-+91-9937148622 |

prerana_bgr@rediffmail.com |

  Tuesday 6th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||      ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||      ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||     

HOME   ଜିଲ୍ଲା

ପାଠ ପଢିବେ, କୁଶଳୀ ହେବେ, ସମାଜ ପାଇଁ ସମ୍ବଳ ହେବେ : ଶିକ୍ଷା ସପ୍ତାହ ଉଦଯାପିତ

30-Jul-2024



ଡୁଙ୍ଗୁରିପାଲି, ତା.୩୦/୭ : ସ୍କୁଲ ଏକ  ମନ୍ଦିର । ଏଠାରେ ପିଲାମାନେ ପାଠ ପଢ଼ିବେ, ବିଭିନ୍ନ କୌଶଳ ଶିଖିବେ ଓ ଭବିଷ୍ୟତରେ ସମାଜ ପାଇଁ ଉପଯୋଗୀ ସମ୍ବଳ ହୋଇ ଦେଶ ସେବାରେ ନିଜକୁ ଉତ୍ସର୍ଗ କରିବେ ବୋଲି ମାୟାବର୍ହା ହାଇସ୍କୁଲ ରେ ଉଦଯାପିତ ହୋଇଯାଇଥିବା ଶିକ୍ଷା ସପ୍ତାହ ଉତ୍ସବ ରେ ଅତିଥି  ବୃନ୍ଦ ଛାତ୍ରଛାତ୍ରୀ ମାନଙ୍କୁ ମାର୍ଗଦର୍ଶନ କରିଛନ୍ତି । ବିଦ୍ୟାଳୟର ପ୍ରଧାଶିକ୍ଷକ ରବିଚନ୍ଦ୍ର ପଶାୟତ ସାତ ଦିନ ପର୍ଯ୍ୟନ୍ତ ହୋଇଯାଇଥିବା ଶିକ୍ଷା ସପ୍ତାହର ବିଭିନ୍ନ ଦିବସର ସଚେତନଧର୍ମୀ ତଥା ଶିକ୍ଷଣୀୟ କାର୍ଯ୍ୟକ୍ରମ ରେ ଅଧ୍ୟକ୍ଷତା କରିଥିଲେ। ସାମୁହିକ କାର୍ଯ୍ୟକ୍ରମ କୁ ସାମଗ୍ରିକ ଭାବରେ ବରିଷ୍ଠ ଶିକ୍ଷକ ଦୀନବନ୍ଧୁ ପ୍ରଧାନ ସଂଯୋଜନା କରିଥିଲେ। ଅତିଥି ଭାବରେ କନ୍ଦାଗାଡ ହାଇସ୍କୁଲ ର ବରିଷ୍ଠ ଇଂରାଜୀ ଶିକ୍ଷକ ସମ୍ପଦ ଖମାରୀ, ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ମନୋଜ କୁମାର ପୂଜାରୀ, ତରଭା ସରକାରୀ ବାଳିକା ବିଦ୍ୟାଳୟର ପ୍ରାକ୍ତନ ପ୍ରଧାନ ଶିକ୍ଷକ ନରେନ୍ଦ୍ର ସାହୁ, ହିନ୍ଦୀ ଶିକ୍ଷକ ନନ୍ଦିଘୋଷ ବାରିକ, ଆଲୁମିନି ସଦସ୍ୟ କିରଣ ପୁଟେଲ, ସ୍ନିଗ୍ଧା ପ୍ରଧାନ ପ୍ରମୁଖ ଉପସ୍ଥିତ ରହି ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ।

ଛାତ୍ରଛାତ୍ରୀ ମାନେ ଶିକ୍ଷଣୀୟ ଟିଏଲ୍ଏମ, ପୋଷ୍ଟର, ବ୍ୟାନର, ମା ପାଇଁ ଗଛ ଟିଏ ରୋପଣ, ସଚେତନତା ରେଲି, ସାଂସ୍କୃତିକ କାର୍ଯ୍ୟକ୍ରମରେ ସକ୍ରିୟ ଭାବେ ଅଂଶଗ୍ରହଣ କରିବା ସହିତ ଜାତୀୟ ଶିକ୍ଷା ନୀତି ୨୦୨୦ ବିଷୟରେ ଅବଗତ ହୋଇଥିଲେ। ଆୟୋଜିତ ହୋଇଥିବା ବିଭିନ୍ନ ପ୍ରତିଯୋଗିତାର ବିଜେତା ଦଶମ ଶ୍ରେଣୀର ଲିପ୍ସା ଯୁଆଡି, ଜନନିକା ନାଏକ, ଅର୍ଚ୍ଚିତା ପଢନ, ଶୁଭଶ୍ରୀ ବରିହା, ରେଖା ବଗର୍ତ୍ତି, ପ୍ରୀତି ଖର୍ସେଲ, ବିଷ୍ଣୁପ୍ରିୟା ବଗର୍ତ୍ତି, ପୂଜା ଦୀପ ନବମ ଶ୍ରେଣୀର ଝରଣା ସାହୁ, ପୂଜାରଣି ଦୀପ, ବିକାଶ ସାହୁ, ଅଙ୍କିତ ଦଣ୍ଡସେନା ପ୍ରମୁଖ ଙ୍କୁ ପୁରସ୍କୃତ କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ   05-Oct-2026
  ରାଜ୍ୟ  
ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   05-Oct-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   05-Oct-2026
  ରାଜ୍ୟ  
ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ   05-Oct-2026
  ଜିଲ୍ଲା  
କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   05-Oct-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   05-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   05-Oct-2026
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026
  ଜିଲ୍ଲା  
ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   05-Oct-2026
  ଜିଲ୍ଲା  
ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026

You Might Also Like