-+91-9937148622 |

prerana_bgr@rediffmail.com |

  Sunday 4th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||     

HOME   ଜିଲ୍ଲା

ବୌଦ୍ଧରେ ପାଳିତ ହେଲା ସମ୍ବଲପୁରୀ ଦିନ

01-Aug-2024



ହରଭଙ୍ଗା(ଦେବବ୍ରତ ଦାଶଙ୍କ ରିପୋର୍ଟ)ଅଗଷ୍ଟ ୧ ସମ୍ବଲପୁରୀ ଦିନ ଭାବରେ ସାରା ପଶ୍ଚିମ ଓଡିଶା ସମେତ ରାଜ୍ୟ ତଥା ରାଜ୍ୟ ବାହାରେ ରହୁଥିବା ପଶ୍ଚିମ ଓଡ଼ିଶା ବାସୀ  ଆଜିର ଦିନକୁ ସମ୍ବଲପୁରୀ ଦିନ ଭାବରେ ପାଳନ କରିଥାନ୍ତି  । ସମ୍ବଲପୁରୀ ଭାଷା ଓ ସଂସ୍କୃତିର ଲୋକଲୋଚନ କୁ ଆଣିଥିବା ଗୁରୁ ସତ୍ୟନାରାୟଣ ବହିଦାରଙ୍କ ଜନ୍ମ ଅବସରରେ ଏହି ଉତ୍ସବ ପାଳନ କରାଯାଇଥାଏ । ତେବେ ଆଜି ବୌଦ୍ଧ ଜିଲ୍ଲା ଆର୍ଟିଷ୍ଟ ଆସୋସିଏସନ ପକ୍ଷରୁ ସ୍ଥାନୀୟ ଭିକାରୀ କଳା ମଣ୍ଡପ ଠାରେ 

 ଆୟୋଜିତ ହୋଇଯାଇଛି । ପ୍ରଥମେ ଶ୍ରୀ ବହିଦାରଙ୍କ ସ୍ମୃତି ଚାରଣ କରି ମା ଭୈରବୀଙ୍କ ନିକଟରେ ପୂଜାର୍ଚନା ପରେ ମଞ୍ଚାସିନ ଅତିଥି ମାନେ ସମ୍ବଲପୁରୀ ଭାଷା , ପୋଷାକ ସହ ସଂସ୍କୃତି ଓ ପରମ୍ପରା ବଞ୍ଚାଇ ରଖିବା ପାଇଁ ଏହି ପ୍ରୟାସକୁ ପ୍ରଶଂସା କରିଥିଲେ। ବିଶିଷ୍ଟ ସମାଜସେବୀ ବିଭୁଦତ୍ତ ବୋଷଙ୍କୁ ସମାଜସେବା 

ସମ୍ମାନରେ ଆୟୋଜନ କମିଟି ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା । ପରେ ସମ୍ବଲପୁରୀ ସୁନାମ ଧନ୍ୟ କଳାକାର ଉମାକାନ୍ତ ବାରିକଙ୍କ ମେଲୋଡ଼ି ସାଙ୍ଗକୁ କୃଷ୍ଣ ମୁଖୀଙ୍କ ସମ୍ବଲପୁରୀ ଗୀତ ତାଳେ ତାଳେ ଝୁମିଥିଲେ ଦର୍ଶକ । ଜିଲ୍ଲାର ବିଭିନ୍ନ ନୃତ୍ୟ ଓ ସଙ୍ଗୀତ ଅନୁଷ୍ଠାନ ପକ୍ଷରୁ କୁନି କୁନି କଳାକାର ମାନଙ୍କ ନୃତ୍ୟ ଓ ସଙ୍ଗୀତ ଲୋକଙ୍କୁ ବେଶ ବିମୋହିତ କରିଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   04-Oct-2026
  ଜିଲ୍ଲା  
ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ   04-Oct-2026
  ଜିଲ୍ଲା  
ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   04-Oct-2026
  ଜିଲ୍ଲା  
ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   03-Oct-2026
  ଜିଲ୍ଲା  
କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   03-Oct-2026
  ଜିଲ୍ଲା  
‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   03-Oct-2026
  ଜିଲ୍ଲା  
ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   03-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   03-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   03-Oct-2026

You Might Also Like