-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||     

HOME   ଜିଲ୍ଲା

ନିଜ ସରକାରୀ କାର୍ଯ୍ୟରୁ ଅବସର ଗ୍ରହଣ ଅବସରରେ ରେଡ଼କ୍ରସ ପାଣ୍ଠିକୁ ଦାନ

31-Jul-2024



ନବରଙ୍ଗପୁର(ପ୍ରେରଣା ଖବର): ଗରିବ, ଅସହାୟ, ଦିବ୍ୟଅଙ୍ଗ ଅର୍ଥ ଅଭାବରୁ ରୋଗଶଯ୍ୟାରେ ପୀଡିତ,ଦୁର୍ଘଟଣା ଗ୍ରସ୍ତ ଲୋକମାନଙ୍କର  ଜରୁରୀ କାଳୀନ ସେବା ପାଇଁ ଜିଲ୍ଲା ପ୍ରଶାସନ ତରଫରୁ ଜିଲ୍ଲା ରେଡ଼କ୍ରସ ପାଣ୍ଠି ରୁ ଆବଶ୍ୟକ ଆର୍ଥିକ ସହାୟତା ଯୋଗାଇ ଦିଆଯାଇଥାଏ । କହିବାକୁ ଗଲେ ଜରୁରୀକାଳୀନ ପରିସ୍ଥିତି ରେ ସମାଜ ସେବା  ରେ ସିଧାସଳଖ ରେଡ଼କ୍ରସ ପାଣ୍ଠି ଲୋକଙ୍କ କାମରେ ଲାଗିଥାଏ। ଆଜି ନିଜ ସରକାରୀ ଚାକିରି ରୁ ଅବସର ଗ୍ରହଣ କରିବା ପରିପ୍ରେକ୍ଷୀରେ  ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ଶ୍ରୀମତୀ ଶିବାନୀ ଗୁହା ଜିଲ୍ଲା ରେଡକ୍ରସ ପାଣ୍ଠିକୁ ମୁକ୍ତ ହସ୍ତରେ ଦଶ ହଜାର ଟଙ୍କା ରେ ଚେକ୍ ଜିଲ୍ଲାପାଳଙ୍କ ଆବାସିକ କାର୍ଯ୍ଯାଳୟରେ ଜିଲ୍ଲାପାଳ ଡକ୍ଟର କମଳ ଲୋଚନ ମିଶ୍ର ଙ୍କୁ ପ୍ରଦାନ କରିଥିଲେ। ଚେକ ପ୍ରଦାନ ସମୟରେ  ଶ୍ରୀମତୀ ଗୁହା ଙ୍କ ସ୍ୱାମୀ ତଥା ଜିଲ୍ଲା ପ୍ରାଣୀଧନ ଚିକିତ୍ସା ଅଧିକାରୀ ରାଧେଶ୍ୟାମ ଲାଏକ୍ ଏବଂ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ଜୀ ଭେଙ୍କାଟା ରେଡି ଉପସ୍ଥିତ ଥିଲେ। ସମାଜ ର ସେବା ରେ ଲାଗିବା ପାଇଁ ଜିଲ୍ଲା ରେଡ଼କ୍ରସ ପାଣ୍ଠିକୁ ମୁକ୍ତ ହସ୍ତରେ ଦଶ ହଜାର ଟଙ୍କା ଦାନ କରିଥିବାରୁ ଶ୍ରୀମତୀ ଗୁହା ଙ୍କୁ ଜିଲ୍ଲାପାଳ ଡଃ ମିଶ୍ର  ଶୁଭେଚ୍ଛା ସହ ଧନ୍ୟବାଦ୍ ଜଣାଇଥିଲେ। ଏହି ଅବସରେ ଜରୁରୀକାଳୀନ ପରିସ୍ଥିତି ରେ ସମାଜର ଲୋକଙ୍କ ହିତରେ ରେଡ଼କ୍ରସ ପାଣ୍ଠି ଖର୍ଚ୍ଚ ହେଉଥିବା ରୁ ଜିଲ୍ଲା ରେଡ଼କ୍ରସ ପାଣ୍ଠିକୁ ବଦାନ୍ୟ ବ୍ୟକ୍ତି ବିଶେଷ ମୁକ୍ତ ହସ୍ତରେ ଦାନ କରିବା ପାଇଁ ଜିଲ୍ଲାପାଳ ଡଃ ମିଶ୍ର ଆହ୍ଵାନ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026
  ଜିଲ୍ଲା  
ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   04-Oct-2026
  ଜିଲ୍ଲା  
ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   04-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   04-Oct-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   04-Oct-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   04-Oct-2026
  ଜିଲ୍ଲା  
ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   04-Oct-2026
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   04-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026
  ଜିଲ୍ଲା  
*୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   04-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   04-Oct-2026

You Might Also Like