-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||     

HOME   ରାଜ୍ୟ

ପୂର୍ବତନ ରାଷ୍ଟ୍ରପତି କଲାମଙ୍କ ମହାପ୍ରୟାଣ ଦିବସ ପାଳିତ

31-Jul-2024



କେନ୍ଦ୍ରାପଡ଼ା (ପ୍ରେରଣା ଖବର): ଉତ୍କଳ ଗ୍ରାମ୍ୟ ସ୍ବରାଜ କଟକ ପକ୍ଷରୁ କେନ୍ଦ୍ରାପଡ଼ା ମାର୍ଶାଘାଇ ବ୍ଳକ ସ୍ଥିତ ଜନଶକ୍ତି ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ଭାରତରତ୍ନ ପୂର୍ବତନ ରାଷ୍ଟ୍ରପତି ଡକ୍ଟର ଏ ପି ଜେ ଅବଦୁଲ କଲାମଙ୍କ ମହାପ୍ରୟାଣ ଦିବସ ପାଳିତ ହୋଇଯାଇଛି। ପ୍ରଥମେ ବିଦ୍ୟାଳୟ ପରିସରରେ ଥିବା କଲାମ ଙ୍କ ପ୍ରତିମୂର୍ତ୍ତୀରେ ମାଲ୍ୟାର୍ପଣ କରାଯାଇ ଶ୍ରଦ୍ଧାସୁମନ ଅର୍ପଣ କରାଯାଇଥିଲl ସ୍କୁଲର ପ୍ରଧାନ ଶିକ୍ଷକ ନିରଞ୍ଜନ ମହାରଣା ଙ୍କ ସଭାପତିତ୍ୟରେ ମୂଖ୍ୟ ଅତିଥି ଭାବେ କଳିଙ୍ଗ

ରତ୍ନ ବ୍ରହ୍ମl ମହାନ୍ତି, ସମ୍ମାନିତ ଅତିଥି ଭାବେ ଉତ୍କଳ ସାହିତ୍ୟ ସମାଜର ସଂଗଠନ ସମ୍ପାଦକ ଡ. ସୁନlମଣି ରାଉତ, ଅଧ୍ୟାପିକା ନାଟ୍ୟକାର ଡ. ବୈଜୟନ୍ତୀ ମିଶ୍ର, ସାହିତ୍ୟିକl ସ୍ତମ୍ଭକାର ମୀରା ବେଉରା, ଅଧ୍ୟାପିକା ଡ. ବସନ୍ତ କୁମାରୀ ନନ୍ଦ, ଅଧ୍ୟାପିକା ଶୋଭାବତୀ ସେନାପତି ଆଇନଜୀବୀ ସଂଯୋଗ କୁମାର  ସାମନ୍ତରାୟ, ସମାଜସେବୀ ଶିଶିର କୁମାର ପରିଡା ପ୍ରମୁଖ ଯୋଗଡେଇ ମିଶାଇଲ ମ୍ୟାନ୍ କଲାମଙ୍କର ରାଷ୍ଟ୍ର ପ୍ରତି ଯେଉଁଭଳି ଭାବେ ସମର୍ପିତ ଜୀବନ ଥିଲା ତାହା ନିଶ୍ଚିତ ସର୍ବଦା ଅବିସ୍ମରଣୟ ହୋଇ ରହିବ । ତାଙ୍କ ତ୍ୟାଗ, ବଳିଦାନକୁ ସମ୍ମାନ ଜଣାଇ ଯଦି ଆଜିର ଯୁବପିଢି  ଦୃଢ଼ ସଂକଳ୍ପ ହୋଇ ଓ ନିତିନିଷ୍ଠ ହୋଇ ନିର୍ଭିକ ଭାବେ ଦେଶମାତୃକା ପାଇଁ ସମର୍ପିତ

ମନୋଭାବ ନେଇ କାର୍ଯ କରିଚlଲିବେ ତେବେ ତାହାହିଁ ହେବ ତାଙ୍କ ପ୍ରତି ଆମର ପ୍ରକୃତ ଶ୍ରଦ୍ଧାଂଜଳି।। ଏହା  ସମସ୍ତ ଅତିଥି ମାନେ ତାଙ୍କ ବକ୍ତବ୍ୟରେ କହିଥିଲେ। ଏହି ପୁଣ୍ୟ ଦିବସ ଉପଲକ୍ଷେ ସ୍କୁଲ୍ ପ୍ରାଙ୍ଗଣରେ ବିଭିନ୍ନ ପ୍ରକାର ଫଳ ଫୁଲ ଗଛ ଅତିଥି ମାନଙ୍କ ଦ୍ଵାରା ରୋପଣ କରlଯାଇଥିଲା । ସ୍କୁଲ୍ ର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଓ ଛାତ୍ର ଛାତ୍ରୀ ମାନେ ଏହି କାର୍ଯକ୍ରମ ରେ ଉପସ୍ଥିତ ହୋଇ  କଲାମଙ୍କ ଉଦ୍ଧେଶ୍ୟରେ ଶ୍ରଦ୍ଧାସୁମନ ଜଣାଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026
  ଜିଲ୍ଲା  
ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   04-Oct-2026
  ଜିଲ୍ଲା  
ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   04-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   04-Oct-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   04-Oct-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   04-Oct-2026
  ଜିଲ୍ଲା  
ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   04-Oct-2026
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   04-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026
  ଜିଲ୍ଲା  
*୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   04-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   04-Oct-2026

You Might Also Like