-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||     

HOME   ରାଜ୍ୟ

ଜରୁରୀ ପରିସ୍ଥିତିରେ ରକ୍ତଦାନ କଲେ ଯୁବକ

31-Jul-2024



ସିନ୍ଧେକେଲା (ଅନୀଲ କୁମାର ତ୍ରିପାଠୀ): ବଙ୍ଗୋମୁଣ୍ଡା ବ୍ଲକ ମୁଣ୍ଡପଦର ପଞ୍ଚାୟତ ଗୋବିନ୍ଦପୁର ଗ୍ରାମର ନମ୍ରତା ନାଏକ (୩୨) ଏନିମିଆ ରୋଗରେ ପୀଡିତ ଥିବାରୁ ତାଙ୍କ ଶରୀରରେ ରକ୍ତ ୪.୮ ହୋଇଯାଇଥିଲା। ଟିଟିଲାଗଡ଼ ସରକାରୀ ହସ୍ପିଟାଲ ରେ ଭର୍ତ୍ତି ହୋଇ ସେ ଚିକିତ୍ସିତ ହେଉଥିଲେ। ଚିକିତ୍ସା କରୁଥିବା ଡାକ୍ତର ପରିବାର ବର୍ଗଙ୍କୁ ରକ୍ତ ଯୋଗାଡ କରିବାକୁ କହିବାରୁ ରକ୍ତଦାତା ଖୋଜୁଥିଲେ। ତୁରନ୍ତ ରକ୍ତ ଯୋଗାଡ କରିବାକୁ ଥିବାରୁ ସମସ୍ତ ପ୍ରକାର ଚେଷ୍ଟା ଚଳାଇଥିଲେ ପରିବାର ବର୍ଗ । ତେବେ ଏ ବିଷୟରେ ଠେମରା ପଞ୍ଚାୟତର ସଞ୍ଜିବ ଛୁରା , ନିତ୍ୟା ବାଗ, ହରେକୃଷ୍ଣ ବାଗ, ନିତ୍ୟାନନ୍ଦ ପୃଷେଠ ଏକ ହ୍ବାଟସଅପ ଗ୍ରୁପ୍ ରୁ ଜାଣି ଟିଟିଲାଗଡ଼ ପହଞ୍ଚିଥିଲେ । ରକ୍ତ ନମୁନା ପରୀକ୍ଷା ପରେ ଜାମତରା ଗ୍ରାମର ଯୁବନେତା ନିତ୍ୟାନନ୍ଦ ପୃଷେଠ ରକ୍ତଦାନ କରିଥିବା ସୁଚନା ମିଳିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ରାଜ୍ୟ  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   05-Oct-2026
  ଜିଲ୍ଲା  
ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ   05-Oct-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   05-Oct-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   05-Oct-2026
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026
  ଜିଲ୍ଲା  
ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   04-Oct-2026
  ଜିଲ୍ଲା  
ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   04-Oct-2026

You Might Also Like