ସ୍ୱାସ୍ଥ୍ୟମନ୍ତ୍ରୀ ଙ୍କ ଉପସ୍ଥିତି ରେ ଜନ୍ମଦିନ ପାଳନ କଲେ ମଣ୍ଡଳ ଯୁବ ସଭାପତି ସୁଜିତ ବେହେରା   10-Jun-2026
  ଜିଲ୍ଲା  
ବଲାଙ୍ଗୀର : ଭୋଟର ତାଲିକାକୁ ଅଧିକ ସୁଦୃଢ଼, ସ୍ୱଚ୍ଛ ଓ ତ୍ରୁଟିମୁକ୍ତ କରିବା ପାଇଁ ସଘନ ସଂଶୋଧନ କାର୍ଯ୍ୟକ୍ରମ   10-Jun-2026
  ଜିଲ୍ଲା  
*ସଫଳ ଓ ସୁଶାସନ ପାଇଁ ପ୍ରଧାନମନ୍ତ୍ରୀ ଙ୍କ ଦୀର୍ଘାୟୁ କାମନା କରି କଣ୍ଟାମାଳ ବ୍ଳକ ରକ୍ସା ଗାଁ ରେ ପୂଜା ଅର୍ଚ୍ଚନା*-   10-Jun-2026
  ଜିଲ୍ଲା  
ଯୋଗୀସର୍ଡ଼l ଶୈବପୀଠ କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ଆଗମନ, ପ୍ରଧାନମନ୍ତ୍ରୀ ଙ୍କ ଦୀର୍ଘାୟୁ କାମନା କଲେ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   10-Jun-2026
  ଜିଲ୍ଲା  
*କାଳବୈଶାଖୀ କ୍ଷତିଗ୍ରସ୍ତଙ୍କୁ ପଲିଥିନ ବଣ୍ଟନ*   10-Jun-2026
  ଜିଲ୍ଲା  
ଟୋକନ୍ ସମସ୍ୟା: ଶୁକ୍ରବାର ସୁଦ୍ଧା ସମାଧାନ ନହେଲେ ରାସ୍ତାରୋକ କରିବ ଓଡ଼ିଶା ରାଜ୍ୟ କୃଷକ ସଂଗଠନ   10-Jun-2026
  ଜିଲ୍ଲା  
ଯୋଗୀସର୍ଡ଼l ଶୈବପୀଠ କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ଆଗମନ, ପ୍ରଧାନମନ୍ତ୍ରୀ ଙ୍କ ଦୀର୍ଘାୟୁ କାମନା କଲେ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   10-Jun-2026
  ଜିଲ୍ଲା  
କୁସଙ୍ଗ ହାଇସ୍କୁଲରେ ନୂତନ ପ୍ରଧାନ ଶିକ୍ଷକ କାହ୍ନୁ ଚରଣ ଧରୁଆଙ୍କୁ ଭବ୍ୟ ସ୍ୱାଗତ ଓ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ସର୍ଜନ ନେଗୀଙ୍କୁ ସମ୍ବର୍ଦ୍ଧନା   10-Jun-2026
  ଜିଲ୍ଲା  
ଗାନ୍ଧୀ ନଗର ପଡା ରାସ୍ତା ଦୁର୍ଘଟଣା ପ୍ରସଙ୍ଗ: କଠୋର କାର୍ଯ୍ୟାନୁଷ୍ଠାନ ଓ ଆର୍ଥିକ ସହାୟତା ଦାବିରେ ଥାନାର ଦ୍ୱାରସ୍ଥ ହେଲା ବିଜେଡ଼ି   10-Jun-2026
  ଜିଲ୍ଲା  
*ଖୁଡୁଖୁଡି ଖେଳ ଉପରେ ଚଢାଉ, ୫ ଗିରଫ*   10-Jun-2026
  ଜିଲ୍ଲା  
ଭାରତ ନିର୍ମାଣ ସମିତି ଦ୍ୱାରା ସମ୍ବର୍ଦ୍ଧନା ଜ୍ଞାପନ   10-Jun-2026

You Might Also Like