-+91-9937148622 |

prerana_bgr@rediffmail.com |

  Sunday 4th October 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||     

HOME   ଜିଲ୍ଲା

ଲୋଚନ ଜଗତ ଡ଼ିଗ୍ରୀ କଲେଜରେ ବନମହୋତ୍ସବ ସପ୍ତାହ ଅନୁଷ୍ଠିତ

31-Jul-2024



ନୂଆପଡ଼ା (ଡୋଲେଶ୍ଵର ବାଗ )
ବୋଡ଼େନ ବ୍ଲକ ଅନ୍ତର୍ଗତ କରଙ୍ଗାମାଲ ଗ୍ରାମରେ ଥିବା ଲୋଚନ ଜଗତ ଡିଗ୍ରୀ କଲେଜରେ ଆଜି କଲେଜ ତରଫରୁ ବୃକ୍ଷରୋପଣ କାର୍ଯ୍ଯକ୍ରମ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ଅନୁଷ୍ଠାନର ସମସ୍ତ  ଛାତ୍ରଛାତ୍ରୀ,କଲେଜ କର୍ମଚାରୀ ତଥା ବନ ବିଭାଗ କର୍ମଚାରୀ ଉପସ୍ଥିତ ଥିଲେ। ଆମେ ସମସ୍ତେ ଜାଣିଛୁ ମଣିଷ ଜନ୍ମଠାରୁ ଆରମ୍ଭ କରି ମୃତ୍ୟୁ ପ୍ରର୍ଯ୍ୟନ୍ତ ଅମ୍ଳଜାନର ଆବଶ୍ୟକତା ରହିଛି। ଯଦି ଆମକୁ ଠିକ ଭାବରେ ଅମ୍ଳଜାନ ନ ମିଳିବ ତା ହେଲେ ଏ ଧରା ପୃଷ୍ଟରେ ମଣିଷ ସମାଜ ଲୋପ ପାଇଯିବ,ତେଣୁକରି ଆମ ଭାରତର ପ୍ରଧାନମନ୍ତ୍ରୀଙ୍କ ଏକ ପ୍ରେରଣା ମାଁ ନାମରେ ଏକ ଗଛ ଯାହା ସାରା ଭାରତ ବର୍ଷପାଳନ କରୁଥିବା ବେଳେ ଆଜି ନୂଆପଡ଼ା ଜିଲ୍ଲା ବୋଡ଼େନ ବ୍ଲକ ସ୍ଥିତ ଲୋଚନ ଜଗତ ମହାବିଦ୍ୟାଳୟର ନିର୍ମାତା ଶ୍ରୀଯୁକ୍ତ ତୁଳସୀରାମ ଜଗତଙ୍କ ନିର୍ଦ୍ଦେଶରେ ଆଜି ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି। ଆଜି ମହାବିଦ୍ୟାଳୟର ଦ୍ୱିତୀୟ ସେମିଷ୍ଟାର ପରୀକ୍ଷା ରହିଥିବା ବେଳେ ପରୀକ୍ଷା ଶେଷ ହେବା ପରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେଇଥିଲା। ପରୀକ୍ଷା ପାଇଁ ଖଡ଼ିଆଳ ଅଟୋନମସ କଲେଜର ପରୀକ୍ଷା ନିରୀକ୍ଷକ ଅଜିତେସ ପାଢ଼ୀ ଆସିଥିବା ବେଳେ ଅଧ୍ୟକ୍ଷଙ୍କ ଅନୁରୋଧ କ୍ରମେ ବୃକ୍ଷ ରୋପଣ କାର୍ଯ୍ୟକ୍ରମରେ ଯୋଗଦାନ କରି ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିଥିଲେ। ମହାବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀଯୁକ୍ତ ଭରତ ଚରଣ ସାହୁ ଉକ୍ତ କାର୍ଯ୍ୟକ୍ରମର ନେତୃତ୍ଵ ନେଇଥିବା ବେଳେ କାର୍ଯ୍ୟକ୍ରମରେ ଅଧ୍ୟାପକ ପ୍ରେମଲାଲ ତାଣ୍ଡି,ଅଧ୍ୟାପକ ସୌରଭ ବିଶୀ ଓ ଅଧ୍ୟାପିକା ଶୋଭାବତୀ ସେନାପତି ସମେତ କଲେଜର ସମସ୍ତ  କର୍ମଚାରୀମାନେ ବିଶେଷ ସହଯୋଗ କରିଥିବା ବେଳେ ବନବିଭାଗର ଫରେଷ୍ଟର ଶ୍ରୀ ଗଗନ ହଂସ,ଶ୍ରୀ ଶୁସିଲ କୁମାର ବାଗ ଓ ବିଶ୍ଵନାଥ ସଲମା ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସଫଳ ହେବାରେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   04-Oct-2026
  ଜିଲ୍ଲା  
ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   04-Oct-2026
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   04-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026
  ଜିଲ୍ଲା  
*୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   04-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   04-Oct-2026
  ଜିଲ୍ଲା  
ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   04-Oct-2026
  ଜିଲ୍ଲା  
ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ   04-Oct-2026
  ଜିଲ୍ଲା  
ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   04-Oct-2026
  ଜିଲ୍ଲା  
ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   03-Oct-2026

You Might Also Like