-+91-9937148622 |

prerana_bgr@rediffmail.com |

  Sunday 30th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଚତୁର୍ଥସ୍ତମ୍ଭ ଆଜି ଅବହେଳିତ.. ସାମ୍ବାଦିକ ଙ୍କ ସୁରକ୍ଷା ସହ ପେନସନ ବ୍ୟବସ୍ଥା ଲାଗୁ କରିବା ନିହାତି ଆବଶ୍ୟକ..   (30-Aug-2026)       ||      ଫଟୋ ସାମ୍ବାଦିକତା ଜଗତରେ ଅନୀଲ ବାବୁଙ୍କ ଅବଦାନ ଅତୁଳନୀୟ♦️ଦ୍ୱିତୀୟ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି   (30-Aug-2026)       ||      କେଉଁଟିପାଲି ଅଙ୍ଗନୱାଡି କେନ୍ଦ୍ରରୁ ଚୋରୀ   (30-Aug-2026)       ||      *ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ଗୋଟିଏ ଦିନ ବାକି, ସର୍ଭର ଡାଉନ୍‌ ଡାବୁଗାଁ ଅଂଚଳରେ ବଢ଼ାଉଛି ଚିନ୍ତା*   (30-Aug-2026)       ||      ନୀଳଜି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଫୁଟିଲା କ୍ରୀଡ଼ା ପ୍ରତିଭାର ରଙ୍ଗ, ଜୋନାଲ ସ୍ତରୀୟ କ୍ରୀଡ଼ା ମହୋତ୍ସବରେ ଉତ୍ସାହରେ ମାତିଲେ ଛାତ୍ରଛାତ୍ରୀ   (30-Aug-2026)       ||      ଜାତୀୟ କ୍ରୀଡ଼ା ଦିବସ ପାଳିତ   (30-Aug-2026)       ||      ଧବଲେଶ୍ୱରଙ୍କ ପୁଷ୍ପ ଶୃଙ୍ଗାର   (29-Aug-2026)       ||      ୟୋନେକ୍ସ ସନରାଇଜ ଲେଭେଲ-୩ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଯାପିତ  ନିୟତି ପଦ୍ମିନୀ କୁ ଦ୍ୱିମୁକୁଟ, ୧୭ ବର୍ଷରୁ କମ୍ ବାଳକରେ ମାନସ ବେହେରା ଓ ୧୫ ବର୍ଷରୁ କମ୍ ବାଳକ ରେ ନଭ୍ୟାନ୍ସ ନନ୍ଦ ଚମ୍ପିୟାନ   (29-Aug-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ ଟାଉନବସ୍ ଚଳାଚଳ ପାଇଁ ଦାବୀ   (29-Aug-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (29-Aug-2026)       ||      ବାର୍ଷିକ ସାଧାରଣ କ୍ରୀଡା ଯୋଜନା ବୈଠକ ଅନୁଷ୍ଠିତ    (29-Aug-2026)       ||      ଜର୍ଜ ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ   (29-Aug-2026)       ||      ପ୍ରଫେସର ପ୍ରହଲ୍ଲାଦ ପ୍ରଧାନଙ୍କ ୧୧୬ ତମ ଜୟନ୍ତୀ ସମାରୋହ    (29-Aug-2026)       ||      ଲୁହ ଓ କୋହ"କବିତା ସଙ୍କଳନ ଲୋକାର୍ପିତ   (29-Aug-2026)       ||      ଜାତୀୟ କ୍ରୀଡା ଦିବସ ଅବସରରେ  କୃତୀ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି   (29-Aug-2026)       ||      ସୂଚନା ଓ ଲୋକସମ୍ପର୍କ ବିଭାଗରେ ନୂତନ ନିର୍ଦ୍ଦେଶକଙ୍କ ଯୋଗଦାନ   (29-Aug-2026)       ||      ଗଙ୍ଗାଧର ସାହିତ୍ୟରେ ମାନବିକତା, ପ୍ରକୃତି ଓ ଆଦର୍ଶ ଜୀବନର ବାର୍ତ୍ତା ବରିଷ୍ଠ ନାଗରିକ ପରିଷଦ, ଧନକଉଡ଼ା ପକ୍ଷରୁ ସ୍ୱଭାବ କବିଙ୍କ ଜୟନ୍ତୀ ପାଳିତ   (29-Aug-2026)       ||      ଜଗନ୍ନାଥ କଲୋନୀ ଶାଖାରେ ଆର୍‌ଏସ୍‌ଏସ୍‌ର ରକ୍ଷାବନ୍ଧନ ଉତ୍ସବ ସ୍ୱୟଂସେବକଙ୍କ ସହ ବୃକ୍ଷକୁ ବନ୍ଧାଗଲା ରକ୍ଷାସୂତ୍ର   (29-Aug-2026)       ||      ସତ ସମ୍ପର୍କ ଅନୁଷ୍ଠାନକୁ ପରିବାର ଭଲି ଆତ୍ମିୟ କରେ *ପଶ୍ଚିମାଞ୍ଚଳ ଏକତା ମଞ୍ଚ ପକ୍ଷରୁ ରକ୍ଷା ବନ୍ଧନ*   (29-Aug-2026)       ||      *ସହର ରେ ନିର୍ମାଣ ଧୀନ ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କଲେ ସୁବର୍ଣ୍ଣପୁର ଜିଲ୍ଲାପାଳ*-   (29-Aug-2026)       ||     

HOME   ଜିଲ୍ଲା

ଖପ୍ରାଖୋଲ - ଲାଠୋର ପୋଲିସ ବାହାରକୁ ଚାଲାଣ ହେଉଥିବା ଚାରିଶହ ବୋତଲ, ବେଆଇନ କଫ୍ ସିରପ୍ ଏବଂ ବାଇକ୍ ଜବତ, ଦୁଇ ଜଣ କୋର୍ଟ ଚାଲାଣ

30-Dec-2020



ବଲାଙ୍ଗୀର,(ପ୍ରେରଣା ଖବର) : ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଖପ୍ରାଖୋଲ ବ୍ଲକ ର  ଲାଠୋର ପୋଲିସ ବାହାରକୁ ଚାଲାଣ ହେଉଥିବା ବେଳେ ଚାରିଶହ ବୋତଲ ବେଆଇନ କଫ୍ ସିରପ୍ ଏବଂ ବାଇକ୍କୁ ମସିଣା ଛକରୁ ଜବତ କରି ଦୁଇ ଜଣଙ୍କୁ କୋର୍ଟ ଚାଲାଣ କରିଛି। ସୂଚନା ଅନୁସାରେ ନୂଆପଡ଼ା ଜିଲ୍ଲା ବୋଡ଼େନର ଗଙ୍ଗାଧର ନାଗ ଏବଂ କୋମନାର ଟୁନା ବେମାଲ ଏକ ଆପାଚି ବାଇକ ନମ୍ୱର୍ ଓଡି-୨୬-ଡି-୩୪୬୩ ଯୋଗେ ପାଟଣାଗଡ଼ରୁ ଚାରିଶହ ବୋତଲ କଫ୍ ସିରପ୍ ବୋଝେଇ କରି କୋମନା ନେଉଥିବା ସମୟରେ ଲାଠୋର ପୋଲିସ ବିଶ୍ୱସ୍ତ ସୁତ୍ରରୁ ଖବର ପାଇ ତାଙ୍କୁ ପିଛା କରିଥିଲେ । ଯୁବକ ଦ୍ବୟ ଚତୁରତା ସହ ଖସି ଯିବାକୁ ପ୍ରୟାସ କରୁଥିବା ବେଳେ ଲାଠୋର ନିକଟସ୍ଥ ମସିଣା ଛକ ନିକଟରେ ଯୁବକ ଦ୍ବୟଙ୍କୁ କାବୁ କରିବା ସହ କଫ୍ ସିରପ୍ ଏବଂ ବାଇକ୍କୁ ଥାନାକୁ ଆଣିଥିଲେ । ପରେ ଖପ୍ରାଖୋଲ ତହସିଲଦାର ଧିରଜ କୁମାର ପାତ୍ରଙ୍କ ଉପସ୍ଥିତିରେ କଫ୍ ସିରପ୍ ଗଣତି କରାଯାଇ ସିଲ୍ କରାଯାଇଥିବା ପୋଲିସ ସୁତ୍ରରୁ ଜଣାପଡିଛି । ଏନେଇ ଲାଠୋର ଥାନାରେ ଏକ କେସ୍ ନମ୍ବର ୧୬୯/୨୦ ରେ ଦଫା ୨୧(ବି) ଏନଡିପିଏସ୍ରେ ଏକ ମାମଲା ରୁଜୁ କରି ଅଭିଯୁକ୍ତ ଦ୍ବୟଙ୍କୁ ଆଜି କୋର୍ଟ ଚାଲାଣ କରାଯାଇଥିବା ଲାଠୋର ପୋଲିସ ପକ୍ଷରୁ କୁହାଯାଇଛି । ପ୍ରକାଶ ଯେ କ୍ଲିନ କ୍ରୀମିନାଲ ନାମକ ଏକ ସ୍ୱତନ୍ତ୍ର ଟିମ ବଲାଙ୍ଗୀର ଜିଲ୍ଲାରେ ବିଗତ ଦିନ ରେ ପୂର୍ବତନ ଅରକ୍ଷାଧିକ୍ଷକ ଆରମ୍ଭ କରି ବ୍ୟାପକ ମାତ୍ରାରେ ଏହି ବ୍ୟବସାୟ ଉପରେ ରୋକ ଲଗାଇପାରିଥିଲେ । ଉକ୍ତ କଫସିରଫ ବ୍ୟବସାୟୀ ବଲାଙ୍ଗୀର ରେ ନିଜ ବେଆଇନ କାରବାର କରି ନ ପାରି ଜିଲ୍ଲା ର ସିନ୍ଧେକେଲା ରୁ ଚାନ୍ଦୁତରା ରାସ୍ତା ର ହନୁମାନ ମନ୍ଦିର କଡରେ ଥିବା ଏକ ଘର କୁ କେନ୍ଦ୍ର ସ୍ଥଳି କରି ଅନୁରୂପ ଭାବେ ବର୍ତ୍ତମାନ ସୁଦ୍ଧା ଏହି କାରବାର ଚାଲିଆସିବା ନେଇ ଜନସେବା ସଙ୍ଘ ତରଫରୁ ଲିଖିତ ଅଭିଯୋଗ ବିଭିନ୍ନ ଅଧିକାରୀ ଙ୍କ ନିକଟରେ କରାଯାଇଛି ।  ତେବେ ଏ କାରବାର ଯୋଗୁଁ  ଛାତ୍ର, ଛାତ୍ରୀ ସହ ନାମୀ,ଦାମୀ ସାଧାରଣ ଲୋକେ ଏହି ନିଶାରେ ଅଵ୍ୟସ୍ତ ହୋଇ ନିଜ ଭବିଷ୍ୟତ ନଷ୍ଟ କରୁଥିବା ବେଳେ ନୂତନ ଆରକ୍ଷୀ ଅଧିକ୍ଷକ ଭାବେ ଯୋଗଦେଇଥିବା ଏସ ପି ସ୍ୱତନ୍ତ୍ର ଭାବେ ଏ କାରବାର ବନ୍ଦ କରିବା ପାଇଁ ଜନସେବା ସଙ୍ଘ ଦାବି କରିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଚତୁର୍ଥସ୍ତମ୍ଭ ଆଜି ଅବହେଳିତ.. ସାମ୍ବାଦିକ ଙ୍କ ସୁରକ୍ଷା ସହ ପେନସନ ବ୍ୟବସ୍ଥା ଲାଗୁ କରିବା ନିହାତି ଆବଶ୍ୟକ..   30-Aug-2026
  ଜିଲ୍ଲା  
ଫଟୋ ସାମ୍ବାଦିକତା ଜଗତରେ ଅନୀଲ ବାବୁଙ୍କ ଅବଦାନ ଅତୁଳନୀୟ♦️ଦ୍ୱିତୀୟ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି   30-Aug-2026
  ଜିଲ୍ଲା  
କେଉଁଟିପାଲି ଅଙ୍ଗନୱାଡି କେନ୍ଦ୍ରରୁ ଚୋରୀ   30-Aug-2026
  ଜିଲ୍ଲା  
*ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ଗୋଟିଏ ଦିନ ବାକି, ସର୍ଭର ଡାଉନ୍‌ ଡାବୁଗାଁ ଅଂଚଳରେ ବଢ଼ାଉଛି ଚିନ୍ତା*   30-Aug-2026
  ଜିଲ୍ଲା  
ନୀଳଜି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଫୁଟିଲା କ୍ରୀଡ଼ା ପ୍ରତିଭାର ରଙ୍ଗ, ଜୋନାଲ ସ୍ତରୀୟ କ୍ରୀଡ଼ା ମହୋତ୍ସବରେ ଉତ୍ସାହରେ ମାତିଲେ ଛାତ୍ରଛାତ୍ରୀ   30-Aug-2026
  ଜିଲ୍ଲା  
ଜାତୀୟ କ୍ରୀଡ଼ା ଦିବସ ପାଳିତ   30-Aug-2026
  ଜିଲ୍ଲା  
ଧବଲେଶ୍ୱରଙ୍କ ପୁଷ୍ପ ଶୃଙ୍ଗାର   29-Aug-2026
  ଜିଲ୍ଲା  
ୟୋନେକ୍ସ ସନରାଇଜ ଲେଭେଲ-୩ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଯାପିତ  ନିୟତି ପଦ୍ମିନୀ କୁ ଦ୍ୱିମୁକୁଟ, ୧୭ ବର୍ଷରୁ କମ୍ ବାଳକରେ ମାନସ ବେହେରା ଓ ୧୫ ବର୍ଷରୁ କମ୍ ବାଳକ ରେ ନଭ୍ୟାନ୍ସ ନନ୍ଦ ଚମ୍ପିୟାନ   29-Aug-2026
  ଜିଲ୍ଲା  
ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ ଟାଉନବସ୍ ଚଳାଚଳ ପାଇଁ ଦାବୀ   29-Aug-2026
  ଜିଲ୍ଲା  
ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   29-Aug-2026
  ଜିଲ୍ଲା  
ବାର୍ଷିକ ସାଧାରଣ କ୍ରୀଡା ଯୋଜନା ବୈଠକ ଅନୁଷ୍ଠିତ   29-Aug-2026
  ରାଜ୍ୟ  
ଜର୍ଜ ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ   29-Aug-2026

You Might Also Like