-+91-9937148622 |

prerana_bgr@rediffmail.com |

  Saturday 25th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୋଜନା ଅଛି, କିନ୍ତୁ ଲାଭ ପହଞ୍ଚୁନି♦️ ସମ୍ପୂର୍ଣ ଭିନ୍ନକ୍ଷମ ଭତ୍ତାରୁ ବଞ୍ଚିତ ବିମ୍ବାଧର: ୧୦୦% ଦୃଷ୍ଟିହୀନ ଥାଇ ମଧ୍ୟ ମିଳୁନି ପୂର୍ଣ୍ଣ ଭତ୍ତା   (25-Apr-2026)       ||      ଅସହ୍ୟ ତାତି, ଜନଜୀବନ ଅସ୍ତବ୍ୟସ୍ତ   (25-Apr-2026)       ||      ରାଜ୍ୟସ୍ତରୀୟ ଜାତୀୟ ପଂଚାୟତି ରାଜ ଦିବସ ସମାରୋହରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଲୋକଙ୍କ ସକ୍ରିୟ ଭାଗିଦାରୀ ଓ ଅଭିନବ ଚିନ୍ତାଧାରା ପଞ୍ଚାୟତିରାଜ ବ୍ୟବସ୍ଥାକୁ ଅଧିକ ଗତିଶୀଳ କରିବ- ମୁଖ୍ୟମନ୍ତ୍ରୀ    (24-Apr-2026)       ||      ଡାବୁଗାଁ ବ୍ଲକ ପରିସରରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ   (24-Apr-2026)       ||      ଘରୋଇ ଆଇ.ଟି.ଆଇ ସଂଘର ଜରୁରୀକାଳୀନ ବୈଠକ    (24-Apr-2026)       ||      ସୁବର୍ଣ୍ଣପୁରରେ ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୬ ପାଳିତ   (24-Apr-2026)       ||      ବଲାଙ୍ଗୀରବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନରସିଂହ, ଭୀମଭୋଇ ମେଡିକାଲ ଓ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ପଦବୀ ପୁରଣ ପାଇଁ କଲେ ଆଲୋଚନା   (24-Apr-2026)       ||      ଗ୍ରୀଷ୍ମ ପ୍ରବାହ ପାଇଁ ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ ରହିବ   (24-Apr-2026)       ||      ଜାତୀୟ ପଞ୍ଚାୟତ ରାଜ ଦିବସ ରେ ସ୍ୱତଃ ମନେ ପଡନ୍ତି ସୁବର୍ଣ୍ଣପୁର ଜିଲ୍ଲା ର ଆଦର୍ଶ ସରପଞ୍ଚ ସ୍ଵର୍ଗତ ଘାସିରାମ ତ୍ରିପାଠି*-   (24-Apr-2026)       ||      *ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   (24-Apr-2026)       ||      ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   (24-Apr-2026)       ||      ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   (24-Apr-2026)       ||      ୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ    (24-Apr-2026)       ||      ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ    (24-Apr-2026)       ||      ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   (24-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   (23-Apr-2026)       ||      ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   (23-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା    (23-Apr-2026)       ||      ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା    (23-Apr-2026)       ||      ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   (23-Apr-2026)       ||     

HOME   ଜିଲ୍ଲା

ପୂର୍ବତନ ରାଷ୍ଟ୍ରପତି କଲାମଙ୍କ ମହାପ୍ରୟାଣ ଦିବସ ପାଳିତ

31-Jul-2024



କେନ୍ଦ୍ରାପଡ଼ା(ପ୍ରେରଣା ଖବର)  lଉତ୍କଳ ଗ୍ରାମ୍ୟ ସ୍ବରାଜ କଟକ ପକ୍ଷରୁ କେନ୍ଦ୍ରାପଡ଼ା ମାର୍ଶାଘାଇ ବ୍ଳକ ସ୍ଥିତ ଜନଶକ୍ତି ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ଭାରତ ରତ୍ନ ପୂର୍ବତନ ରାଷ୍ଟ୍ରପତି ଡକ୍ଟର ଏ ପି ଜେ ଅବଦୁଲ କକଲାମlଙ୍କ ମହାପ୍ରୟାଣ ଦିବସ ପାଳିତ ହୋଇଯାଇଛି। ପ୍ରଥମେ ବିଦ୍ୟାଳୟ ପରିସରରେ ଥିବା କଲାମ ଙ୍କ ପ୍ରତିମୂର୍ତ୍ତୀରେ ମାଲ୍ୟାର୍ପଣ କରାଯାଇ ଶ୍ରଦ୍ଧାସୁମନ ଅର୍ପଣ କରାଯାଇଥିଲl ସ୍କୁଲର ପ୍ରଧାନ ଶିକ୍ଷକ ନିରଞ୍ଜନ ମହାରଣା ଙ୍କ ସଭାପତିତ୍ୟରେ ମୂଖ୍ୟ ଅତିଥି ଭାବେ କଳିଙ୍ଗ ରତ୍ନ ବ୍ରହ୍ମl ମହାନ୍ତି, ସମ୍ମାନିତ ଅତିଥି ଭାବେ ଉତ୍କଳ ସାହିତ୍ୟ ସମାଜର ସଂଗଠନ ସମ୍ପାଦକ ଡ. ସୁନlମଣି ରାଉତ, ଅଧ୍ୟାପିକା ନାଟ୍ୟକାର ଡ. ବୈଜୟନ୍ତୀ ମିଶ୍ର, ସାହିତ୍ୟିକl ସ୍ତମ୍ଭକାର ମୀରା ବେଉରା, ଅଧ୍ୟାପିକା ଡ. ବସନ୍ତ କୁମାରୀ ନନ୍ଦ, ଅଧ୍ୟାପିକା ଶୋଭାବତୀ ସେନାପତି ଆଇନଜୀବୀ ସଂଯୋଗ କୁମାର  ସାମନ୍ତରାୟ, ସମାଜସେବୀ ଶିଶିର କୁମାର ପରିଡା ପ୍ରମୁଖ ଯୋଗଡେଇ ମିଶାଇଲ ମ୍ୟାନ୍ କଲାମଙ୍କର ରାଷ୍ଟ୍ର ପ୍ରତି ଯେଉଁ ଭଳି ଭାବେ ସମର୍ପିତ ଜୀବନ ଥିଲା ତାହା ନିଶ୍ଚିତ ସର୍ବଦା ଅବିସ୍ମରଣୟ ହୋଇ ରହିବ । ତାଙ୍କ ତ୍ୟାଗ, ବଳିଦାନକୁ ସମ୍ମାନ ଜଣାଇ ଯଦି ଆଜିର ଯୁବପିଢି  ଦୃଢ଼ ସଂକଳ୍ପ ହୋଇ ଓ ନିତିନିଷ୍ଠ ହୋଇ ନିର୍ଭିକ ଭାବେ ଦେଶମାତୃକା ପାଇଁ ସମର୍ପିତ ମନୋଭାବ ନେଇ କାର୍ଯ କରିଚlଲିବେ ତେବେ ତାହାହିଁ ହେବ ତାଙ୍କ ପ୍ରତି ଆମର ପ୍ରକୃତ ଶ୍ରଦ୍ଧାଂଜଳି।। ଏହା  ସମସ୍ତ ଅତିଥି ମାନେ ତାଙ୍କ ବକ୍ତବ୍ୟରେ କହିଥିଲେ। ଏହି ପୁଣ୍ୟ ଦିବସ ଉପଲକ୍ଷେ ସ୍କୁଲ୍ ପ୍ରାଙ୍ଗଣରେ ବିଭିନ୍ନ ପ୍ରକାର ଫଳ ଫୁଲ ଗଛ ଅତିଥି ମାନଙ୍କ ଦ୍ଵାରା ରୋପଣ କରlଯାଇଥିଲା । ସ୍କୁଲ୍ ର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଓ ଛାତ୍ର ଛାତ୍ରୀ ମାନେ ଏହି କାର୍ଯକ୍ରମ ରେ ଉପସ୍ଥିତ ହୋଇ  କଲାମଙ୍କ ଉଦ୍ଧେଶ୍ୟରେ ଶ୍ରଦ୍ଧାସୁମନ ଜଣାଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୋଜନା ଅଛି, କିନ୍ତୁ ଲାଭ ପହଞ୍ଚୁନି♦️ ସମ୍ପୂର୍ଣ ଭିନ୍ନକ୍ଷମ ଭତ୍ତାରୁ ବଞ୍ଚିତ ବିମ୍ବାଧର: ୧୦୦% ଦୃଷ୍ଟିହୀନ ଥାଇ ମଧ୍ୟ ମିଳୁନି ପୂର୍ଣ୍ଣ ଭତ୍ତା   25-Apr-2026
  ଜିଲ୍ଲା  
ଅସହ୍ୟ ତାତି, ଜନଜୀବନ ଅସ୍ତବ୍ୟସ୍ତ   25-Apr-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ଜାତୀୟ ପଂଚାୟତି ରାଜ ଦିବସ ସମାରୋହରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଲୋକଙ୍କ ସକ୍ରିୟ ଭାଗିଦାରୀ ଓ ଅଭିନବ ଚିନ୍ତାଧାରା ପଞ୍ଚାୟତିରାଜ ବ୍ୟବସ୍ଥାକୁ ଅଧିକ ଗତିଶୀଳ କରିବ- ମୁଖ୍ୟମନ୍ତ୍ରୀ    24-Apr-2026
  ଜିଲ୍ଲା  
ଡାବୁଗାଁ ବ୍ଲକ ପରିସରରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ   24-Apr-2026
  ଜିଲ୍ଲା  
ଘରୋଇ ଆଇ.ଟି.ଆଇ ସଂଘର ଜରୁରୀକାଳୀନ ବୈଠକ   24-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୬ ପାଳିତ   24-Apr-2026
  ଜିଲ୍ଲା  
ବଲାଙ୍ଗୀରବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନରସିଂହ, ଭୀମଭୋଇ ମେଡିକାଲ ଓ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ପଦବୀ ପୁରଣ ପାଇଁ କଲେ ଆଲୋଚନା   24-Apr-2026
  ରାଜ୍ୟ  
ଗ୍ରୀଷ୍ମ ପ୍ରବାହ ପାଇଁ ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ ରହିବ   24-Apr-2026
  ଜିଲ୍ଲା  
ଜାତୀୟ ପଞ୍ଚାୟତ ରାଜ ଦିବସ ରେ ସ୍ୱତଃ ମନେ ପଡନ୍ତି ସୁବର୍ଣ୍ଣପୁର ଜିଲ୍ଲା ର ଆଦର୍ଶ ସରପଞ୍ଚ ସ୍ଵର୍ଗତ ଘାସିରାମ ତ୍ରିପାଠି*-   24-Apr-2026
  ଜିଲ୍ଲା  
*ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   24-Apr-2026
  ରାଜ୍ୟ  
ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   24-Apr-2026
  ଜିଲ୍ଲା  
ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   24-Apr-2026

You Might Also Like