-+91-9937148622 |

prerana_bgr@rediffmail.com |

  Sunday 4th October 2026 |

| | | |

R.N.I. Regd No. ODIODI/2010/46693

Breaking News

ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||     

HOME   ଜିଲ୍ଲା

ତିଖାଲି ଡ୍ୟାମରୁ ନିଷ୍କାସିତ କଲେ ଅନାବଶ୍ୟକ ପାଣି

31-Jul-2024



ନୂଆପଡା  (ରାମନାଥ ପଣ୍ଡା )
ଉଭୟ ନୂଆପଡ଼ା ଓ ବଲାଙ୍ଗୀର ଜିଲ୍ଲାପାଳ ତଥା ଉଚ୍ଚ ସ୍ତରୀୟ ଅଧିକାରୀଙ୍କ ପରାମର୍ଶ ଓ ନିର୍ଦ୍ଦେଶକ୍ରମେ ଆଜି ନୂଆପଡ଼ା ଜିଲ୍ଲା ଖଡିଆଳ ବ୍ଲକ ଅନ୍ତର୍ଗତ ତିଖାଲି ଲୋୟର ଇନ୍ଦ୍ର ଜଳ ସେଚନ ପ୍ରକଳ୍ପରୁ ୩ ଓ ୬ ନମ୍ବର ଗେଟ ଖୋଲି ପ୍ରଥମ ବନ୍ୟା ଜଳ ନିଷ୍କାସନ  କରାଯାଇଛି । ଲୋୟର ଇନ୍ଦ୍ର ଜଳ ସେଚନ ପ୍ରକଳ୍ପ ମୁଖ୍ୟ ନିର୍ମାଣ ଯନ୍ତ୍ରୀ ସଂଜୀବ ଜ୍ଞାନ ଭତ୍ରା, ନୂଆପଡ଼ା ଉପଜିଲ୍ଲାପାଳ ଯୋଗେନ୍ଦ୍ର ମାଝୀ, ଅଧିକ୍ଷଣ ଯନ୍ତ୍ରୀ ସୌମ୍ୟ ରଞ୍ଜନ ଜୟପୁରିଆ, ଖଡିଆଳ ବିଡ଼ିଓ ବିରସେନ ବେହେରା,ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପ ଖଡ଼ିଆଳ ମାଁ ଗାୟତ୍ରୀ ଜଳ ଆବଣ୍ଟନ କମିଟି ସଭାପତି ଶ୍ରୀରାମ ସମେନ୍ଦ୍ର ସିଂହ, ସମ୍ପାଦକ ସୁଶାନ୍ତ କୁମାର ବିଶିଙ୍କ ସମେତ ଏହି ପ୍ରକଳ୍ପରେ କାର୍ଯ୍ୟରତ ଅନ୍ୟାନ୍ୟ କର୍ମଚାରୀ ଆଜିକାର କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। ବିଭାଗୀୟ ଅଧିକାରୀଙ୍କ ସୂଚନା  ଅନୁଯାୟୀ ଡ୍ୟାମର କ୍ଷମତାକୁ ଆଖି ଆଗରେ ରଖି  ଅନାବଶ୍ୟକ ପାଣିକୁ ନିଷ୍କାସନ କରାଯାଉଛି ।ଅଧିକାରୀ ଡ୍ୟାମରୁ ପ୍ରତି ସେକେଣ୍ଡରେ ୯୮ କ୍ୟୁବିକ ସେଟ୍ ଜଳ ନିଷ୍କାସିତ ହେଉଥିବା ସୂଚନା ପ୍ରଦାନ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   04-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   04-Oct-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   04-Oct-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   04-Oct-2026
  ଜିଲ୍ଲା  
ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   04-Oct-2026
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   04-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026
  ଜିଲ୍ଲା  
*୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   04-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   04-Oct-2026
  ଜିଲ୍ଲା  
ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   04-Oct-2026
  ଜିଲ୍ଲା  
ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   04-Oct-2026

You Might Also Like