-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଜିଲ୍ଲାରେ ଆଜି ୯୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବଲାଙ୍ଗିର ଦହରରୁ ୧୫ ଜଣ କରୋନା ସଂକ୍ରମିତ

06-Oct-2020



 ବଲାଙ୍ଗିର,୬ା୧୦ା୨୦୨୦(Ritraj Singh) : ବଲାଙ୍ଗିର ଜିଲ୍ଲାରେ ଆଜି ୯୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବଲାଙ୍ଗିର ଦହରରୁ ୧୫ ଜଣ କରୋନା ସଂକ୍ରମିତ ରହିଛନ୍ତି...
(୧)..ବଲାଙ୍ଗିର ସହରର ୱାର୍ଡ ନଂ.୧ରୁ-୧, ୨ରୁ-୩, ୪ରୁ-୧, ୮ରୁ-୧, ୧୦ରୁ-୨, ୧୮ରୁ-୩, ୨୦ରୁ-୨ ଓ ୨୧ରୁ-୨ ଜଣ 
(୨)..ଆଗଲପୁର ବ୍ଲକ୍‌ ବକ୍‌ଟି ଗ୍ରା.ପ.ରୁ-୧, ଡୁଡ଼କା ଗ୍ରା.ପ.ରୁ-୧ ଓ ରୋତ ଗ୍ରା.ପ.ରୁ-୧
(୩)..ବଲାଙ୍ଗିର ବ୍ଲକ୍‌ ଖୁଜେନପାଲି ଗ୍ରା.ପ.ରୁ-୧, ସକମା ଗ୍ରା.ପ.ରୁ-୧ ଓ ମାଧିଆପାଲି ଗ୍ରା.ପ.ରୁ-୨ ଜଣ
(୪).. ବଙ୍ଗୋମୁଣ୍ଡା ବ୍ଲକ୍‌ ବଙ୍ଗୋମୁଣ୍ଡା ଗ୍ରା.ପ.ରୁ-୭ ଜଣ
(୫)..ବେଲପଡ଼ା ବ୍ଲକ୍‌ ବେଲପଡ଼ା ଗ୍ରା.ପ.ରୁ-୬, ଯୁବା ଗ୍ରା.ପ.ରୁ-୧, କାନୁଟ ଗ୍ରା.ପ.ରୁ-୧, ବାଲିଖମାର ଗ୍ରା.ପ.ରୁ-୧
(୬).. ଦେଓଗାଁ ବ୍ଲକ୍‌ ଧଣ୍ଡାମାଲ ଗ୍ରା.ପ.ରୁ-୧, ରାମଚନ୍ଦ୍ରପୁର ଗ୍ରା.ପ.ରୁ-୧ ଓ କୁଡ଼ାସିଂଗା ଗ୍ରା.ପ.ରୁ-୨ ଜଣ 
(୭)..ଗୁଡ଼ଭେଲା ବ୍ଲକ୍‌ ତୁଷୁରା ଗ୍ରା.ପ.ରୁ-୪ ଜଣ
(୮)..କଂଟାବାଂଜି ଏନ୍‌ଏସି. ୱାର୍ଡ ନଂ.୧ରୁ-୧, ୨ରୁ-୧, ୩ରୁ-୧, ୫ରୁ-୨, ୮ରୁ-୧
(୯)..ଖପ୍ରାଖୋଲ ବ୍ଲକ୍‌ ଖପ୍ରାଖୋଲ ଗ୍ରା.ପ.ରୁ-୨ ଜଣ
(୧୦).. ମୁରିବାହାଲ ବ୍ଲକ୍‌ ମାଲିଶିରା ଗ୍ରା.ପ.ରୁ-୧, ମୁରିବାହାଲ ଗ୍ରା.ପ.ରୁ-୨ ଓ ହଲଦୀ ଗ୍ରା.ପ.ରୁ-୧
(୧୧)..ପାଟଣାଗଡ଼ ବ୍ଲକ୍‌ ଖୁର୍‌ସେଲ୍‌ ଗ୍ରା.ପ.ରୁ-୧, ଦେଉଲଗାଁ ଗ୍ରା.ପ.ରୁ-୧, ଭରତବାହାଲ ଗ୍ରା.ପ.ରୁ-୧ ଓ ଗେର୍‌ଡ଼ା ଗ୍ରା.ପ.ରୁ-୧
(୧୨)..ପାଟଣାଗଡ଼ ଏନ୍‌ଏସି. ୱାର୍ଡ ନଂ. ୫ରୁ-୧
(୧୩)...ସଇଁନ୍ତଲା ବ୍ଲକ୍‌ ସଇଁନ୍ତଲା ଗ୍ରା.ପ.ରୁ-୬ ଜଣ
(୧୪)..ଟିଟିଲାଗଡ଼ ବ୍ଲକ୍‌ କୁଶକେଲା ଗ୍ରା.ପ.ରୁ-୧, ଜଗୁଆ ଗ୍ରା.ପ.ରୁ-୨, ମହୁଲପଡ଼ା ଗ୍ରା.ପ.ରୁ-୩, ବାନ୍ଧୁପଲା ଗ୍ରା.ପ.ରୁ-୧, ବିଜେପୁର ଗ୍ରା.ପ.ରୁ-୧ ଓ ନାରେନ ଗ୍ରା.ପ.ରୁ-୧
(୧୫)..ଟିଟିଲାଗଡ଼ ଏନ୍‌ଏସି. ୱାର୍ଡ ନଂ.୧ରୁ-୪, ୨ରୁ-୨, ୩ରୁ-୧, ୬ରୁ-୨, ୮ରୁ-୨ ଓ ୧୪ରୁ-୨ ଜଣ
(୧୬)..ତୁରେକେଲା ବ୍ଲକ୍‌ ଧାମନଡଙ୍ଗା ଗ୍ରା.ପ.ରୁ-୧ ଓ ତୁରେକେଲା ଗ୍ରା.ପ.ରୁ-୧ ଜଣ ସଂକ୍ରମିତ ହୋଇଛନ୍ତି 
 ବଲାଙ୍ଗିର ଜିଲ୍ଲାରେ ଆଜି ପଯ୍ୟ'ନ୍ତ ୪୮୮୮ ଜଣ କରୋନା ସଂକ୍ରମିତ ହୋଇଥିବା ବେଳେ ୩୯୬୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୯୮ ଜଣ ଏକ୍‌ଟିଭ୍‌ ରହିଥିବା ବେଳେ ୨୪ ଜଣଙ୍କ ମୃତ୍ୟୁ ହୋଇଥିବା ସରକାରୀ ରିପୋର୍ଟରେ କୁହାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like