-+91-9937148622 |

prerana_bgr@rediffmail.com |

  Thursday 11th June 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଅଂଚଳରେ ତିନିଟିକିଆ ହାତୀପଲ, ଲୋକଙ୍କ ମଧ୍ୟରେ ଭୟ   (11-Jun-2026)       ||      ବରପାଲି ରେଲୱେ ଉପଭୋକ୍ତା କମିଟି ଗଠିତ   (11-Jun-2026)       ||      ଭାରତ ନିର୍ମାଣ ସମିତି ଦ୍ୱାରା ସମ୍ବର୍ଦ୍ଧନା ଜ୍ଞାପନ    (11-Jun-2026)       ||      ଜାତୀୟ କଳାକାର ସମ୍ମାନ ୨୦୨୬ ରେ "ଚିନ୍ମୟ କୁମାର" ନାଟ୍ୟଶାସ୍ତ୍ର ସମ୍ମାନରେ ସମ୍ମାନିତ   (11-Jun-2026)       ||      ନୂଆବଜାର ଛକ ଖୋଳି ଗେଲ୍ ଇଣ୍ଡିଆ ଛୁ’: ରାସ୍ତାସାରା କାଦୁଅ ପଚ୍ ପଚ୍ | ଖାଲରେ ପଡି ଏସ୍ ସିବିରେ ଭର୍ତ୍ତି ।ସରକାର ଙ୍କୁ ଗାଳି କଲେ ଯାତ୍ରୀ   (11-Jun-2026)       ||      ସ୍ୱାସ୍ଥ୍ୟମନ୍ତ୍ରୀ ଙ୍କ ଉପସ୍ଥିତି ରେ ଜନ୍ମଦିନ ପାଳନ କଲେ ମଣ୍ଡଳ ଯୁବ ସଭାପତି ସୁଜିତ ବେହେରା   (10-Jun-2026)       ||      ସ୍ୱାସ୍ଥ୍ୟମନ୍ତ୍ରୀ ଙ୍କ ଉପସ୍ଥିତି ରେ ଜନ୍ମଦିନ ପାଳନ କଲେ ମଣ୍ଡଳ ଯୁବ ସଭାପତି ସୁଜିତ ବେହେରା   (10-Jun-2026)       ||      ବଲାଙ୍ଗୀର : ଭୋଟର ତାଲିକାକୁ ଅଧିକ ସୁଦୃଢ଼, ସ୍ୱଚ୍ଛ ଓ ତ୍ରୁଟିମୁକ୍ତ କରିବା ପାଇଁ ସଘନ ସଂଶୋଧନ କାର୍ଯ୍ୟକ୍ରମ    (10-Jun-2026)       ||      *ସଫଳ ଓ ସୁଶାସନ ପାଇଁ ପ୍ରଧାନମନ୍ତ୍ରୀ ଙ୍କ ଦୀର୍ଘାୟୁ କାମନା କରି କଣ୍ଟାମାଳ ବ୍ଳକ ରକ୍ସା ଗାଁ ରେ ପୂଜା ଅର୍ଚ୍ଚନା*-   (10-Jun-2026)       ||      ଯୋଗୀସର୍ଡ଼l ଶୈବପୀଠ କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ଆଗମନ, ପ୍ରଧାନମନ୍ତ୍ରୀ ଙ୍କ ଦୀର୍ଘାୟୁ କାମନା କଲେ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   (10-Jun-2026)       ||      *କାଳବୈଶାଖୀ କ୍ଷତିଗ୍ରସ୍ତଙ୍କୁ ପଲିଥିନ ବଣ୍ଟନ*   (10-Jun-2026)       ||      ଟୋକନ୍ ସମସ୍ୟା: ଶୁକ୍ରବାର ସୁଦ୍ଧା ସମାଧାନ ନହେଲେ ରାସ୍ତାରୋକ କରିବ ଓଡ଼ିଶା ରାଜ୍ୟ କୃଷକ ସଂଗଠନ   (10-Jun-2026)       ||      ଯୋଗୀସର୍ଡ଼l ଶୈବପୀଠ କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ଆଗମନ, ପ୍ରଧାନମନ୍ତ୍ରୀ ଙ୍କ ଦୀର୍ଘାୟୁ କାମନା କଲେ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   (10-Jun-2026)       ||      କୁସଙ୍ଗ ହାଇସ୍କୁଲରେ ନୂତନ ପ୍ରଧାନ ଶିକ୍ଷକ କାହ୍ନୁ ଚରଣ ଧରୁଆଙ୍କୁ ଭବ୍ୟ ସ୍ୱାଗତ ଓ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ସର୍ଜନ ନେଗୀଙ୍କୁ ସମ୍ବର୍ଦ୍ଧନା    (10-Jun-2026)       ||      ଗାନ୍ଧୀ ନଗର ପଡା ରାସ୍ତା ଦୁର୍ଘଟଣା ପ୍ରସଙ୍ଗ: କଠୋର କାର୍ଯ୍ୟାନୁଷ୍ଠାନ ଓ ଆର୍ଥିକ ସହାୟତା ଦାବିରେ ଥାନାର ଦ୍ୱାରସ୍ଥ ହେଲା ବିଜେଡ଼ି    (10-Jun-2026)       ||      *ଖୁଡୁଖୁଡି ଖେଳ ଉପରେ ଚଢାଉ, ୫ ଗିରଫ*   (10-Jun-2026)       ||      ଭାରତ ନିର୍ମାଣ ସମିତି ଦ୍ୱାରା ସମ୍ବର୍ଦ୍ଧନା ଜ୍ଞାପନ   (10-Jun-2026)       ||      ଦୁର୍ଘଟଣାରେ ମାଁ ଝିଅ ମୃତ୍ୟୁ ଘଟଣା, ମୃତକଙ୍କ ପରିବାରଙ୍କୁ ଭେଟିଲେ ନରସିଂହ♦️ ମୁଖ୍ୟମନ୍ତ୍ରୀ ରିଲିଫ୍ ଫଣ୍ଡରୁ ସାହାଯ୍ୟ ପାଇଁ ଚିଠି ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ କଲେ ଅନୁରୋଧ   (10-Jun-2026)       ||      ସମାଜସେବୀ ଶ୍ରୀଧର ସାହୁ ଙ୍କୁ ନର୍ଲା ପ୍ରେସ ଆଶ୍ସୋସିଏସନ ଦ୍ୱାରା ସମ୍ମାନିତ   (10-Jun-2026)       ||      ବଲାଙ୍ଗୀର ସହରରେ କ୍ରମବର୍ଦ୍ଧିଷ୍ଣୁ ରାସ୍ତା ଦୁର୍ଘଟଣା ଜନିତ ସମସ୍ୟାକୁ ନେଇ,   ଏନ୍‌ଏଚ୍ ଅଧୀକ୍ଷଣ ଯନ୍ତ୍ରୀଙ୍କୁ ସାକ୍ଷାତ କଲା ବଲାଙ୍ଗୀର ଜିଲା ସିଭିଲ ସୋସାଇଟି   (10-Jun-2026)       ||     

HOME   ଜିଲ୍ଲା

ଡେଙ୍ଗ ବିଦ୍ୟାଳୟରେ ଶିକ୍ଷା ସପ୍ତାହ ପାଳିତ

29-Jul-2024



ବଲାଙ୍ଗୀର, ତା.୨୯ /୦୭ ( ପ୍ରେରଣା  ଖବର  ):   ସଇଁତଲା ବ୍ଲକ ଅନ୍ତର୍ଗତ ଡେଙ୍ଗ  ଉନ୍ନୀତ ଉଚ୍ଚ ଡେଙ୍ଗ ବିଦ୍ୟାଳୟରେ ଶିକ୍ଷା ସପ୍ତାହ ପାଳିତ ହୋଇ ଯାଇଛି l  ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଚଣ୍ଡାଳ ମିଶ୍ରଙ୍କ ତତ୍ତ୍ବାବଧାନରେ  ବିଦ୍ୟାଳୟ ପରିସରରେ ଜୁଲାଇ ୨୨ ରୁ ଜୁଲାଇ ୨୯ ପର୍ଯ୍ୟନ୍ତ  ବିଭିନ୍ନ ଦିନରେ ଭିନ୍ନ ଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।   

ସପ୍ତାହବ୍ୟାପୀ କାର୍ଯ୍ୟକ୍ରମରେ ବିଭିନ୍ନ ଦିବସ ଯଥା-  ଶିକ୍ଷଣ ସାମଗ୍ରୀ ଦିବସ, ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ଦିବସ, କ୍ରୀଡ଼ା ଦିବସ, ସାଂସ୍କୃତିକ ଦିବସ, ଦକ୍ଷତା ଓ ଡିଜିଟାଲ ପ୍ରୋତ୍ସାହନ ଦିବସ, ଇକୋ କ୍ଲବ ମିଶନ ଲାଇଫ୍ ଦିବସ ଓ ବିଦ୍ୟାଳୟ ପୋଷଣ ଦିବସ ଏବଂ ସଂପ୍ରଦାୟ ଯୋଗଦାନ ଦିବସରେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା ।

ବିଦ୍ୟାଳୟର ଶିକ୍ଷକ କୃପା ସିନ୍ଧୁ ମିଶ୍ର, ସୁଦର୍ଶନ ଦାଶ, ସମୀର ସେଠି,  ଦୀପକ ସେନ ଧରୁଆ, ଲିଙ୍ଗରାଜ ନନ୍ଦ, ହିମାଂଶୁ ଶେଖର ବିଶ୍ୱାଳ,  ରାମ ନାରାୟଣ ଦାଶ, ଶିକ୍ଷୟତ୍ରୀ ରେଣୁକା ସାହୁ, ଗାୟତ୍ରୀ ବାରିକ,  ତପସ୍ୱିନୀ ପଟେଲ, ଶିବାନୀ ମଲ୍ଲିକ, କାନ୍ତି ଭୋଇ, ଦ୍ରୋପଦୀ ଭୋଇ , ଜୁନିୟର ଆସିଷ୍ଟେନ ଅଭିନାଶ ଭୋଇ ଆଦି ଉପସ୍ଥିତ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଅଂଚଳରେ ତିନିଟିକିଆ ହାତୀପଲ, ଲୋକଙ୍କ ମଧ୍ୟରେ ଭୟ   11-Jun-2026
  ଜିଲ୍ଲା  
ବରପାଲି ରେଲୱେ ଉପଭୋକ୍ତା କମିଟି ଗଠିତ   11-Jun-2026
  ଜିଲ୍ଲା  
ଭାରତ ନିର୍ମାଣ ସମିତି ଦ୍ୱାରା ସମ୍ବର୍ଦ୍ଧନା ଜ୍ଞାପନ   11-Jun-2026
  ରାଜ୍ୟ  
ଜାତୀୟ କଳାକାର ସମ୍ମାନ ୨୦୨୬ ରେ "ଚିନ୍ମୟ କୁମାର" ନାଟ୍ୟଶାସ୍ତ୍ର ସମ୍ମାନରେ ସମ୍ମାନିତ   11-Jun-2026
  ଜିଲ୍ଲା  
ନୂଆବଜାର ଛକ ଖୋଳି ଗେଲ୍ ଇଣ୍ଡିଆ ଛୁ’: ରାସ୍ତାସାରା କାଦୁଅ ପଚ୍ ପଚ୍ | ଖାଲରେ ପଡି ଏସ୍ ସିବିରେ ଭର୍ତ୍ତି ।ସରକାର ଙ୍କୁ ଗାଳି କଲେ ଯାତ୍ରୀ   11-Jun-2026
  ଜିଲ୍ଲା  
ସ୍ୱାସ୍ଥ୍ୟମନ୍ତ୍ରୀ ଙ୍କ ଉପସ୍ଥିତି ରେ ଜନ୍ମଦିନ ପାଳନ କଲେ ମଣ୍ଡଳ ଯୁବ ସଭାପତି ସୁଜିତ ବେହେରା   10-Jun-2026
  ଜିଲ୍ଲା  
ସ୍ୱାସ୍ଥ୍ୟମନ୍ତ୍ରୀ ଙ୍କ ଉପସ୍ଥିତି ରେ ଜନ୍ମଦିନ ପାଳନ କଲେ ମଣ୍ଡଳ ଯୁବ ସଭାପତି ସୁଜିତ ବେହେରା   10-Jun-2026
  ଜିଲ୍ଲା  
ବଲାଙ୍ଗୀର : ଭୋଟର ତାଲିକାକୁ ଅଧିକ ସୁଦୃଢ଼, ସ୍ୱଚ୍ଛ ଓ ତ୍ରୁଟିମୁକ୍ତ କରିବା ପାଇଁ ସଘନ ସଂଶୋଧନ କାର୍ଯ୍ୟକ୍ରମ   10-Jun-2026
  ଜିଲ୍ଲା  
*ସଫଳ ଓ ସୁଶାସନ ପାଇଁ ପ୍ରଧାନମନ୍ତ୍ରୀ ଙ୍କ ଦୀର୍ଘାୟୁ କାମନା କରି କଣ୍ଟାମାଳ ବ୍ଳକ ରକ୍ସା ଗାଁ ରେ ପୂଜା ଅର୍ଚ୍ଚନା*-   10-Jun-2026
  ଜିଲ୍ଲା  
ଯୋଗୀସର୍ଡ଼l ଶୈବପୀଠ କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ଆଗମନ, ପ୍ରଧାନମନ୍ତ୍ରୀ ଙ୍କ ଦୀର୍ଘାୟୁ କାମନା କଲେ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   10-Jun-2026
  ଜିଲ୍ଲା  
*କାଳବୈଶାଖୀ କ୍ଷତିଗ୍ରସ୍ତଙ୍କୁ ପଲିଥିନ ବଣ୍ଟନ*   10-Jun-2026
  ଜିଲ୍ଲା  
ଟୋକନ୍ ସମସ୍ୟା: ଶୁକ୍ରବାର ସୁଦ୍ଧା ସମାଧାନ ନହେଲେ ରାସ୍ତାରୋକ କରିବ ଓଡ଼ିଶା ରାଜ୍ୟ କୃଷକ ସଂଗଠନ   10-Jun-2026

You Might Also Like