-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||     

HOME   ଜିଲ୍ଲା

ଅପହଞ୍ଚ ଇଲାକା ମାରଡ଼ା ରେ ସ୍ୱାସ୍ଥ୍ୟ ବିଭାଗ,। ବନ୍ୟାରେ ବାହ୍ୟ ଜଗତରୁ ବିଛିନ୍ନ ପୂର୍ବରୁ ଯୋଗାଇ ଦେଲେ ସ୍ୱାସ୍ଥ୍ୟ ସେବା

30-Jul-2024



ହରଭଙ୍ଗା(ଦେବବ୍ରତ ଦାଶଙ୍କ ରିପୋର୍ଟ): ଉପାନ୍ତ ମାରଡ଼ା ଗାଁ ରେ ପହଁଚିଲା ସ୍ୱାସ୍ଥ୍ୟ ବିଭାଗ ର ସୋତନ୍ତ୍ର ଟିମ । ସମ୍ଭାବ୍ୟ ବନ୍ୟା କୁ ଦୃଷ୍ଟି ରେ ଯୋଗାଇ ଦେଲେ ସ୍ୱାସ୍ଥ୍ୟ ସେବା । ସୂଚନାମୁତାବକ ହୀରାକୁଦ ଡ୍ୟାମ ରେ ପ୍ରଥମ ବନ୍ୟାଜଳ ଆସିବା ଫଳରେ ଏବେ ମହାନଦୀ ଫୁଲିବାରେ ଲାଗିଛି । ବିପଦ ସଙ୍କେତ ଠାରୁ ଅତି ନିକଟରେ ପ୍ରବାହିତ ହେଉଛି ମହାନଦୀ ରେ ବନ୍ୟାଜଳ । ଯାହାକୁ ନେଇ ଏବେ ବୌଦ୍ଧ ଜିଲ୍ଲା

ହରଭଙ୍ଗା ବ୍ଲକ ର ୪୦ରୁ ଉର୍ଦ୍ଧ ଗାଁ ଲୋକେ ଏବେ ଭୟବିତ ଅବସ୍ଥାରେ ରହିଛନ୍ତି । ସମ୍ଭାବ୍ୟ ବନ୍ୟା ପରିସ୍ଥିତି କୁ ମୁକାବିଲା କରିବା ପାଇଁ ଜିଲ୍ଲା ପ୍ରଶାସନ ବିଶେଷ କରି ସ୍ୱାସ୍ଥ୍ୟ ବିଭାଗ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଛି । ବନ୍ୟା ପ୍ରପୀଡ଼ିତ ଗ୍ରାମ ଗୁଡିକରେ ସ୍ୱାସ୍ଥ୍ୟ ବିଭାଗ ର ସୋତନ୍ତ୍ର ଟିମ ପହଞ୍ଚି ଜନସାଧାରଣଙ୍କୁ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେଉଛନ୍ତି । ଏହି ପରିପ୍ରେକ୍ଷୀରେ ହରଭଙ୍ଗା ବ୍ଲକ ର ଉପାନ୍ତ ଅପହଞ୍ଚ ଗ୍ରାମ ମାରଡା ରେ ପହଞ୍ଚିଛି ସ୍ୱାସ୍ଥ୍ୟ ବିଭାଗର ଏକ ଟିମ । ମହାନଦୀ ର କୂଳେ କୂଳେ ବିପଦ ପୂର୍ଣ୍ଣ ଅବସ୍ଥାରେ ଅଭୟାରଣ୍ୟ ରାସ୍ତା ଦେଇ ଗୋଟିଏ ପାହାଡି ନାଳ ଡେଇଁ ଗ୍ରାମବାସୀ ଙ୍କ ନିକଟରେ ପହଞ୍ଚିଛି ସ୍ୱାସ୍ଥ୍ୟ ବିଭାଗ ର ଏହି ଟିମ । ଗାଁ ରେ ପହଞ୍ଚି ଜନସାଧାରଣ ଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଯାଞ୍ଚ କରିବା ସହ ଔଷଧ ମଧ୍ୟ ପ୍ରଦାନ କରିଛନ୍ତି । ବିଶେଷ କରି ମ୍ୟାଲେରିଆ, ମଧୁମେହ, ରକ୍ତଚାପ , ଝାଡା ଓ କାଛୁକୁଣ୍ଡିଆ ଭଳି ଅନେକ ରୋଗର ଯାଞ୍ଚ କରିବା ସହ ଗ୍ରାମବାସୀ ଙ୍କୁ ମଧ୍ୟ କରାଯାଇଛି ସଚେତନ । ବନ୍ୟା ସମୟରେ ସାପ କାମୁଡ଼ା ର ଭୟ ରହିଥିବାରୁ ସତର୍କତା ଅବଲମ୍ବନ କରିବା ସହ ସାପ କାମୁଡ଼ିଲେ ଗୁଣିଗାରେଡି ରେ ଭରସା ନ କରି ଡାକ୍ତରଖାନା ଯିବା ସହ ଗର୍ଭବତୀ ମହିଳା ଓ ଛୋଟ ଛୁଆ

ଙ୍କୁ ଅଧିକ ସତର୍କତା ଅବଲମ୍ବନ କରିବା ପାଇଁ ଟିମ ପକ୍ଷରୁ କୁହାଯାଇଛି । ଯଦି ଅଧିକ ବନ୍ୟାପାଣି ଗାଁକୁ ଆସେ ଉଚ୍ଚ ଜାଗାରେ ଆଶ୍ରୟ ନେବା ପାଇଁ ସଚେତନ କରାଯାଇଛି । ଏହି ଟିମ ରେ ହରଭଙ୍ଗା ବ୍ଲକ ବିପିଏମ ଅରୁନ କୁମାର ପାଢୀ ସହ ମ୍ୟାଲେରିଆ ସ୍ୱାସ୍ଥ୍ୟକର୍ମୀ ଓ ଡାକ୍ତର ସିଦ୍ଧାର୍ଥ ଶଙ୍କର ସାହୁ ଥିଲେ । ଅନ୍ୟପଟେ ଆଗକୁ ମହାନଦୀ ରେ ବନ୍ୟା ଆସିବାର ସମ୍ଭାବନା ରହିଛି ଏହାକୁ ଦୃଷ୍ଟିରେ ରଖି ନଦୀ କୂଳିଆ ଗ୍ରାମ ଗୁଡିକରେ ବୌଦ୍ଧ ଜିଲ୍ଲାପାଳ ଓ ସିଡିଏମୋ ଙ୍କ ନିର୍ଦ୍ଦେଶ କ୍ରମେ ସ୍ୱାସ୍ଥ୍ୟ ଶିବିର କରାଯାଇ ଜନସାଧାରଣଙ୍କୁ ଚିକିତ୍ସା ସେବା ଯୋଗାଇ ଦେବା ସହ ବନ୍ୟା ସମୟର ବିଭିନ୍ନ ସତର୍କ ଅବଲମ୍ବନ କରିବା ପାଇଁ ସଚେତନତା କରାଯାଇଛି ବୋଲି ଡାକ୍ତର ସିଦ୍ଧାର୍ଥ ଶଙ୍କର ସାହୁ ସୂଚନା ଦେଇଛନ୍ତି । ସ୍ୱାସ୍ଥ୍ୟ ବିଭାଗ ର ଏଭଳି ପ୍ରୟାସ କୁ ବୁଦ୍ଧିଜୀବୀ ମହଲରେ ପ୍ରଶଂସା କରାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   05-Oct-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   05-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   05-Oct-2026
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026
  ଜିଲ୍ଲା  
ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   05-Oct-2026
  ଜିଲ୍ଲା  
ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ରାଜ୍ୟ  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   05-Oct-2026
  ଜିଲ୍ଲା  
ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ   05-Oct-2026

You Might Also Like