-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||     

HOME   ଜିଲ୍ଲା

ବର୍ଷା ଆସିଲେ ସମଲେଶ୍ୱରୀ ନାଳ ୮ଖଣ୍ଡ ମୌଜା ପାଇଁ ଅଭିଶପ୍ତ ୩କିମି ରାସ୍ତା ବଦଳରେ ୧୦କିମି ବୁଲିନ୍ତି ଲୋକ

30-Jul-2024



କଣ୍ଟାମାଳ, (ଜୟ କୁମାର ମହାରଣା )
ଲୋକଙ୍କ ଯାତାୟତର ସୁବିଧା ନିମନ୍ତେ ସରକାରୀ ସ୍ତରରେ ପ୍ରୟାସ କରାଯାଉଥିଲେ ହେଁ ପ୍ରଶାସନିକ ଦୂର ଦୃଷ୍ଟିର ଅଭାବ ହେଉ ଅଥବା ରାଜନୈତିକ ଇଚ୍ଛା ଶକ୍ତିର ଅଭାବ ଯୋଗୁଁ ଆଜି ପର୍ଯ୍ଯନ୍ତ ଗ୍ରାମାଞ୍ଚଳରେ ସବୁଦିନିଆ ରାସ୍ତା ହୋଇପାରିନି । କଣ୍ଟାମାଳ ବ୍ଲକ ଆମ୍ବଗାଁ ପଞ୍ଚାୟତ ଅନ୍ତର୍ଗତ ଦେଢେଣମାଳ ଠାରୁ ଉମା ପଞ୍ଚାୟତ ଅନ୍ତର୍ଗତ ଫଟାମୁଣ୍ତାକୁ ସଂଯୋଗ କରୁଥିବା ରାସ୍ତା ମଝିରେ ସମଲେଶ୍ୱରୀ ନାଳ ପ୍ରବାହିତ ହେଉଛି । ଉକ୍ତ ନାଳ ଉପରେ ପୋଲ ନିର୍ମାଣ ହୋଇ ନଥିବାରୁ ଅଞ୍ଚଳବାସୀଙ୍କୁ ବର୍ଷା ୪ମାସ ବହୁକଷ୍ଟ ସହିବାକୁ ପଡେ । ଏହି ରାସ୍ତା ଉପରେ ବରହାକାଲୁ, ଢ଼େକଲମୁଣ୍ଡା, ଦେଢେଣମାଳ, ସମାକୁପା, ରେଘାମୁଣ୍ଡା, ଉଡେନ, ଭାଞ୍ଜିବେଡା, ଗୋଡ଼ମେଣ୍ଡା ଆଦି ୮ଖଣ୍ତ ମୌଜାର ଲୋକେ ଡାକ୍ତରଖାନା, ବିଦ୍ୟାଳୟ ଆଦି କାମରେ ଦୈନନ୍ଦିନ ନିର୍ଭର କରିଥାନ୍ତି । ସେହିପରି ବଜାର, ବ୍ୟବସାୟ ଏବଂ ଅନ୍ୟାନ୍ୟ କାର୍ଯ୍ୟରେ ନାରାୟଣପ୍ରସାଦ, ବରଗାଁ, ଉମା, ଖୁଣ୍ଟିଗୋରା, ଆମ୍ବାଗାଁ, ଖମନମୁଣ୍ଡା ଆଦି ପଞ୍ଚାୟତର ଶତାଧିକ ଲୋକ ଯାତାୟତ କରିଥାନ୍ତି l କିନ୍ତୁ ପୋଲ ନିର୍ମାଣ ହୋଇ ନଥିବାରୁ ମାତ୍ର ୩କିମି ରାସ୍ତା ବଦଳରେ ଉମା କିମ୍ବା ଆମ୍ବାଗାଁ ପଞ୍ଚାୟତ କାର୍ଯ୍ୟାଳୟ ଦେଇ ୧୦ କିମି ବୁଲିବାକୁ ପଡିଥାଏ । ପୋଲ ନିର୍ମାଣ କରିବା ପାଇଁ ଅଞ୍ଚଳବାସୀ ଦୀର୍ଘ ଦିନରୁ ବ୍ଲକ ଓ ଜିଲା ପ୍ରଶାସନ ନିକଟରେ ଦାବି କରିଆସୁଛନ୍ତି l ଗ୍ରାମ ଉନ୍ନୟନ ବିଭାଗ ପକ୍ଷରୁ ସର୍ବେକ୍ଷଣ ମଧ୍ୟ କରାଯାଇଥିଲା କିନ୍ତୁ ପ୍ରଶାସନିକ ସ୍ତରରେ ଗୁରୁତ୍ବ ଦେଉ ନଥିବା ଫଳରେ ଅଞ୍ଚଳବାସୀଙ୍କ ମନରେ ନାହିଁ ନଥିବା ଅସନ୍ତୋଷ ଦେଖା ଦେଇଛି । ଜିଲ୍ଲା ପ୍ରଶାସନ ଅଞ୍ଚଳବାସୀଙ୍କ ସାମୁହିକ ସ୍ବାର୍ଥକୁ ଦୃଷ୍ଟିରେ ରଖି ଉକ୍ତ ନାଳ ଉପରେ ପୋଲ ନିର୍ମାଣ କରିବାକୁ ସମାଜସେବୀ ବଂଶୀଧର ମାଝୀ ଦାବି କରିଛନ୍ତି ।


News Comment




Photo in News

Advertisment
Lastest News
  ରାଜ୍ୟ  
ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ   05-Oct-2026
  ଜିଲ୍ଲା  
କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   05-Oct-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   05-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   05-Oct-2026
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026
  ଜିଲ୍ଲା  
ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   05-Oct-2026
  ଜିଲ୍ଲା  
ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ରାଜ୍ୟ  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   05-Oct-2026

You Might Also Like