-+91-9937148622 |

prerana_bgr@rediffmail.com |

  Sunday 4th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||     

HOME   ରାଜନୀତି

କାର୍ଯ୍ୟକାଳ ସରିବା ପୂର୍ବରୁ ଇସ୍ତଫା ଦେଲେ ରାଜ୍ୟସଭା ସାଂସଦ ମମତା ମହାନ୍ତ

01-Aug-2024



ଭୁବନେଶ୍ବର/ରାଇରଂଗପୁର(ବିଶ୍ୱରଞ୍ଜନ ବିଶ୍ଵାଳ): ବିଜେଡି ସମର୍ଥନରେ ରାଜ୍ୟସଭା ସାଂସଦ ଭାବେ ନିର୍ବାଚିତ ହୋଇଥିବା ମମତା ମହନ୍ତ ଆଜି ସାଂସଦ ପଦରୁ ଇସ୍ତଫା ଦେଇଛନ୍ତି। ଏନେଇ ରାଜ୍ୟସଭା ଅଧ୍ୟକ୍ଷଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ହେଲେ ତାଙ୍କ କାର୍ଯ୍ୟକାଳ ସମାପ୍ତ ହୋଇନଥିବା ବେଳେ ଅଧାରୁ ଇସ୍ତଫା ଦେଇଥିବାରୁ ତାକୁ ନେଇ ଚର୍ଚ୍ଚା ଜୋର ଧରିଛି। ସେପଟେ ମମତାଙ୍କ ପରବର୍ତ୍ତି ପଦକ୍ଷେପ କ’ଣ ରହିବ ତାକୁ ନେଇ ଉତ୍କଣ୍ଠା ବଢୁଛି।୨୦୧୧ରେ ରାଜନୀତିରେ ପାଦ ଥାପିଥିବା ମମତା ୨୦୧୨ରେ ବିଶୋଇ ବ୍ଲକ୍‌ର ୩୪ ନମ୍ବର ଜୋନ୍‌ରୁ ଜିଲ୍ଲା ପରିଷଦ ସଦସ୍ୟା ଭାବେ ନିର୍ବାଚିତ ହୋଇଥିଲେ। ପରବର୍ତ୍ତୀ ସମୟରେ ସାଂଗଠନିକ ଦକ୍ଷତା ଓ ନେତୃତ୍ବ ନେବାର ସାମର୍ଥ୍ୟକୁ ଦୃଷ୍ଟିରେ ରଖି ତାଙ୍କୁ ମହିଳା ମୋର୍ଚ୍ଚା ସଭାପତି କରାଯାଇଥିଲା। ବି‌ଶେଷ କରି ମହିଳା ସ୍ବୟଂସହାୟିକା ଗୋଷ୍ଠୀ ସହିତ ତାଙ୍କର ସଂପୃକ୍ତି ଶୀର୍ଷ ନେତୃତ୍ବଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ରାଜ୍ୟସଭା ସାଂସଦ ସରୋଜିନୀ ହେମ୍ବ୍ରମ୍‌ଙ୍କ କାର୍ଯ୍ୟକାଳ ପୂରଣ ହେବା ପରେ ବିଜେଡି ଏଠାରୁ କାହାକୁ ରାଜ୍ୟସଭା ପଠାଇବ, ସେ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଚାଲିଥିଲା। ଶେଷରେ କୁଡୁମୀ ସମ୍ପ୍ରଦାୟ ତଥା ଓବିସି ବର୍ଗର ମହିଳା ମମତାଙ୍କ ପ୍ରାର୍ଥିତ୍ବ ଉପରେ ମୋହର ଲଗାଇଥିଲେ ନବୀନ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   04-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026
  ଜିଲ୍ଲା  
*୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   04-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   04-Oct-2026
  ଜିଲ୍ଲା  
ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   04-Oct-2026
  ଜିଲ୍ଲା  
ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ   04-Oct-2026
  ଜିଲ୍ଲା  
ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   04-Oct-2026
  ଜିଲ୍ଲା  
ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   03-Oct-2026
  ଜିଲ୍ଲା  
କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   03-Oct-2026

You Might Also Like