-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||     

HOME   ଜିଲ୍ଲା

ଗୁରୁ ଭଗବାନ ସାହୁଙ୍କ ଜନ୍ମ ଜୟନ୍ତୀ ପାଳିତ

31-Jul-2024



ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକା ବ୍ଲକ ଅନ୍ତର୍ଗତ ଅସୁରଗଡ ଠାରେ ଗୁରୁ ଭଗବାନ ସାହୁ ଶବ୍ଦାନୃତ୍ୟ ପ୍ରଶିକ୍ଷଣ କେନ୍ଦ୍ର ଆନୁକୂଲ୍ୟରେ ଗୁରୁଙ୍କର ଜନ୍ମ ଜୟନ୍ତୀ ପାଳନ କରାଯାଇଥିଲା ପ୍ରଥମେ ନାଟ୍ୟ ମହର୍ଷି ଗୁରୁ ଭଗବାନ ସାହୁଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ପୂଜାର୍ଚନା ପରେ ସ୍ଥାନୀୟ ଅମର ଜ୍ୟୋତି କ୍ଲବ ପରିସରରେ ଭୁବନ ଭୋଇଙ୍କର ଅଧ୍ୟକ୍ଷତାରେ ଏକ ସଭା ଅନୁଷ୍ଠିତ ହୋଇଥିଲା l ଏଥିରେ ମୁଖ୍ୟ ଅତିଥି ଭାବରେ ଡୁଙ୍ଗୁରିପାଲି ସାହିତ୍ୟ ଓ ସାଂସ୍କୃତିକ ସଂସଦର ସଭାପତି ଡ଼ ସୁବାସ ଚନ୍ଦ୍ର ପାତ୍ର ଯୋଗଦେଇ ଗୁରୁଙ୍କର ବହୁ ଚର୍ଚ୍ଚିତ ନାଟକ ସୁରେନ୍ଦର ସାଏର ପ୍ରକାଶନ ତଥା ଶବ୍ଦନୃତ୍ୟର ଭବିଷ୍ୟତ ସମ୍ପର୍କରେ ଆଲୋକପାତ କରିଥିଲେ l ମୁଖ୍ୟବକ୍ତା ଟିକେଲାଲ ରାଉତ ଗୁରୁଙ୍କ ଜୀବନଚର୍ଯ୍ୟl ଉପରେ ଆଲୋଚନା କରିଥିବା ବେଳେ ସମ୍ମାନିତ ଅତିଥି ଭାବରେ ସୁନ୍ଦର ସାଏ ନାଟ୍ୟ ଅଭିନେତା ବସୁଦେବ ପଧାନ ଶବ୍ଦ ନୃତ୍ୟ କୁ ଜାତୀୟ ସ୍ତରରେ ପହଞ୍ଚାଇବାର ପ୍ରୟାସ ଆବଶ୍ୟକ ବୋଲି ମତ ରଖିଥିଲେ l କବି ଉଦ୍ଧବ ବାରିକ ସ୍ୱରଚିତ କବିତା ମାଧ୍ୟମରେ ଗୁରୁଙ୍କର ବନ୍ଦନା କରିଥିଲେ l ସମ୍ମାନିତ ଅତିଥି ରାଧାକାନ୍ତ ଗଡ଼ତିଆ କବିଙ୍କ ଜୀଵନ ସଂଗ୍ରାମ ଆମ ହୃଦୟକୁ ଆଲୋଡିତ କରିଛି ବୋଲି ମତ ପ୍ରଦାନ କରିଥିଲେ l ସଭାକୁ ଅତି ସୁନ୍ଦର ଭାବରେ କବି ହିମାଂଶୁ ଭୂଷଣ ପଣ୍ଡା ସଂଚାଳନ କରିଥିଲେ l ଶେଷରେ ସମ୍ବିତ ପାଢ଼ୀ ଧନ୍ୟବାଦ ଅର୍ପଣ କରିବା ପରେ ସଭା ସାଙ୍ଗ ହୋଇଥିଲା l ଅନୁଷ୍ଠିତ ସଭାକୁ ନୃତ୍ୟ ଗୁରୁ ଶ୍ରୀ ଗଦାଧର ବରିହା,କବି ମର୍ଦରାଜ ବାରିକ,ଜୟଲାଲ ନାୟକ, ଅଗସ୍ତି ହରିପାଳ,ରାଜିନ୍ଦ୍ର ସୁନା, ଶୁକଦେବ ହରିପାଳ,ଉମାକାନ୍ତ ବାରିକ,ଯଦୁ ସେଠି,ଦୁଃଶାସନ ମେଲ୍ଲୀ,ନିରୋଜ ସେଠି, ସବାସ୍ୱରୂପ ନନ୍ଦନ ବାରିକ, ବୈରାଗୁ କମ୍ପ,ସୀତାରାମ ବାରିକ,ପ୍ରସନ୍ନ ମହାକୁର, ସୁଦାମ ଭୋଇ,ସର୍ବେଶ୍ୱର ବନଛୋର,ଦୌଲଥ ଭୋଇ ପ୍ରମୁଖଙ୍କ ସମେତ ଅମର ଜ୍ୟୋତି କ୍ଲବର ସଦସ୍ୟଗଣ ଏବଂ ଅସୁରଗଡ଼ ଗ୍ରାମବାସୀ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026
  ଜିଲ୍ଲା  
ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   05-Oct-2026
  ଜିଲ୍ଲା  
ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ରାଜ୍ୟ  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   05-Oct-2026
  ଜିଲ୍ଲା  
ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ   05-Oct-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   05-Oct-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   05-Oct-2026
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026

You Might Also Like